-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ

11-Oct-2026



ବଲାଙ୍ଗୀର (ପ୍ରେରଣା ଖବର): ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ♦️ଆଧ୍ୟାତ୍ମିକ ପରିବେଶରେ ଏକାଠି ହେଲେ ଶ୍ରୀକୃଷ୍ଣ ପ୍ରେମୀ
ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ। ଏହି ପର୍ବ ଆମ ସଂସ୍କୃତି, ପରମ୍ପରା ଓ ଭାଇଚାରାର ପ୍ରତୀକ। ନୂଆଁଖାଇର ଏହି ମହାନ ପରମ୍ପରାକୁ ଆଧ୍ୟାତ୍ମିକତା ଓ ଆତ୍ମୀୟତାର ସହ ଯୋଡ଼ି ବଲାଙ୍ଗିର ସହରସ୍ଥିତ ଇସ୍କନ ମନ୍ଦିର ପରିସରରେ ସିଭିଲ ସୋସାଇଟି ପକ୍ଷରୁ ଆୟୋଜିତ ହୋଇଯାଇଛି ନୂଆଁଖାଇ ଭେଟଘାଟ।ବଲାଙ୍ଗିର ଇସ୍କନ ସୋସାଇଟୀ ର ମହାପ୍ରବନ୍ଧକ ଦିନାନାଥ ସଚିପୁତ୍ର ଦାସ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ସୁପରିଚାଳନା ହୋଇଥିଲା।
ପୂର୍ବତନ ଶିକ୍ଷକ ତଥା ସିଭିଲ ସୋସାଇଟିର ଆବାହକ

 ମନୋରଞ୍ଜନ ସାହୁଙ୍କ ଆବାହକତ୍ୱରେ ଆୟୋଜିତ ଏହି ଭେଟଘାଟରେ ଶତାଧିକ ଶ୍ରୀକୃଷ୍ଣ ପ୍ରେମୀ ଯୋଗଦେଇଥିଲେ। ଭକ୍ତିମୟ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଆୟୋଜିତ ଏହି ମହାମିଳନରେ ନୂଆଁଖାଇର ଶୁଭେଚ୍ଛା ବିନିମୟ ସହ ସାମାଜିକ ଏକତା, ସଦ୍‌ଭାବ ଓ ଭାଇଚାରାର ଭାବନା ପ୍ରତିଫଳିତ ହୋଇଥିଲା।
କାର୍ଯ୍ୟକ୍ରମରେ ନିମନ୍ତ୍ରିତ ଅତିଥି ଭାବେ ଡାକ୍ତର ପ୍ରଫେସର ଦତ୍ତେଶ୍ୱର ହୋତା, ସଭାପତି ଇଞ୍ଜିନିୟର ବେଲାର ସିଂ ଭୋଇ, ଧର୍ମବ୍ରତ ରଥ, ନରେନ୍ଦ୍ର ନାଥ ମିଶ୍ର, ସ୍ୱରୂପା ଠାକୁର,ଦିବାକର ହୋତା,ରବିନାରାୟଣ ସାହୁ,ପ୍ରସନ୍ନ ମିଶ୍ର,ମନୋରଞ୍ଜନ ପୁରୋହିତ, ଦୁର୍ବାଦଳ

ମହାକୁର,ଜ୍ଞାନରଞ୍ଜନ ପଣ୍ଡା,ସୁବୋଧ ନାଗ,ସୁବାସ ଶତପଥୀ,ମହେନ୍ଦ୍ର କୁମାର ଦର୍ଜୀ,ରଘୁନନ୍ଦନ ସିଂ,ଡାକ୍ତର ଅଶୋକ ସେଠୀ,ଅରୁଣ କୁମାର ନାଥ,ଦିନେଶ ଦାସ, ବିଶ୍ୱନାଥ ତ୍ରିପାଠୀ, ମନୋଜ ଜୈନ,ପବନ ସୋନି ଓ ଲଲିନ୍ଦ୍ର ବେହେରା ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମକୁ ସକ୍ରିୟ କରିଥିଲେ । ଏହି ଅବସରରେ ସ୍ୱାସ୍ଥ୍ୟ ସେବାରେ ବିଶେଷ ଅବଦାନ ପାଇଁ ଡ. ଦତ୍ତ୍ୱେଶ୍ୱର ହୋତା ଙ୍କୁ ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି ପକ୍ଷରୁ ମୁମେଣ୍ଟେ। ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।
ଶେଷରେ ସିଭିଲ ସୋସାଇଟିର ବରିଷ୍ଠ ସଭ୍ୟ  ମନୋରଞ୍ଜନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।
ନୂଆଁଖାଇର ମହକ ସହ ଶ୍ରୀକୃଷ୍ଣଙ୍କ ଭକ୍ତିଭାବର ଏହି ମିଳନ ସମାଜରେ ଆଧ୍ୟାତ୍ମିକ ଚେତନା, ଆତ୍ମୀୟତା ଓ ସାମାଜିକ ସଦ୍‌ଭାବକୁ ଆହୁରି ସୁଦୃଢ଼ କରିବାର ଏକ ସୁନ୍ଦର ବାର୍ତ୍ତା ଦେଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like