-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ

11-Oct-2026



ଆଗଲପୁର, (ବିନୋଦ ଦୀପ) ଆଗଲପୁର ବ୍ଲକ ଅନ୍ତର୍ଗତ ଝରଣିପାଲି ସରକାରୀ ପ୍ରାଥମିକ ବିଦ୍ୟାଳୟ ପ୍ରାଙ୍ଗଣରେ ଚଳିତ ବର୍ଷ ର ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଆୟୋଜିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମ ର ଉଦ୍ଘାଟନୀ ସଭାରେ, ସିଆରସିସି ଶ୍ରୀଅନିରୁଦ୍ଧ ଭୋଇ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ, ଝରଣିପାଲି ଗ୍ରାମପଞ୍ଚାୟତ ସମିତି ସଭ୍ୟ ଶ୍ରୀ ନରେଶ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ ଦେଇ କାର୍ଯ୍ୟକ୍ରମ ର ଶୁଭ ଉଦ୍ଘାଟନ କରି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।ସିଆରସିସି ଙ୍କ ଦ୍ୱାରା ଆଯୋଜିତ ଏହି କାର୍ଯ୍ୟକ୍ରମ ର ସଂଚାଳନ ଶିକ୍ଷକ ପ୍ରମୋଦ କୁମାର ସାହୁ କରିଥିଲେ। ଏହି ସୁରଭି କାର୍ଯ୍ୟକ୍ରମ ରେ କୁଇଜ଼, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, ବକୃତା,ସୃଜନାତ୍ମକ ଲିଖନ, ଶୃତଲିଖନ, ଶିଳ୍ପକଳା, ଚିତ୍ରକଳା,ଗଣିତ ଦୌଡ, ଗଣିତ କୁଇଜ଼, ଗଳ୍ପ କଥନ, ଆଦି ପ୍ରତିଯୋଗିତା ରେ ଝରଣିପାଲି କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟ ରୁ ଏଫ ଏଲ ଏନ ଗ୍ରେଡ, ଜୁନିଅର ଓ ସିନିଅର ବିଭାଗରୁ ପ୍ରାୟ 200ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଶ୍ରୀ ପ୍ରମୋଦ କୁମାର ସାହୁଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଉଦଯାପନୀ ଉତ୍ସବ ରେ ଝରଣିପାଲି ଗ୍ରାମପଞ୍ଚାୟତ ସରପଞ୍ଚ ଶ୍ରୀମତୀ ସୁନିତା ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କୃତି ଛାତ୍ରଛାତ୍ରୀ ଙ୍କୁ ପୁରସ୍କୃତ କରିଥିଲେ। ଝରଣିପାଲି ହାଇସ୍କୁଲ ପ୍ରଧାନ ଶିକ୍ଷକ ମନୋରଞ୍ଜନ ସାହୁ, କେନ୍ଦ୍ର ସ୍କୁଲ ପ୍ରଧାନ ଶିକ୍ଷକ ଶ୍ରୀ ବିକ୍ରମ ପୁଟା, ଝରଣିପାଲି ଉପ୍ରା ବିଦ୍ୟାଳୟ ପ୍ରଧାନଶିକ୍ଷକ ରଞ୍ଜନ କୁମାର ସାହୁ, ବରିଷ୍ଠ ଶିକ୍ଷକ ଗଜିନ୍ଦ୍ର ବାରିକ ଓ କେନ୍ଦୁମୁଣ୍ଡି ଉପ୍ରା ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଝରଣା ଗଡ଼ତ୍ୟା ମଂଚାସୀନ ଥିଲେ,ଶିକ୍ଷକ ମୋହନ ତାଣ୍ଡି ମଞ୍ଚ ସଂଯୋଜନା କରିଥିବା ବେଳେ ଶିକ୍ଷକ ଦୟାନିଧି ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।ସମସ୍ତ ଶିକ୍ଷିକ ଶିକ୍ଷୟିତ୍ରୀ, ସ୍ବେଛାସେବୀ, ସ୍କୁଲ ଏସ ଏମ ସି ଙ୍କ ସହଯୋଗ ରେ ଏହି କାର୍ଯ୍ୟକ୍ରମ ର ସଫଳ ସମାପନ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like