-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ

09-Oct-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା, ଡିଜିଟାଲ୍‌ ସଂଚାରର ପରିବର୍ତ୍ତିତ ସ୍ୱରୂପ ଏବଂ ସରକାରୀ ସୂଚନାର ପ୍ରଭାବଶାଳୀ ପ୍ରସାର ସମ୍ପର୍କରେ ଓଡ଼ିଶା ସୂଚନା ସେବା (OIS) ଅଧିକାରୀମାନଙ୍କ ଦକ୍ଷତା ବୃଦ୍ଧି ଓ ବୃତ୍ତିଗତ ଅଭିଜ୍ଞତା ସମୃଦ୍ଧ କରିବା ଉଦ୍ଦେଶ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ‘ସାମାଜିକ ଗଣମାଧ୍ୟମର ଉଦୀୟମାନ ଧାରା’ ଶୀର୍ଷକ ଏକଦିବସୀୟ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ ସମ୍ମେଳନ କେନ୍ଦ୍ରଠାରେ ଆୟୋଜିତ ହୋଇଛି।

କାର୍ଯ୍ୟକ୍ରମର ପ୍ରଥମ ବୈଷୟିକ ଅଧିବେଶନରେ ପ୍ରେସ୍‌ ଇନ୍‌ଫର୍ମେସନ୍‌ ବ୍ୟୁରୋ (PIB), ଓଡ଼ିଶା ଅଞ୍ଚଳର ଅତିରିକ୍ତ ମହାନିର୍ଦ୍ଦେଶକ ଶ୍ରୀ ଅଖିଳ କୁମାର ମିଶ୍ର ଅଂଶଗ୍ରହଣକାରୀ ଓଡିଶା ସୂଚନା ଅଧିକାରୀମାନଙ୍କୁ ସାମାଜିକ ଗଣମାଧ୍ୟମରେ ଉଦୀୟମାନ ପ୍ରବୃତ୍ତି, ଡିଜିଟାଲ୍‌ ଯୋଗାଯୋଗର ପରିବର୍ତ୍ତିତ ସ୍ୱରୂପ ଏବଂ ସରକାରୀ ସୂଚନାର ବ୍ୟାପକ ପ୍ରସାର ସମ୍ପର୍କରେ ବୈଷୟିକ ମାର୍ଗଦର୍ଶନ ପ୍ରଦାନ କରିଥିଲେ।

ଜନସାଧାରଣଙ୍କ ସହ ଯୋଗାଯୋଗ ସ୍ଥାପନ କରିବା ସମୟରେ ଚିନ୍ତାଶୀଳ ଅଭିବ୍ୟକ୍ତି, ଦାୟିତ୍ୱବୋଧ ଏବଂ ଚିନ୍ତାଧାରାର ସ୍ପଷ୍ଟତା ଅତ୍ୟନ୍ତ ଜରୁରୀ ବୋଲି ସେ କହିଥିଲେ। ବିଶେଷକରି ସରକାରୀ ଯୋଜନା ଓ କାର୍ଯ୍ୟକ୍ରମର ପ୍ରଚାରପ୍ରସାର ଏବଂ ଜନସେବା ପ୍ରଦାନ କ୍ଷେତ୍ରରେ ଅଧିକାରୀମାନଙ୍କର ପ୍ରଭାବଶାଳୀ ଯୋଗାଯୋଗ ଦକ୍ଷତା ରହିବା ଆବଶ୍ୟକ ବୋଲି ସେ ମତବ୍ୟକ୍ତ କରିଥିଲେ।

ରାଜ୍ୟର ବିଭିନ୍ନସ୍ତରରେ ନିୟୋଜିତ ସୂଚନା ଅଧିକାରୀ ସରକାର ଓ ଜନସାଧାରଣଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ସେତୁ ଭାବେ କାର୍ଯ୍ୟ କରୁଛନ୍ତି। ତେଣୁ ପରିବର୍ତ୍ତିତ ଡିଜିଟାଲ୍‌ ପରିବେଶ ସହ ତାଳ ଦେଇ ସେମାନଙ୍କ ବୈଷୟିକ ଦକ୍ଷତା ବୃଦ୍ଧି, ଲୋକାଭିମୁଖୀ ସଂଚାର ଏବଂ ଜନସାଧାରଣଙ୍କ ସହ ଦ୍ୱିମୁଖୀ ଯୋଗାଯୋଗକୁ ସୁଦୃଢ଼ କରିବା ଏହି ଅଭିମୁଖୀକରଣ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like