-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ

09-Oct-2026



ବରପାଲି (ସୁଦାମ ଦୀପ)ବରଗଡ ଜିଲା , ସୋହେଲା ଠାରେ ଜିଲ୍ଲା ସାମ୍ବାଦିକ ୟୁନିଅନ (ଜାବ୍)ବରଗଡର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ରବି ପଣ୍ଡାଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ସାଧାରଣ ସମ୍ପାଦକ ବଦ୍ରୀ ପ୍ରସାଦ ସାହୁ ବୈଠକକୁ ପରିଚାଳନା କରିଥିଲେ। ବୈଠକରେ ଗୁରୁତ୍ୱପୂର୍ଣ ନିଷ୍ପତ୍ତି ନିଆଯାଇଛି। ଅକ୍ଟୋବର ୧୫ ତାରିଖ ସୁଦ୍ଧା ସଦସ୍ୟତା ଅଭିଯାନ ବନ୍ଦ କରିବା, ନଭେମ୍ବର ୧ ତାରିଖରେ ପଦ୍ମପୁର ଠାରେ ପରବର୍ତ୍ତୀ ନିର୍ବାଚନ କରିବା, ଓଡ଼ିଶା ସାମ୍ବାଦିକ ୟୁନିଅନ (OUJ) ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଭଟଲି ଠାରେ ଆୟୋଜନ କରିବା ଏବଂ ଜାବ୍ ଭବନ ନିର୍ମାଣ ପାଇଁ ଜମି ଅତି ଶୀଘ୍ର ଚୂଡ଼ାନ୍ତ କରିବାକୁ ନିଷ୍ପତ୍ତି ହୋଇଛି l ଭଟଲିରେ ହେବାକୁ ଥିବା ରାଜ୍ୟ କାର୍ଯ୍ୟକାରିଣୀ ବୈଠକର ତାରିଖ ପରେ ଘୋଷଣା କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ସୋହେଲା ଦୁର୍ଗାପୂଜା କମିଟିର କାର୍ଯ୍ୟକାରୀ ସଭାପତି ତଥା ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ, ସାଧାରଣ ସମ୍ପାଦକ ପ୍ରମୋଦ କୁମାର ଦେବତା, ଉପ-ସଭାପତି ବଲବୀର ସିଂ ଠାକୁର ଓ ଗିରିଜେଶ ଖଡଙ୍ଗା ଅତିଥି ଭାବେ ଯୋଗଦେଇ ଦୁର୍ଗାପୂଜାର ନିମନ୍ତ୍ରଣ ପତ୍ର ଜାବ୍ ସଦସ୍ୟ ମାନଙ୍କୁ ପ୍ରଦାନ କରି ପୂଜା କାର୍ଯ୍ୟକ୍ରମରେ ଯୋଗଦେଇ କଭରେଜ୍ କରିବାକୁ ଅନୁରୋଧ କରିଥିଲେ। ଏହି ଅବସରରେ ବିଧାୟକ ଶ୍ରୀ ଆଚାର୍ଯ୍ୟ ଭଟଲିରେ ହେବାକୁ ଥିବା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ପାଇଁ ଆୟୋଜକ ଭାବେ ସମସ୍ତ ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ଏଥିସହ ଆସନ୍ତା ବିଧାନସଭା ଅଧିବେଶନରେ ସାମ୍ବାଦିକ ସୁରକ୍ଷା ଆଇନ, ଅବସର ପରେ ସାମ୍ବାଦିକ ମାନଙ୍କୁ ପେନସନ, ସାମ୍ବାଦିକ ବୀମା ରାଶି ୫ ଲକ୍ଷରୁ ୧୦ ଲକ୍ଷକୁ ବୃଦ୍ଧି ଏବଂ ବୀମା ଯୋଜନାରେ ସାମ୍ବାଦିକଙ୍କ ପିତାମାତାଙ୍କୁ ସାମିଲ କରିବା ଭଳି ଦାବି ଉପସ୍ଥାପନ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଅଶ୍ୱିନୀ ପାତ୍ର ସମସ୍ତଙ୍କୁ ସ୍ୱାଗତ କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। ବୈଠକରେ ଉପ-ସଭାପତି ପ୍ରଭୁ ଚରଣ ମହାନ୍ତି, ଜାତୀୟ ପରିଷଦ ସଦସ୍ୟ ହେମନ୍ତ ପ୍ରଧାନ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୁନୀଲ ମିଶ୍ର, ଜିଲ୍ଲା ସଂଯୋଜକ ରଞ୍ଜନ ଦେବତା, ଯୁଗ୍ମ ସମ୍ପାଦକ ନୀଳକଣ୍ଠ ଦୀପ, ରଞ୍ଜିତ ଦାସ, ଯୋହନ କୁମ୍ଭାର, ମେଘନାଦ ସାହୁ, ସତ୍ୟଜିତ ପ୍ରଧାନ, ଖ୍ୟମାନିଧି ନାୟକ, ସୁଦାମ ପ୍ରଧାନ, ନେପାଳ ପ୍ରଧାନ, ଜିତେନ୍ଦ୍ର ମେହେର, ପାଣ୍ଡବ ପ୍ରଧାନ, ଶିବାଶିଷ ପଟ୍ଟନାୟକ, ଅତିନ୍ଦ୍ରନାଥ ସେନ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like