-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ

08-Oct-2026



କଣ୍ଟାମାଳ(ଜୟ କୁମାର ମହାରଣା): ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ ଓ ବୌଦ୍ଧ ଜିଲ୍ଲା କଂଗ୍ରେସ କମିଟି ର ସମର୍ଥନ କ୍ରମେ ଆଜି କଣ୍ଟାମାଳ ବ୍ଲକ ଅଞ୍ଚଳରେ ବନ୍ଦକୁ ସମ୍ପୂର୍ଣ୍ଣ ସଫଳତା ମିଳିଛି l  କଣ୍ଟାମାଳ ବରିଷ୍ଠ କଂଗ୍ରେସ ନେତା ପ୍ରଶାନ୍ତ ସାହୁଙ୍କ ନେତୃତ୍ୱରେ ଆଜି ସକାଳ ୬ଘଣ୍ଟା ଠାରୁ ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା  l  କଣ୍ଟାମାଳ କଂଗ୍ରେସ କାର୍ଯ୍ୟକର୍ତ୍ତା ମାନେ ପିକେଟିଂ କରି କଣ୍ଟାମାଳ ରେ ଯାନବାହାନ

ଚଳାଚଳ ସହ ସ୍କୁଲ, କଲେଜ, ଦୋକାନ ବଜାର, ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ, କୋର୍ଟ, ପେଟ୍ରୋଲ ପମ୍ପ ଆଦି ବନ୍ଦ କରିଥିଲେ । ବନ୍ଦ ଯୋଗୁଁ ସାଧାରଣ ଜୀବନଯାତ୍ରା ସମ୍ପୂର୍ଣ୍ଣ ଠପ ହୋଇଯାଇଛି l  ଏମ ଏମ ଡି ଆର ସଂଶୋଧିତ ଅଧିନିୟମ ରଦ୍ଦ କରିବା, ସିଇ ସି ଜ୍ଞାନେଶ କୁମାର ଙ୍କ ବହିଷ୍କାର ଓ ଗିରଫଦାରୀ, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଙ୍କ ଇସ୍ତଫା ଦାବି ଏବଂ ବନ୍ୟା ବିପନ୍ନଙ୍କ ପ୍ରତି ସରକାରୀ ଉଦାସୀନତା ଆଦି ପ୍ରମୁଖ ମୁଦ୍ଦା କୁ ନେଇ ଆଜି ସକାଳେ କଂଗ୍ରେସ କର୍ମୀ ଓ କର୍ମକର୍ତ୍ତା ମାନଙ୍କ ପକ୍ଷରୁ ବ୍ଲକ ଓ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଵିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ।  କେତେକ ସ୍କୁଲରେ ଛାତ୍ରଛାତ୍ରୀଙ୍କ ଚାଲିଥିବା ପରୀକ୍ଷା ବନ୍ଦ ଯୋଗୁଁ ବାତିଲ ହୋଇଥିଲା। କଣ୍ଟାମାଳ ବ୍ଲକର ଖୁଣ୍ଟିଗୋରା, ଅମ୍ବଗାଁ, କଣ୍ଟାମାଳ, ପଲସାଗୋରା, ଖଟଖଟିଆ, ମନମୁଣ୍ଡା ଆଦି ସ୍ଥାନରେ ସମ୍ପୂର୍ଣ୍ଣ ବନ୍ଦ

ଥିବାବେଳେ ଘଣ୍ଟାପଡା ରେ ବନ୍ଦର ଆଂଶିକ ପ୍ରଭାବ ଦେଖିବାକୁ ମିଳିଥିଲା  l ଏହି ବନ୍ଦ ପାଳନରେ ସୁଶାନ୍ତ କୁମାର ମଲ୍ଲିକ, ସରୋଜ ସାହୁ, ନିତ୍ୟାନନ୍ଦ କର୍ମୀ, ସୁକ ମଙ୍ଗରାଜ, ମୁକେଶ ଖଟୁଆ, ଗୋବର୍ଦ୍ଧନ ରଣା, ହୃଦାନନ୍ଦ କହଁର, ଗୋପ ରଣା, ଉଗ୍ରେସନ ପଟ୍ଟନାୟକ, ନିବାସ ବାରିକ, ମକୁନ୍ଦ ନାୟକ ଓ କେଶବ ଖେତିଙ୍କ ସମେତ କଣ୍ଟାମାଳ ବ୍ଲକ୍ ଅଞ୍ଚଳର ବହୁ ସଂଖ୍ୟକ କଂଗ୍ରେସ କର୍ମୀ ଉପସ୍ଥିତ ରହିଥିଲେ। ଦାବି ପୂରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଭୟାବାହ କରାଯିବ ବୋଲି କଂଗ୍ରେସ ପକ୍ଷରୁ ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like