-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ

08-Oct-2026



ବିନିକା(ହିମାଂଶୁ ଶେଖର ପୁଟେଲ) ଇଣ୍ଡିଆ ମେଣ୍ଟ ତରଫରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ଅଞ୍ଚଳରେ କଂଗ୍ରେସ ପକ୍ଷରୁ ଗୁରୁବାର ୧୨ଘଣ୍ଟିଆ ବନ୍ଦ ପାଳନ ସମ୍ପୂର୍ଣ୍ଣ ଭାବେ ସଫଳ ହୋଇଥିବା ଜଣାପଡ଼ିଛି ।ବ୍ଲକ କଂଗ୍ରେସ କମିଟି ସଭାପତି ଓ ନଗର କଂଗ୍ରେସ କମିଟି ସଭାପତିଙ୍କ ନେତୃତ୍ୱରେ ଅନୁଷ୍ଟିତ ଏହି ବନ୍ଦ ପାଳନରେ ଶତାଧିକ କଂଗ୍ରେସ କର୍ମୀ ସାମିଲ ହୋଇଥିଲେ।କଂଗ୍ରେସ କର୍ମୀ ମାନେ ବିଭିନ୍ନ ଛକ ସମେତ ରାସ୍ତାରେ ପିକେଟିଙ୍ଗ କରି ବିଜେପି ସରକାର ବିରୋଧରେ ନାରାବାଜି ଦେଇଥିଲେ ।ସେମାନେ ଦାବୀ କରିଥିଲେ ଯେ ଭୋଟ ବଞ୍ଚାଅ,ସମ୍ବିଧାନ ବଞ୍ଚାଅ,ଦେଶ ବଞ୍ଚାଅ,MMDR ବିଲକୁ ତୁରନ୍ତ ପ୍ରତ୍ୟାହାର କର,ଇଲେକ୍ସନ କମିଶନ ଜ୍ଞାନେସ କୁମାରଙ୍କ ଇସ୍ତାଫା,ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତାଫା ଆଦି ଦାବୀକୁ ଜୋରଦାର କରାଯାଇଥିଲା ସେହିପରି ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ପରିବାରଙ୍କୁ ତୁରନ୍ତ କ୍ଷତି ପୂରଣ ଦେବାକୁ ଦାବୀ କରିଥିଲେ।କଂଗ୍ରେସ ନେତାଙ୍କ ନାରାବାଜିରେ ସାରା ସହର ପ୍ରକମ୍ବିତ ହୋଇଥିଲା ।ସକାଳ ୬ଟା ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ଘଣ୍ଟା ଧରି ବିନିକା ଅଞ୍ଚଳ ସଂପୂର୍ଣ ବନ୍ଦ ରହିଥିଲା।କେବଲ ଜରୁରୀ କାଳୀନ ସେବାରେ ନିୟୋଜିତ ଗାଡ଼ି ଯିବା ଆସିବା କରୁଥିବା ବେଳେ ଅନ୍ୟ ସବୁ ଗାଡ଼ିର ଅଖ ଚକ ଠପ ହୋଇ ଯାଇଥିବାରୁ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା ।କଂଗ୍ରେସର ଏହି ବନ୍ଦ ଡାକରାକୁ ଅଞ୍ଚଳର ଜନସାଧାରଣ ମଧ୍ୟ ଶ୍ୱତପ୍ରବୃତ୍ତ ଭାବେ ସମର୍ଥନ ଦେଇଥିବା ଦେଖିବାକୁ ମିଳିଥିଲା। ସହରରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ,ବ୍ୟାଙ୍କ,ସ୍କୁଲ,କଲେଜ,ବ୍ୟବସାୟୀକ ପ୍ରତିଷ୍ଠାନ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା।ସେହିପରି ବନ୍ଦର ପ୍ରଭାବ ଗାଁ ଗହଳିରେ ପଡ଼ିଥିଲା କେତେକ ସ୍ଥାନରେ ଲୋକେ ଯଥାର୍ଥ ଦାବୀ ଭାବି ବନ୍ଦ ପାଳନକୁ ସମର୍ଥନ ଦେଇଥିବା ଦେଖିବାକୁ ମିଳିଥିଲା।ତେବେ ସାରା ବିନିକା ଅଞ୍ଚଳରେ କଂଗ୍ରେସ ଦଳର ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ ହୋଇଥିବା ଜଣାପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like