-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

10-Oct-2026



ବଲାଙ୍ଗୀର(ପ୍ରେରଣା ଖବର)ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶ ଅନୁସାରେ ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବଲାଙ୍ଗୀର ଅଧ୍ୟକ୍ଷ ତଥା ଜିଲ୍ଲା ଜଜ୍ ହିରଣ୍ମୟ ବିଶୋଇ ଙ୍କ ଅନୁମତି କ୍ରମେ ବଲାଙ୍ଗୀର ଆଶ୍ରା ମାନସିକ ଭିନ୍ନକ୍ଷମ ସ୍କୁଲ ଠାରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇସାରିଛି। ଏହି କାର୍ଯ୍ୟକ୍ରମରେ ସ୍ପେସିଆଲ ଜଜ୍ ଭିଜିଲାନ୍ସ ବେଣୁଧର ପାତ୍ର,ବଲାଙ୍ଗୀର ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ପବିତ୍ରାନନ୍ଦ ପ୍ରଧାନ, ଜେ.ଏମ.ଏଫ.ସି. ସାଧକ କାରଜି,ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ପୁଷ୍ପାଞ୍ଜଳି ମିଶ୍ର, ବଲାଙ୍ଗୀର ଡି ଏଚ୍ ଏଚ୍ ମନୋଚିକିତ୍ସକ  ଡ଼କ୍ଟର ଅନିଲ ନାୟକ ଏବଂ ସମ୍ପାଦକ ଆଶ୍ରା ଅନୁଷ୍ଠାନ ଆଦି ଯୋଗ ଦେଇଥିଲେ। ଏହି ଶିବିରରେ ଶ୍ରୀଯୁକ୍ତ ପାତ୍ର ମାନସିକ ସ୍ୱାସ୍ଥ୍ୟ ସମ୍ପର୍କରେ ଜନସଚେତନତା ସୃଷ୍ଟି ଓ ମାନସିକ ରୋଗ ପ୍ରତି ସମାଜରେ ରହିଥିବା ଭ୍ରାନ୍ତ ଧାରଣା ଦୂର କରିବା ପାଇଁ ଆହ୍ୱାନ କରିଥିଲେ। ସଚିବ ଶ୍ରୀଯୁକ୍ତ ପ୍ରଧାନ ମାନସିକ ସ୍ୱାସ୍ଥ୍ୟ ଶାରୀରିକ ସ୍ୱାସ୍ଥ୍ୟ ପରି ଗୁରୁତ୍ୱପୂର୍ଣ୍ଣ ବୋଲି ମତପ୍ରକାଶ କରିଥିଲେ। ଏଥିସହିତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସହଯୋଗ ରେ କିଭଳି ମାଗଣା ଆଇନ ସେବା ପାଇବା ତାହା ଉପରେ ଗୁରୁତ୍ୱାରୋପ କରିଥିଲେ। ଶ୍ରୀଯୁକ୍ତ କାରଜି ମାନସିକ ଚାପ, ଅବସାଦ, ଚିନ୍ତା ଓ ଅନ୍ୟାନ୍ୟ ମାନସିକ ସମସ୍ୟାରେ ପୀଡ଼ିତ ବ୍ୟକ୍ତିଙ୍କୁ ଅବହେଳା ନକରି ସେମାନଙ୍କ ପ୍ରତି ସହାନୁଭୂତି, ସହଯୋଗ ଓ ସମର୍ଥନ ପ୍ରଦାନ କରିବା ଉପରେ ଗୁରୁତ୍ୱ ଦେଇଥିଲେ। ଶ୍ରୀମତୀ ମିଶ୍ର ଆବଶ୍ୟକ ସ୍ଥଳେ ମାନସିକ ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ପରାମର୍ଶ ନେବା, ନିୟମିତ ଯୋଗ ଓ ବ୍ୟାୟାମକରିବା ତଥା ସୁସ୍ଥ ଜୀବନଶୈଳୀ ଅବଲମ୍ବନ କରିବାକୁ ପରାମର୍ଶ ଦେଇଥିଲେ। ମନୋଚିକିତ୍ସକ ଡ଼କ୍ଟର ନାୟକ ମାନସିକ ସ୍ୱାସ୍ଥ୍ୟ ସୁରକ୍ଷା ଏକ ସାମୂହିକ ଦାୟିତ୍ୱ ଏବଂ ପ୍ରତ୍ୟେକ ବ୍ୟକ୍ତି ସମ୍ମାନ, ସହାନୁଭୂତି ଓ ସହଯୋଗ ପାଇବାର ଅଧିକାରୀ ବୋଲି ମତ ପ୍ରକାଶ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like