-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ

08-Oct-2026



ବଲାଙ୍ଗୀର(ପ୍ରେରଣା ଖବର): ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଏବଂ ପ୍ରଦେଶ କଂଗ୍ରେସ କମିଟିର ଡାକରାରେ ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ଆଜି ବନ୍ଦ ପାଳନ କରାଯାଇଛି। ନଗର କଂଗ୍ରେସ ସଭାପତି ବୁଲୁ ଦାନୀଙ୍କ ନେତୃତ୍ୱରେ ସହରର ବିଭିନ୍ନ ଦୋକାନ, ବଜାର ଓ ଯାନବାହନ ଚଳାଚଳ ବନ୍ଦ ରହିଥିଲା।

ବୁଲୁ ଦାନୀଙ୍କ ନେତୃତ୍ୱରେ ଡେଲି ମାର୍କେଟରୁ ପିକେଟିଂ ଆରମ୍ଭ ହୋଇଥିଲା। ପିକେଟିଂ ଦଳ ସହରର ବିଭିନ୍ନ ଅଞ୍ଚଳ ପରିକ୍ରମା କରି ବନ୍ଦକୁ ସଫଳ କରିବା ପାଇଁ ଦୋକାନୀ, ବ୍ୟବସାୟୀ ଓ ସାଧାରଣ ଲୋକଙ୍କୁ ଆହ୍ୱାନ ଦେଇଥିଲେ। ପରେ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା।

ସଭାରେ ରାଜ୍ୟ କଂଗ୍ରେସ ସାଧାରଣ ସମ୍ପାଦକ ଅମରେନ୍ଦ୍ର ମିଶ୍ର, ଜିଲ୍ଲା କଂଗ୍ରେସ କମିଟି ସଭାପତି ଅନିଲ ମେହେର, ମନୀଷ ମିଶ୍ର, ଅସିତ ମିଶ୍ର ଓ ସାନନ୍ଦ ମିଶ୍ର ପ୍ରମୁଖ ଯୋଗଦେଇ ଦଳ ପକ୍ଷରୁ ଉପସ୍ଥାପିତ ଚାରି ଦଫା ଦାବି ସମ୍ପର୍କରେ ନିଜ ମତବ୍ୟକ୍ତ କରିଥିଲେ। ବକ୍ତାମାନେ ବିଜେପି ସରକାରର ବିଭିନ୍ନ ନୀତିକୁ ସମାଲୋଚନା କରିବା ସହ ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଦଳର ଆଭିମୁଖ୍ୟ ସ୍ପଷ୍ଟ କରିଥିଲେ।

ଏହି ବନ୍ଦ କାର୍ଯ୍ୟକ୍ରମରେ ଓମ୍‌ କୁମ୍ଭାର, କୈଳାଶ ମିଶ୍ର, କିରଣ ସେଠ, ହିମାଂଶୁ ନାୟକ, ସୀତାରାମ କୁମ୍ଭାରଙ୍କ ସମେତ ବହୁ କଂଗ୍ରେସ କର୍ମୀ ଓ ସମର୍ଥକ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like