-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ରାଜ୍ୟ

ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ

08-Oct-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା କଂଗ୍ରେସ ପକ୍ଷରୁ ଦିଆଯାଇଥିବା  ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ ଆଜି ବଲାଙ୍ଗୀର ସହରରେ ଜନଜୀବନ  ପ୍ରଭାବିତ ହୋଇଛି।  ଏମ ଏମ ଡି ଆର ସଂଶୋଧିତ ଅଧିନିୟମ ରଦ୍ଦ କରିବା, ସିଇ ସି ଜ୍ଞାନେଶ କୁମାର ଙ୍କ ବହିଷ୍କାର ଓ ଗିରଫଦାରୀ, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଙ୍କ ଇସ୍ତଫା ଦାବି ଏବଂ ବନ୍ୟା ବିପନ୍ନଙ୍କ ପ୍ରତି ସରକାରୀ ଉଦାସୀନତା ଆଦି ପ୍ରମୁଖ ମୁଦ୍ଦା କୁ ନେଇ ଆଜି କଂଗ୍ରେସ ପକ୍ଷରୁ ଏହି  ଶାନ୍ତିପୂର୍ଣ୍ଣ ବନ୍ଦ ଡାକରା ଦିଆଯାଇଛି।  ଆଜି ସକାଳେ କଂଗ୍ରେସ କର୍ମୀ ଓ କର୍ମକର୍ତ୍ତା ମାନଙ୍କ ପକ୍ଷରୁ ବଲାଙ୍ଗୀର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଵିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଦଳ ପକ୍ଷରୁ ପିକେଟିଂ କରାଯାଇଥିଲା। ଏଥିରେ କଂଗ୍ରେସର ସ୍ଥାନୀୟ କର୍ମୀ ଓ କର୍ମକର୍ତ୍ତା ଙ୍କ ସମେତ ସହରର ବହୁ ସାମାଜିକ ଓ ରାଜନୈତିକ ଅନୁଷ୍ଠାନ ମାନେ ସାମିଲ ହୋଇ ବନ୍ଦକୁ ସମର୍ଥନ ଜଣାଇଥିଲେ । ରାଜ୍ୟର ଆର୍ଥିକ ଅଧିକାର କୁ ଫେରାଇ ଆଣିବା ପାଇଁ ଏକ ସାମୂହିକ ପ୍ରତିବାଦ ଆବଶ୍ୟକ। ରାଜ୍ୟ ଏକ ସଙ୍କଟ ଜନକ ସ୍ଥିତି ରେ ରହିଛି। ରାଜ୍ୟ ସରକାରଙ୍କ ଜନ ବିରୋଧୀ ନୀତି କୁ ଅଟକା ନ ଗଲେ ରାଜ୍ୟ ବ୍ୟାପକ ଆର୍ଥିକ କ୍ଷତି ସହିବ ଯାହା ଆମ ଅର୍ଥନୀତିକୁ ପଙ୍ଗୁ କରିଦେବ ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି। ତେଣୁ ଓଡ଼ିଶାର ଅସ୍ମିତାକୁ ବଞ୍ଚାଇବା ପାଇଁ ସମାଜର ସବୁ ବର୍ଗର ଲୋକେ, ଛାତ୍ର ଶକ୍ତି ଓ ଯୁବ ଶକ୍ତି ଏହି ବନ୍ଦରେ ସାମିଲ ହେବାକୁ ଆହ୍ୱାନ ଦିଆଯାଇଛି। ଆଜି ବଲାଙ୍ଗୀର ସହରର ସମସ୍ତ ଦୋକାନ ବଜାର, ଅଫିସ, ବ୍ୟାଙ୍କ, ପୋଷ୍ଟ ଅଫିସ, ବୀମା ଶିଳ୍ପ, ପେଟ୍ରୋଲ ପମ୍ପ ସମେତ ବସ ଚଳାଚଳ ଆଦି ବନ୍ଦ ରହିଥିଲା । କିଛି ସରକାରୀ ସ୍କୁଲରେ ଛାତ୍ରଛାତ୍ରୀଙ୍କ ଚାଲିଥିବା ପରୀକ୍ଷା କୁ ଦୃଷ୍ଟିରେ ରଖି ସେହି ସ୍କୁଲ ଗୁଡିକୁ ବନ୍ଦ ରୁ ବାଦ ଦିଆଯାଇଥିଲା। ଆଜି ର ଏହି ବନ୍ଦ ରେ ବରିଷ୍ଠ କଂଗ୍ରେସ ନେତା ଆନୀଲ ମେହେର, ଓମ ପ୍ରକାଶ କୁମ୍ଭାର, ସୀତାରାମ କୁମ୍ଭାର, ଜାତୀଶ ମୁଗ୍ରୀ, ସରୋଜ ମେସ୍ବା,  ଷ୍ଟେଟ ଲିଗାଲ ସେଲ ସଭ୍ୟ ଅମରେନ୍ଦ୍ର ମିଶ୍ର, ସାନନ୍ଦ ମିଶ୍ର, ଉମାକାନ୍ତ ସାହୁ,ବଲାଙ୍ଗୀର ନଗର କଂଗ୍ରେସ ସଭାପତି ବୁଲୁ ଦାନୀ,  ସନ୍ତକ ବହିଦାର, ମାନୀଶ ମିଶ୍ର, ପ୍ରମୁଖ ଉଦବୋଧନ ଦେଇ ଦାବି ଗୁଡିକ ପୂରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଭୟାବାହ କରାଯିବ ବୋଲି ଚେତାବନୀ ଦେଇଛନ୍ତି 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like