-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ

08-Oct-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର):କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ପ୍ରତିବାଦରେ ଅଖିଳ ଭାରତୀୟ କଂଗ୍ରେସ କମିଟି ପକ୍ଷରୁ ଆଜି ଡାକରା ଦିଆଯାଇଥିବା ଭାରତ ବନ୍ଦ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକରେ ଆଂଶିକ ସଫଳ ହୋଇଛି।ଆଜି ସକାଳ ୬ଟାରୁ ଡାବୁଗାଁ ବ୍ଲକ କଂଗ୍ରେସ କମିଟିର କର୍ମକର୍ତା ଓ କର୍ମୀମାନେ ମୁଖ୍ୟ ଛକ, ବସଷ୍ଟାଣ୍ଡ ଓ ବଜାରରେ ଏକତ୍ରିତ ହୋଇ ଦୋକାନ ବଜାର ବନ୍ଦ ରଖିବାକୁ ବ୍ୟବସାୟୀଙ୍କୁ ଅନୁରୋଧ କରିଥିଲେ। ଏହି ବନ୍ଦ କୁ ଡାବୁଗାଁ ଅଂଚଳର ବ୍ୟବସାୟୀ ମାନେ ସହଯୋଗ କରିବା ସହ ଦିନ 12 ଘଣ୍ଟା ପର୍ଯ୍ୟନ୍ତ ଦେକାନ ବଜାର ବନ୍ଦ ରଖିଥିଲେ କିନ୍ତୁ ଆଜି ଡାବୁଗାଁ ସାପ୍ତାହିକ ହାଟ ଥିବାରୁ ଦିନ 12 ଘଣ୍ଟା ପରେ ସମସ୍ତ  ଦୋକାନ ବଜାର ଖାଲହେଲା। ତଥାପି ସ୍ଥାନୀୟ କଂଗ୍ରେସ କର୍ମୀମାନେ ହାତରେ ଦଳୀୟ ପତାକା ଧରି ଶାନ୍ତିପୂର୍ଣ ଭାବେ ପିକେଟିଂ କରିଥିଲେ। ସକାଳ ୧୨ ପରେ ଟା ପରେ ସମସ୍ତ ଦୋକାନ ବଜାର, ହୋଟେଲ ଖଲା ହେଲା। କିଛି ମାତ୍ରାରେ ସରକାରୀ ଅଫିସ, ବ୍ୟାଙ୍କ, ସ୍କୁଲ, ମେଡିକାଲ ଖୋଲା ରହିଥିଲା।ଘରୋଇ ବସ୍ ଚଳାଚଳ ଆଂଶିକ ପ୍ରଭାବିତ ହୋଇଥିବା ବେଳେ ଅପରାହ୍ନରୁ ସ୍ୱାଭାବିକ ହୋଇଥିଲା।ଏବଂ ଗାଡ଼ିମଟର ସବୁ ଚଳାଚଳ ସ୍ୱାଭିବିକ ହୋଇଗଲା।ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଡାବୁଗାଁ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। କୌଣସି ଅପ୍ରୀତିକର ଘଟଣା ଘଟିନାହିଁ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।ବ୍ଲକ କଂଗ୍ରେସ ସଭାପତି ଜି ସାଇ ରାଜୁ କହିଛନ୍ତି, "ଜନତା ସ୍ୱତଃସ୍ଫୂର୍ତ ଭାବେ ବନ୍ଦକୁ ସମର୍ଥନ ଜଣାଇଛନ୍ତି ଏହାବାଦେ ଡାବୁଗାଁର ବ୍ୟବସାୟୀ ଭାଇମାନଙ୍କୁ ଧନ୍ୟବାଦ ଜାଣିଥିଲେ। ଆଜି ଏହିବନ୍ଦ ସମୟରେ ଡାବୁଗାଁ ବ୍ଲକ ପୂର୍ବତନ  ବ୍ଲକ ଅଧକ୍ଷ ବଂଶୀଧର ମାଝୀସହ  ଅନେକ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like