-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ରାଜ୍ୟ

ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ

09-Oct-2026



ସୁନ୍ଦରଗଡ଼: ବାଦ୍ ପଡ଼ିଥିବା ଭୋଟର ତଥା ନୂତନ କରି ଭୋଟର ହୋଇଥିବା ବା ଯୁବ ଭୋଟର ମାନଙ୍କ ତାଲିକାରେ ନାମ ପଞ୍ଜୀକରଣ ନିମନ୍ତେ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ। ଏହି ସ୍ୱତନ୍ତ୍ର ଅଭିଯାନର ଉଦ୍ଦେଶ୍ୟ ହେଉଛି ଭୋଟର ତାଲିକାରେ ନାମ ନଥିବା କିମ୍ବା ନାମ କଟିଯାଇଥିବା କୌଣସି ବି ବ୍ୟକ୍ତି ଯେକୌଣସି ସମୟରେ ପଞ୍ଜୀକରଣ ପାଇଁ ଆବେଦନ କରିପାରିବେ। 

ଏହି ଅବସରରେ ଆଜି ଅତିରିକ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂରଜ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଜୟ ନାରାୟଣ ତ୍ରିପାଠୀ, ପର୍ଶୁରାମ ସରାଫ,ଅଜିତ୍ ପ୍ରସାଦ,ଭେଷଜ ରଥ,ରାଜେନ୍ଦ୍ର ପଟେଲ, ରାଧା ନମନ ପଟେଲ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଏହି ସ୍ୱତନ୍ତ୍ର ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଏହିପରି ଭୋଟରମାନଙ୍କୁ ଚିହ୍ନଟ କରିବା ଏବଂ ସେମାନଙ୍କୁ ଭୋଟର ତାଲିକା ରେ ଅନ୍ତର୍ଭୁକ୍ତ ହେବା ନିମନ୍ତେ ଆବଶ୍ୟକୀୟ ସହାୟତା ପ୍ରଦାନ କରିବା।

ଏହି ପରିପ୍ରେକ୍ଷୀରେ ବି ଏଲ ଓ (BLO) ମାନେ ୩୧ ଅକ୍ଟୋବର ସୁଦ୍ଧା ଏସ ଆଇ ଆର୍  ପ୍ରକ୍ରିୟା ସମୟରେ କଟିଯାଇଥିବା ସମସ୍ତ ଭୋଟରଙ୍କ ନାମ ପୁନଃ ଯାଞ୍ଚ କରିବେ ଏବଂ 
ବାଦ୍ ପଡ଼ିଥିବା ଭୋଟର ତଥା ନୂତନ ଭୋଟର ମାନଙ୍କ ନାମ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବେ। ସେହିଭଳି ନେଭେମ୍ବର ୨ ତାରିଖ
ଦିନ ବି ଏଲ ଓ ମାନେ ଏହି ତାଲିକାକୁ ବୁଥ ସ୍ତରୀୟ ଏଜେଣ୍ଟ ଏବଂ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ସେୟାର କରିବେ। ସେହିଭଳି ନଭେମ୍ବର ୪ ତାରିଖ ଦିନ ବି ଏଲ ଓ ମାନେ ଯାଞ୍ଚ ଶେଷ ହୋଇଥିବା ନିଶ୍ଚିତ କରି କମ୍ପ୍ଲାଏନ୍ସ ରିପୋର୍ଟ ଦାଖଲ

କରିବେ ଏବଂ ଫର୍ମ-୬ ମାଧ୍ୟମରେ ପୁନଃ ଯୋଡ଼ାଯାଇଥିବା ଭୋଟରଙ୍କ ସମ୍ପୂର୍ଣ୍ଣ  ତଥ୍ୟ  ପ୍ରଦାନ କରିବେ।
ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପଟ୍ଟନାୟକ ସମସ୍ତ ରାଜନୈତିକ ଦଳର ପ୍ରତିନିଧି ମାନଙ୍କୁ ଏହି ସ୍ୱତନ୍ତ୍ର ଅଭିଯାନରେ ସହଯୋଗ କରିବାକୁ ଅନୁରୋଧ କରିଥିଲେ ଏବଂ ବାଦ୍ ପଡ଼ିଥିବା ଭୋଟର ମାନଙ୍କ ତାଲିକାରେ ଅନ୍ତର୍ଭୁକ୍ତୀକରଣ ଉପରେ ଗୁରୁତ୍ଵାରୋପ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like