-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା

08-Oct-2026



ବଲାଙ୍ଗୀର (ପ୍ରେରଣା ଖବର): ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା। ଗତ ୨୦୨୫ ମସିହା ଫେବୃଆରି ୨୮ ତାରିଖରେ ବଲାଙ୍ଗୀର ଅବକାରୀ ବିଭାଗ ପେଟ୍ରୋଲିଂ କରୁଥିବା ସମୟରେ ସ୍ଥାନୀୟ ବଲାଙ୍ଗୀର  ବିଷ୍ଣୁମୁଣ୍ଡା ରାସ୍ତାର ରେଲୱେ ଓଭରବ୍ରିଜ୍ ନିକଟରେ ଗୋଟିଏ ଇନୋଭା କାର କୁ ସାନ୍ଦିଗ୍ଧ ଅବସ୍ଥାରେ ଯାଞ୍ଚ କରିଥିଲେ ।  ଯାଞ୍ଚ ବେଳେ ତିନିଜଣ ବ୍ୟକ୍ତି ଚନ୍ଦ୍ରକେଶ ଯାଦବ, ମୂଲଚନ୍ଦ ଯାଦବ ଏବଂ ସକୀର ଅହମ୍ମଦଙ୍କ ଠାରୁ ଗୋଟିଏ ଜରି ବସ୍ତାରେ ୨ କୁଇଣ୍ଟାଲ ୧୬କେଜି ଗଞ୍ଜେଇ ଜବତ କରିଥିଲେ । ସାକ୍ଷୀମାନଙ୍କ ସମ୍ମୁଖରେ ଅନୁସନ୍ଧାନ ଓ  ଗଂଜେଇ ଜବତ କରି ଅବକାରୀ ନିରୀକ୍ଷକ ଜୟଦେବ ପ୍ରଧାନ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରିଥିଲେ । ଏ ସଂକ୍ରାନ୍ତରେ ଚାର୍ଜସିଟ୍ ଦାଖଲ କରି ଗଂଜେଇ ଚୋରା ଚାଲାଣକାରୀ ମାନଙ୍କ ବିରୁଦ୍ଧରେ ୨-ଏ.ସି.ସି  କେସ୍ ନମ୍ବର ୧୧/୨୦୨୫ରେ ଏକ ମାମଲା ଦାୟର କରାଯାଇଥିଲା। ଏହି ମାମଲାର ବିଚାର କରି ମାନ୍ୟବର ବଲାଙ୍ଗୀର ଅତିରିକ୍ତ ସେସନସ୍ ଜଜ୍(ଦ୍ଵିତୀୟ)ଶ୍ରୀମତୀ ଅଞ୍ଜଳି କୁମାରୀ ପାଢ଼ୀ ସାକ୍ଷ୍ୟ ଏବଂ ପ୍ରମାଣପତ୍ରକୁ ଭିତ୍ତି କରି ଅଭିଯୁକ୍ତମାନଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୧ଲକ୍ଷ ଟଙ୍କା ଜରିମାନା  ଆଦେଶ ଦେଇଛନ୍ତି । ଅନାଦୟ ଆହୁରି ୧୦ ବର୍ଷ ଜେଲଦଣ୍ଡାଦେଶ  ଏବଂ ୨ଲକ୍ଷ ଟଙ୍କା ଜରିମାନା ଆଦେଶ ଦେଇଛନ୍ତି । ସରକାରଙ୍କ ତରଫରୁ ସ୍ପେଶାଲ ପବ୍ଲିକ ପ୍ରୋସିକ୍ୟୁଟର ଗୋପାଳ ଚନ୍ଦ୍ର ହୋତା ମୁକଦ୍ଦମା ପରିଚାଳନା କରୁଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like