-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ

10-Oct-2026



ବରଗଡ଼ /ଅମ୍ବାଭୋନା(ପ୍ରେରଣା ଖବର): ବନ୍ୟଜୀବ ସଂରକ୍ଷଣ ନିମନ୍ତେ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ବରଗଡ ଜିଲ୍ଲା ଭଟଲି ବ୍ଲକ ଅଧୀନସ୍ଥ ବଡ଼ମାଳ ହାଇସ୍କୁଲ ପରିସରରେ ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇ ଯାଇଛି । ପ୍ରଧାନ ଶିକ୍ଷକ ତଥା ଇକୋ କ୍ଲବ୍ ମାଷ୍ଟର ଟ୍ରେନର ସଞ୍ଜୟ ଖମାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ବନାଞ୍ଚଳ

ଅଧିକାରୀ ଦର୍ଶନିଆ ଭୋଇ,ମୁଖ୍ୟ ବକ୍ତା ଭାବେ ପୂର୍ବତନ ପ୍ରଧାନ ଶିକ୍ଷକ ଅଶୋକ ଡନସନା,ସମ୍ମାନିତ ଅତିଥି ଭାବରେ ପୂର୍ବତନ ପ୍ରଧାନ ଶିକ୍ଷକ ତେଜ ମେହେର,ଗୋପାଳପୁର ଆଶ୍ରମ ସ୍କୁଲର ପ୍ରଧାନ ଶିକ୍ଷକ ଉଚ୍ଛବ ଭୁଏ,ବନପାଳ କଂଗ୍ରେସ ସୁନା,ବିଦ୍ୟାଳୟ କମିଟିର ଅଧ୍ୟକ୍ଷ ନରେନ୍ଦ୍ର ପଧାନ ଯୋଗ ଦେଇଥିଲେ।ପ୍ରାରମ୍ଭରେ ଅତିଥିବୃନ୍ଦ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ବିଘ୍ନ ବିନାଶକ ଶ୍ରୀ ଗଣେଶ ଓ ବାଗ୍ ଦେବୀ ମା ସରସ୍ୱତୀଙ୍କୁ ପୂଜାର୍ଚ୍ଚନା କରିବା ପରେ ପ୍ରଧାନଶିକ୍ଷକ ଶ୍ରୀ ଖମାରୀ ଅତିଥିମାନଙ୍କୁ ଫୁଲ ଚାରା ପ୍ରଦାନ କରି ସ୍ବାଗତ କରିଥିଲେ। ଇକୋ କ୍ଲବ୍ ଶିକ୍ଷୟିତ୍ରୀ ସୁଧାରାଣୀ ପ୍ରଧାନ ବନ୍ୟ ପ୍ରାଣୀ ସପ୍ତାହ ପାଳନର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ବୈଠକରେ ବନ୍ୟପ୍ରାଣୀ ସଂରକ୍ଷଣର ଆବଶ୍ୟକତା ଏବଂ ବନ୍ୟଜୀବଙ୍କ ସୁରକ୍ଷା ଦିଗରେ ଛାତ୍ରଛାତ୍ରୀ ଓ ଜନ ସାଧାରଣଙ୍କ ଭୂମିକା ସମ୍ପର୍କରେ ଅତିଥିବୃନ୍ଦ ଆଲୋଚନା କରିଥିଲେ। ବନ୍ୟପ୍ରାଣୀ ସପ୍ତାହ ଉପଲକ୍ଷେ ଆୟୋଜିତ କୁଇଜ୍ ପ୍ରତିଯୋଗିତାରେ ଛାତ୍ର ଆୟୁଷ ସାହୁ ପ୍ରଥମ,ଛାତ୍ରୀ ସୁପ୍ରିୟା ନାଏକ ଦ୍ୱିତୀୟ ଓ

ପୂର୍ଣ୍ଣିମା ସା ତୃତୀୟ ସ୍ଥାନ ଅଧିକାର କରିଥିଲେ।ସମସ୍ତ କୃତୀ ପ୍ରତିଯୋଗୀଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ ଅର୍ଚ୍ଚନା ପ୍ରଧାନ,ପଦ୍ମିନୀ ବିଶ୍ୱାଳ,ଶୀଲା ଭୋଇ,ସଂଯୁକ୍ତା ପ୍ରଧାନ,ଜ୍ୟୋତିର୍ମୟୀ ସାହୁ, ଅଞ୍ଜଳି ଗଣିତ,ଶିକ୍ଷକ ପ୍ରମୋଦ ପଟେଲ ଓ ଇକୋ କ୍ଲବ୍ ଛାତ୍ରଛାତ୍ରୀ ସକ୍ରିୟ ଅଂଶଗ୍ରହଣ କରିଥିଲେ।ଶିକ୍ଷକ ଅଗସ୍ତି ପ୍ରଧାନ ସଭା ସଂଯୋଜନା କରିଥିବା ବେଳେ ଶିକ୍ଷୟିତ୍ରୀ ମମତା ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like