-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ

11-Oct-2026



ଟିଟଲାଗଡ(ପ୍ରେରଣା ଖବର)- ଟିଟିଲାଗଡ ସହରର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ, ସୁସାହିତ୍ୟିକ, ଲେଖକ ଓ କବି ସେବକ ଚରଣ ଦାସଙ୍କ ୫୦ ଖଣ୍ଡ ପୁସ୍ତକ ପ୍ରକାଶନ ଉପଲକ୍ଷେ ଆଜି ସ୍ଥାନୀୟ  ମହାବୀର ପଞ୍ଚାୟତ ଧର୍ମଶାଳାଠାରେ ଏକ ଭବ୍ୟ ସୁବର୍ଣ୍ଣ ଜୟନ୍ତୀ ସମାରୋହ ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି । ଏହି ଅବସରରେ ଆଉ ତିନୋଟି ପୁସ୍ତକ ଉନ୍ମୋଚିତ ହୋଇଥିବାରୁ ସାହିତ୍ୟ ଜଗତରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି।

ଏହି ଭବ୍ୟ ସାରସ୍ୱତ ସମାରୋହରେ ସହର ତଥା ସହର ବାହାରୁ ବହୁ ସାହିତ୍ୟିକ, କବି ଓ ଲେଖକ ଯୋଗଦେଇ ଉତ୍ସବକୁ ଗରିମାମୟ କରିଥିଲେ।

ଏହି ଅବସରରେ ନୂଆ ସକାଳ ପବ୍ଲିକେସନ୍ସ, ଡୁଙ୍ଗୁରିପାଲିରୁ କୁସଲି ଭାଷାରେ ୩୬୫ ଖଣ୍ଡ ପୁସ୍ତକ ପ୍ରକାଶ କରିଥିବା ବିଶିଷ୍ଟ ପ୍ରକାଶକ ତଥା ସାହିତ୍ୟପ୍ରେମୀ ଶ୍ରୀଯୁକ୍ତ ଗୌରାଙ୍ଗ ପାଣ୍ଡେ ମଧ୍ୟ ଉପସ୍ଥିତ ରହି ଟିଟିଲାଗଡ଼ର ଲେଖକ ଓ କବିମାନଙ୍କ ସାହିତ୍ୟ ସାଧନାର ଭୂରିଭୂରି ପ୍ରଶଂସା କରିଥିଲେ।

ସାହିତ୍ୟ ହେଉଛି ସମାଜର ଦର୍ପଣ, ଆଉ ସାହିତ୍ୟ ସାଧନା ହେଉଛି ଏକ ମହାନ ତପସ୍ୟା। ଦୀର୍ଘ ବର୍ଷର ସାଧନା, ଅଧ୍ୟବସାୟ ଓ ସୃଜନଶୀଳତାର ଏହି ଅପୂର୍ବ ଉତ୍ସବରେ ଯୋଗଦେବା ମୋ ପାଇଁ ଏକ ଅପାର ସୌଭାଗ୍ୟ।

ଏହି ସାରସ୍ୱତ ସମାରୋହରେ ମୁଖ୍ୟ ଅତିଥି ଭାବେ ଟିଟିଲାଗଡ ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ମମତା ଦେବୀ ଜୈନ ଯୋଗ ଦେଇ ନିଜକୁ ଧନ୍ୟ ମନେ କରୁଛି ବୋଲି ନିଜ ଉଦବୋଧନରେ କହିଥିଲେ। ତା ସହ ଏପରି ମହାନ ସାହିତ୍ୟିକମାନଙ୍କ ସାନ୍ନିଧ୍ୟ ଓ ସାହିତ୍ୟ ପ୍ରତି ସେମାନଙ୍କର ଅସୀମ ନିଷ୍ଠା ମୋତେ ଅନୁପ୍ରାଣିତ କରିଛି ଏବଂ ସେବକ ଚରଣ ଦାସଙ୍କ ସାହିତ୍ୟ ସାଧନା ଆହୁରି ସମୃଦ୍ଧ ହେଉ, ତାଙ୍କର କଲମରୁ ଅନେକ ମୂଲ୍ୟବାନ ସୃଷ୍ଟି ଜନ୍ମ ନେଉ ଏବଂ ଓଡ଼ିଆ ସାହିତ୍ୟ ଜଗତ ତାଙ୍କର ସୃଜନଶୀଳତାରେ ଆହୁରି ଋଦ୍ଧିମନ୍ତ ହେଉ—ଏହା ହିଁ ମୋର ହୃଦୟଭରା କାମନା।  ସାହିତ୍ୟର ଜୟ ହେଉ, ସାହିତ୍ୟ ସାଧକଙ୍କ ଜୟ ହେଉ ବୋଲି ଶ୍ରୀମତି ଜୈନ କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like