-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ

08-Oct-2026



ସୁନ୍ଦରଗଡ଼: ସ୍ଥାନୀୟ ବିକାଶଠାରେ ଆଗାମୀ ତ୍ରି -ସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନର ନିର୍ବାଚନ ଏବଂ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ନିମନ୍ତେ ଏକ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ବୈକଠ ଅନୁଷ୍ଠିତ ହୋଇଯାଇଛି।  ଆଗାମୀ ପଞ୍ଚାୟତ (PRI ) ଓ ପୌରାଞ୍ଚଳ (ULB) ନିର୍ବାଚନ ପାଇଁ ସମ୍ପୂର୍ଣ୍ଣ ରାଜ୍ୟରେ ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ଏକ ସ୍ୱଚ୍ଛ, ତ୍ରୁଟିମୁକ୍ତ ଏବଂ ବାସ୍ତବ ସ୍ଥିତି ଉପରେ ଆଧାରିତ ଭୋଟର ତାଲିକା ପ୍ରସ୍ତୁତ କରିବା ପାଇଁ ଘର କୁ ଘର ସର୍ଭେ ଅନୁଷ୍ଠିତ ହେବ। ଏହି ସର୍ବେକ୍ଷଣ ଚଳିତ  ଅକ୍ଟୋବର ୨୬ ରୁ ନଭେମ୍ବର ୧୫ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। 

ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂରଜ ପଟ୍ଟନାୟକ, ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ନିର୍ଦ୍ଦେଶିକା ଜ୍ୟୋସ୍ନାମୟୀ ସାହୁ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଜିତେନ୍ଦ୍ରିୟ ମୁଣ୍ଡା, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ, ସମସ୍ତ ପୌର ପରିଷଦର ନିର୍ବାହୀ ଅଧିକାରୀ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା