-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,

11-Oct-2026



ବରପାଲି - (ସୁଦାମ ଦୀପ)
ବରଗଡ ଜିଲ୍ଲା ବରପାଲି ଥାନା ଅନ୍ତର୍ଗତ କତୁରକଟା ନିକଟରେ ବରପାଲି ରୁ ବଳିଟିକ୍ରା  ବୁରୋମୁଣ୍ଡା ରାସ୍ତା ରେ ଆଜି ସନ୍ଧ୍ୟାରେ ଦୁଇଟି ବାଇକ୍ ର ମୁହାଁ ମୁହିଁ ଧକ୍କାରେ ଅଭିମନ୍ୟୁ (୩୦) ନାମକ ଜଣେ ଯୁବକ ମୃତ୍ୟୁ ଘଟିଛି l ମୃତ ଅଭିମନ୍ୟୁ ଡୁଙ୍ଗୁରିପାଲି ବ୍ଲକର କନ୍ଧୁମୁଣ୍ଡା ଗ୍ରାମର ବାସିନ୍ଦା ବୋଲି ଜଣାପଡିଛି l ସେ କତୁରକଟା ରେ ନିଜ ଶ୍ଵଶୁର ଘରେ ରହି ଦିନ ମୁଜୁରିଆ ଭାବେ କାମ କରି ପରିବାରର ଜୀବିକା ନିର୍ବାହ କରୁଥିଲେ l ସୂଚନା ମତେ ଅଭିମନ୍ୟୁ  ବଳିଟିକ୍ରା ପଟରୁ ବାଇକ୍ ଯୋଗେ ଆସୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଅନ୍ୟ ବାଇକ୍ ସହ ତାଙ୍କ ବାଇକ୍ ର ଧକ୍କା ହୋଇଥିଲା l ଦୁର୍ଘଟଣା ପରେ ଅନ୍ୟ ବାଇକ୍ ଆରୋହୀ ଅଭିମନ୍ୟୁଙ୍କ ବାଇକ୍ ନେଇ ଫେରାର ହୋଇଯାଇଥିବା ଜଣାପଡ଼ିଛି l ବିଜୟପଲ୍ଲୀ ଫାଣ୍ଡି ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ତଦାରଖ କରିଥିଲେ l ପରେ ଅଭିମନ୍ୟୁଙ୍କୁ ବରପାଲି ଡାକ୍ତରଖାନାକୁ ନିଆଯାଇଥିବା ବେଳେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ l ଏଯାଏ ଦୁର୍ଘଟଣାରେ ସମ୍ପୃକ୍ତ ଅନ୍ୟ ବାଇକ୍ ଆରୋହିଙ୍କ ପରିଚୟ ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ମିଳିପାରି ନାହିଁ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like