-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ

12-Oct-2026



ଲୋଇସିଂହା ବ୍ଲକ ଅନ୍ତର୍ଗତ ଅଏଲାଁସାରୀସ୍ଥିତ ମାଁ ସାଉଁତେଶ୍ୱରୀ ମୂଳପୀଠଠାରେ ଗତକାଲି ମହାଳୟା ଅମାବାସ୍ୟା ତିଥିରେ ମାଁଙ୍କ ଛତର ଯାତ୍ରା ଅନୁଷ୍ଠିତ ହୋଇଥିଲା। ନୀତି ପରମ୍ପରା ଅନୁସାରେ ମାଁ ସାଉଁତେଶ୍ୱରୀ ଦେବୀ ବୁଢ଼ାରଜା ମନ୍ଦିରକୁ ଯାଇଥିଲେ। ମାଁ ବାଉତୀଙ୍କ ଛତ୍ର ଓ ବରୁଆ ଦେହରେ ବେଲ ଆସି ପହଞ୍ଚିଥିଲେ। ପୀଠାସୀନ ଭୈରବ ବୁଢ଼ାରଜା ନରିହା ବୁଢ଼ା, ଡଙ୍ଗରବୁଢ଼ା ତଥା ଅନ୍ୟାନ୍ୟ ଦେବାଦେବୀ ପୀଠରେ ପୂଜାର୍ଚ୍ଚନା ହେବା ପରେ ପରେ ଚେରେଙ୍ଗାବାହାଲି, କଦଳୀପାଲି, କୁମେରବାହାଲି, ନୂଆଁଡୁଙ୍ଗୁରିପାଲି ଓ ଅଏଲାଁସାରୀ ଗ୍ରାମକୁ ଯାଇ ମାଁ ସାଉଁତେଶ୍ୱରୀ ଦେବୀଙ୍କ ଛତର ପରିକ୍ରମା କରିଥିଲେ। ଘଣ୍ଟଘଣ୍ଟା, ହରିବୋଲ, ହୁଳହୁଳି ଓ ଦୁଲଦୁଲି ବାଦ୍ୟର ପ୍ରତିଧ୍ୱନିରେ ଗଗନପବନ ପ୍ରକମ୍ପିତ ହୋଇଉଠିଥିଲା। ଏହି ଦିନ ପ୍ରଥମ କରି ସାଉଁତେଶ୍ୱରୀ ମହୋତ୍ସବ ଉଦ୍‌ଘାଟିତ ହୋଇଥିଲା। ହଜାର ହଜାର ଭକ୍ତଙ୍କର ସମାଗମ ହୋଇଥିଲା। ଉକ୍ତ ମହୋତ୍ସବକୁ ମୁଖ୍ୟ ଅତିଥି ମାନ୍ୟବର ସ୍ୱାସ୍ଥ୍ୟମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ଉଦ୍‌ଘାଟନ କରି ନିଜ ବକ୍ତବ୍ୟରେ ମାଁଙ୍କ ମଣ୍ଡପ ଓ ଭବ୍ୟ ମନ୍ଦିରର ପୁନରୁଦ୍ଧାର ସକାଶେ ୧୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଏଥିସହ ଗ୍ରାମର ତିନି ଜଣ ଭୂମିହୀନଙ୍କୁ ଡି.୦.୦୪ ଡିସିମିଲ ଲେଖାଏଁ ପଟ୍ଟା ବଣ୍ଟନ କରିଥିଲେ। ସମ୍ମାନିତ ଅତିଥି ଭାବରେ ବଲାଙ୍ଗୀର ଜିଲ୍ଲା ଦେବାଳୟ ଓ ଐତିହ୍ୟ ସୁରକ୍ଷା କମିଟିର ସଭାପତି ଜୟକୃଷ୍ଣ ମିଶ୍ର ଯୋଗ ଦେଇଥିଲେ। ଶ୍ରୀ ମିଶ୍ର ଗ୍ରାମାଞ୍ଚଳରେ ଥିବା ଗ୍ରାମଦେବାଦେବୀଙ୍କ ପୀଠର ପୁନରୁଦ୍ଧାର ସକାଶେ ଗ୍ରାମବାସୀଙ୍କ ଉଦ୍ୟମକୁ ଭୂୟସୀ ପ୍ରଶଂସା କରିଥିଲେ ଏବଂ ପ୍ରତିବର୍ଷ ସରକାରୀ ସହାୟତାରେ କିପରି ମହୋତ୍ସବ ଆୟୋଜନ କରାଯାଇପାରିବ, ସେଥିପାଇଁ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବରେଣ୍ୟ ଅତିଥି ତହସିଲଦାର ଅଶୋକ କୁମାର ମିଶ୍ର, ବିଶ୍ୱଜିତ କୁମାର ନାଥ, ସରପଞ୍ଚ ଶ୍ରୀମତୀ ମଦନା ବେହେରା, ସମିତି ସଭ୍ୟା ଶ୍ରୀମତୀ ସସ୍ମିତା ସାହୁ, ସଭାପତି ଲାଲମନ ବେହେରା, ସମ୍ପାଦକ ସୁବାସ ଚନ୍ଦ୍ର ବିଶ୍ୱାଳ, କୋଷାଧ୍ୟକ୍ଷ ଉମେଶ ପଧାନ ମଞ୍ଚାସୀନ ଥିଲେ। ସଂସ୍କୃତି ଗବେଷକ ଶ୍ରୀ ଉକାଳୁ ସା ମଞ୍ଚ ପରିଚାଳନା କରିଥିଲେ। ସାଂସ୍କୃତିକ

କାର୍ଯ୍ୟକ୍ରମରେ କୁମେରବାହାଲି, ବଲାଙ୍ଗୀର ଆଦର୍ଶପଡ଼ା, ଅଏଲାଁସାରୀ ଗ୍ରାମର ୫ଟି କୀର୍ତ୍ତନ୍ୟ ଦଳ ଓ ଲେଥିପାଲି ଏବଂ ଐଁଲାସାରୀ ସରକାରୀ ଉନ୍ନୀତ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିଜ ନିଜର ପାରମ୍ପରିକ କଳା ପ୍ରଦର୍ଶନ କରିଥିଲେ। ଜୟମନ ବେହେରା, ରାଜେନ୍ଦ୍ର ସା, ପୂଜାକାର୍ଯ୍ୟ ତୁଲାଇଥିଲେ। ଗୁଣନିଧି ଚନ୍ଦନ, ଅନାଦି କାଲସାଏ, ପବିତ୍ର ସା, ବାବୁଲାଲ ବାଗ, ଶଙ୍କର ଚନ୍ଦନ, ପ୍ରମୋଦ ବେହେରା, ଢେକାଲୁ ସା, ସଦାନନ୍ଦ ଦୀପ, ଇନ୍ଦ୍ର ସା ପ୍ରମୁଖ ଆୟୋଜନରେ ସହଯୋଗ କରିଥିଲେ। ଆସନ୍ତା ୧୯ ତାରିଖରେ ଏହି ମହୋତ୍ସବ ଉଦ୍‌ଯାପିତ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like