-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*

11-Oct-2026



(ପ୍ରିୟଦର୍ଶିନୀ ପାତ୍ର)
ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ସଂଘ (ଓଷ୍ଟା) ନବରଙ୍ଗପୁର ଜିଲ୍ଲାର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଗତ ୧୦ ଅକ୍ଟୋବରରେ ଶଶିରେଖା ଉଚ୍ଚ ବିଦ୍ୟାଳୟ, ମୋକିଆ ଠାରେ ଅନୁଷ୍ଠିତ ହୋଇଥିଲା।ଜିଲ୍ଲା ସମ୍ପାଦକ ଶ୍ରୀ ମିହିର କାନ୍ତି ଢାଲିଙ୍କ ଆହ୍ୱାନକ୍ରମେ ଜିଲ୍ଲା ସଭାପତି ଶ୍ରୀ ବଂଶୀଧର ଭୂୟାଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମ୍ମିଳନୀରେ ରାଜ୍ୟ କୋଷାଧ୍ୟକ୍ଷ ଅଶୋକ ମହାପାତ୍ର, ଯୁଗ୍ମ ସମ୍ପାଦକ ଆଶୁତୋଷ ରଥ, ରାୟଗଡ଼ା ଜିଲ୍ଲା ସମ୍ପାଦକ ପ୍ରସନ୍ନ ରଥ, ରାଜ୍ୟ ଉପସଭାପତି ଅରୁଣ ବଳ, ଶିକ୍ଷାପ୍ରଦୀପ ସହସମ୍ପାଦକ ସନ୍ତୋଷ ସାହୁ ପ୍ରମୁଖ ଯୋଗ ଦେଇ "ସାମ୍ପ୍ରତିକ ଶିକ୍ଷା ବ୍ୟବସ୍ଥା ଓ ଆମେ" ବିଷୟରେ ଆଲୋଚନା କରିଥିଲେ।
ଏହି ଅବସରରେ ନୂତନ କର୍ମକର୍ତା ଚୟନ କରାଯାଇଥିଲା। ସଭାପତି ଭାବେ ପ୍ରଫୁଲ୍ଲ ଚନ୍ଦ୍ର କର୍କରା, କାର୍ଯ୍ୟକାରୀ ସଭାପତି ଦେବାଶିଷ ନନ୍ଦୀ, ସମ୍ପାଦକ ଭାବେ ମିହିର କାନ୍ତି ଢାଲି ପୁନଃ ମନୋନୀତ ହୋଇଛନ୍ତି। ଅନ୍ୟ କର୍ମକର୍ତ୍ତା ଭାବେ ଶରତ ଗିରି, ପ୍ରଭାତ ନାୟକ, ଗୀତାଞ୍ଜଳି ସାମଲ, ସୁବ୍ରତ ତ୍ରିପାଠୀ, ଅକ୍ଷୟ ଜେନା ଓ ସୁଭଦ୍ରା ବୈରାଗୀ ମନୋନୀତ ହୋଇଛନ୍ତି।
ଶେଷରେ ଆଦର୍ଶ ବିଜ୍ଞାନ ଶିକ୍ଷକ ବଦ୍ରି ନାରାୟଣ ବିଶ୍ୱାଳଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like