-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ

11-Oct-2026



ବଲାଙ୍ଗୀର(ପ୍ରେରଣା ଖବର):ଏ ପୃଥିବୀରେ ପୁସ୍ତକଠୁ ବଳି ଘନିଷ୍ଠ ଓ ବିଶ୍ବସ୍ତ ବନ୍ଧୁ କେହି ନାହିଁ। ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ । ଶିକ୍ଷା କେବଳ ପାଠ୍ୟ ପୁସ୍ତକ ଓ ନିର୍ଦ୍ଦିଷ୍ଟ ବୟସ ଭିତରେ ସୀମିତ ନୁହେଁ, ବିଭିନ୍ନ ବିଷୟକୁ ନେଇ ରଚିତ ନାନାଦି ପୁସ୍ତକ ମଣିଷକୁ ସାରାଜୀବନ ଅସୀମ ଶିକ୍ଷା ଦେଇଥାଏ। ସ୍ଥାନୀୟ ସଂସ୍କୃତି ଭବନ ସଭାକକ୍ଷରେ ବଲାଙ୍ଗୀରର ଅଗ୍ରଣୀ ସାହିତ୍ୟିକ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ 'ରଚନା' ଦ୍ଵାରା ଆୟୋଜିତ "ମୋତେ ପ୍ରଭାବିତ

କରିଥିବା ବହିଟିଏ" ଶୀର୍ଷକ ଆଲୋଚନାଚକ୍ରରେ ଏଭଳି ମତ ପ୍ରକାଶ ପାଇଛି। ଏଥିରେ ଅତିଥି ବକ୍ତା ଭାବରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର, ବିଶିଷ୍ଟ ସାହିତ୍ୟିକ ପ୍ରଦୀପ କୁମାର ମିଶ୍ର, ସୃଜନ ସଳିତା ନବନୀତା ପତ୍ରିକାର ପ୍ରକାଶକ ଓ ସମ୍ପାଦକ ରାଜେଶ ଝାଙ୍କର, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଗବେଷକ ଶୁଭ୍ରାଂଶୁ ବେହେରା, ବୀଣାପାଣି ଶିକ୍ଷା ସୌଧର ଶିକ୍ଷୟିତ୍ରୀ ଶୁଭଶ୍ରୀ ବିଶ୍ୱାଳ, ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀ ସନ୍ଧ୍ୟାରାଣୀ ତ୍ରିପାଠୀ ଯୋଗଦେଇ ନିଜକୁ ପ୍ରଭାବିତ କରିଥିବା ପୁସ୍ତକ ସମ୍ପର୍କରେ କହିବା ସହିତ ପୁସ୍ତକ କିପରି ମଣିଷର ଜୀବନଦର୍ଶନକୁ ପରିବର୍ତ୍ତନ କରେ, ସମାଜରେ ଥିବା କୁସଂସ୍କାର ଓ ଅନ୍ଧବିଶ୍ୱାସକୁ ଦୂର କରିବାରେ ସହାୟକ ହୋଇଥାଏ ସେ ସମ୍ପର୍କରେ ନିଜ ନିଜ ମତ ରଖିଥିଲେ। ସଭା ଆରମ୍ଭରେ ବଲାଙ୍ଗୀର ମାଟିର ବରପୁତ୍ର ବେଦବିଦ୍ୱାନ ବ୍ରଜବିହାରୀଙ୍କ ଜନ୍ମଦିନ

ଅବସରରେ ତାଙ୍କର "ଚିନ୍ତା" ପ୍ରବନ୍ଧ ସଂକଳନରୁ କିଛି ପାଠ କରାଯାଇ ତାଙ୍କୁ ସ୍ମରଣ କରାଯାଇଥିଲା।  କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ 'ରଚନା'ର ସହସମ୍ପାଦକ ରତ୍ନମୟ ତ୍ରିପାଠୀ ଏବଂ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ରଚନାର ବରିଷ୍ଠ ସଦସ୍ୟ ଅଧ୍ୟାପକ ଜୟକୁମାର ଆଚାର୍ଯ୍ୟ। ଏଥିରେ ସହରର ଅନେକ ବୁଦ୍ଧିଜୀବୀ, ପୁସ୍ତକପ୍ରେମୀ, ଜିଲ୍ଲା ପାଠାଗାରର ଛାତ୍ରଛାତ୍ରୀ ଓ ସାହିତ୍ୟିକ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like