-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ

09-Oct-2026



ଭୁବନେଶ୍ୱର/ସୁନ୍ଦରଗଡ଼/କଟକ(କାଞ୍ଚନପ୍ରଭା ନନ୍ଦ): ଅକ୍ଟୋବର ୯: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ରେ ସୁନ୍ଦରଗଡ଼ର ଉପନିର୍ଦ୍ଦେଶକ, ମୃତ୍ତିକା ସଂରକ୍ଷଣ ତଥା ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର ପାତ୍ରଙ୍କ ସହ ସମ୍ପୃକ୍ତ ୮ଟି ସ୍ଥାନରେ ଶୁକ୍ରବାର ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ ଆରମ୍ଭ ହୋଇଛି।ଭିଜିଲାନ୍ସର ଏକାଧିକ ଟିମ୍‌ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି। ଏଥିରେ ଜଣେ ଅତିରିକ୍ତ ଏସ୍‌ପି, ୪ ଜଣ ଡିଏସ୍‌ପି, ୧୩ ଜଣ ଇନ୍ସପେକ୍ଟର, ୫ ଜଣ ଏଏସ୍‌ଆଇ ଓ ଅନ୍ୟ ସହାୟକ କର୍ମଚାରୀ ନିୟୋଜିତ ହୋଇଛନ୍ତି। ସୁନ୍ଦରଗଡ଼ର ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଏହି ତଲାସୀ ଅଭିଯାନ ଚାଲିଛି।ଏହି ୮ଟି ସ୍ଥାନରେ ଚଢ଼ାଉ୧. ଭୁବନେଶ୍ୱରର ନୟାପଲ୍ଲୀସ୍ଥିତ ଶ୍ରାବଣୀ ରେସିଡେନ୍ସିର ଦ୍ୱିତୀୟ ମହଲାରେ ଥିବା ଫ୍ଲାଟ୍‌ ନମ୍ବର ୮।୨. ଭୁବନେଶ୍ୱରର ମଞ୍ଚନାଥ ଭିଲ୍ଲା, ଫେଜ୍‌-୨, ଏମ୍‌-୧୦୫ରେ ଥିବା ଦୁଇ ମହଲା ବିଶିଷ୍ଟ ଆବାସିକ କୋଠା।୩. ସେହି ଅଞ୍ଚଳର ଏମ୍‌-୧୧୦ରେ ଥିବା ଅନ୍ୟ ଏକ ଦୁଇ ମହଲା ବିଶିଷ୍ଟ ଆବାସିକ କୋଠା।୪. ମଞ୍ଚନାଥ ଭିଲ୍ଲାର ଏମ୍‌-୧୧୫ରେ ଥିବା ଆଉ ଏକ ଦୁଇ ମହଲା ବିଶିଷ୍ଟ ଘର।୫. ଭୁବନେଶ୍ୱରର ବାଲିଅନ୍ତା ଅଞ୍ଚଳରେ ଥିବା ଆବାସିକ ଘର।୬. ସୁନ୍ଦରଗଡ଼ସ୍ଥିତ ଉପନିର୍ଦ୍ଦେଶକ, ମୃତ୍ତିକା ସଂରକ୍ଷଣ ତଥା ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସରକାରୀ କାର୍ଯ୍ୟାଳୟରେ ଥିବା ତାଙ୍କ କୋଠରୀ।୭. ସୁନ୍ଦରଗଡ଼ ସହରରେ କାର୍ଯ୍ୟାଳୟ ସମ୍ମୁଖରେ ଥିବା ତାଙ୍କ ସରକାରୀ କ୍ୱାର୍ଟର୍ସ।୮. କଟକ ଜିଲ୍ଲାର ବାଙ୍କୀ ଥାନା ଅନ୍ତର୍ଗତ ଚର୍ଚ୍ଚିକା ଗ୍ରାମରେ ଥିବା ତାଙ୍କ ଶ୍ୱଶୁର ଘର।ବର୍ତ୍ତମାନ ସୁଦ୍ଧା ଚଢ଼ାଉ ଓ ତଲାସୀ ଅଭିଯାନ ଜାରି ରହିଛି। ତଲାସୀ ସମୟରେ କେତେ ପରିମାଣର ସମ୍ପତ୍ତି ଓ ଅନ୍ୟାନ୍ୟ ସାମଗ୍ରୀ ଠାବ ହୋଇଛି, ସେ ସମ୍ପର୍କରେ ଭିଜିଲାନ୍ସ ପକ୍ଷରୁ ପରବର୍ତ୍ତୀ ସମୟରେ ବିସ୍ତୃତ ତଥ୍ୟ ଦିଆଯିବାର ସମ୍ଭାବନା ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like