-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ

12-Oct-2026



ବଲାଙ୍ଗୀର(ପ୍ରେରଣା ଖବର):ବଲାଙ୍ଗୀର ସାଂସ୍କୃତିକ ଅନୁଷ୍ଠାନ ‘ଏକତା’ ପକ୍ଷରୁ ଆୟୋଜିତ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଅକ୍ଟୋବର ୯, ୧୦ ଓ ୧୧ ତାରିଖରେ ମହାସମାରୋହରେ ଅନୁଷ୍ଠିତ ହୋଇ ଉଦ୍‌ଯାପିତ ହୋଇଯାଇଛି । ଏହି ଉତ୍ସବରେ ପଶ୍ଚିମ ଓଡ଼ିଶାର ସମୃଦ୍ଧ ଲୋକକଳା, ଲୋକନୃତ୍ୟ ଓ ଲୋକସଙ୍ଗୀତର ଅପୂର୍ବ ଝଲକ ଦେଖିବାକୁ ମିଳିଥିଲା।

ଉଦ୍‌ଯାପନୀ ସମାରୋହରେ ବ୍ଲକ୍‌ ଅଧ୍ୟକ୍ଷା ଶ୍ରୀମତୀ ସରିତା ବାଗ ମୁଖ୍ୟ ଅତିଥି ଏବଂ ନାରାୟଣ ପ୍ଲେ ସ୍କୁଲର ଅଧ୍ୟକ୍ଷ ଦିବ୍ୟନାରାୟଣ ମିଶ୍ର ମୁଖ୍ୟବକ୍ତା ଭାବେ

ଯୋଗଦେଇଥିଲେ । ଏଥିରେ ମହିଳା ସମିତିର ସଦସ୍ୟାମାନେ ମଧ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ।ତିନିଦିନ ଧରି ଆୟୋଜିତ ଏହି କଳା ଉତ୍ସବରେ ସମ୍ବଲପୁରୀ ଲୋକନୃତ୍ୟ, ଲୋକସଙ୍ଗୀତ ଓ ପାରମ୍ପରିକ ବାଦ୍ୟଯନ୍ତ୍ରର ତାଳେତାଳେ କଳାକାରମାନେ ନିଜର କଳାନୈପୁଣ୍ୟ ପ୍ରଦର୍ଶନ କରିଥିଲେ । ଘୁକା, ଦୁଲଦୁଲି, ବଜନିଆ, ଚୁଟକୁଚୁଟା, ଡାଲଖାଇ ଓ ରସରକେଲି ଭଳି ଆଞ୍ଚଳିକ ଲୋକକଳା ଓ ଲୋକନୃତ୍ୟ ଉତ୍ସବକୁ ଅଧିକ ଆକର୍ଷଣୀୟ କରିଥିଲା। ଏହି ପାରମ୍ପରିକ କଳା ପ୍ରଦର୍ଶନ ଦର୍ଶକଙ୍କ ମନ ମୋହି ଥିଲା।

ଉତ୍ସବର ଦ୍ୱିତୀୟ ଦିନରେ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ଆମ ଲୋକକଳା ଓ ସଂସ୍କୃତି ଆଧାରିତ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଛାତ୍ରଛାତ୍ରୀମାନେ ଏଥିରେ ଉତ୍ସାହର ସହ ଅଂଶଗ୍ରହଣ କରି ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ।

ଉଦ୍‌ଯାପନୀ ସମାରୋହରେ ‘ଏକତା’ ଅନୁଷ୍ଠାନର ସମ୍ପାଦକ ସୁବଳ ମହାକୁର ଧନ୍ୟବାଦ ଅର୍ପଣ କରିଥିଲେ। ଆଞ୍ଚଳିକ ଲୋକକଳା ଓ ସଂସ୍କୃତିର ସଂରକ୍ଷଣ, ପ୍ରଚାରପ୍ରସାର ଏବଂ ନୂତନ ପିଢ଼ି ମଧ୍ୟରେ ଏହା ପ୍ରତି ଆଗ୍ରହ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଆୟୋଜିତ ଏହି ଉତ୍ସବ ସାଂସ୍କୃତିକ ଏକତାର ବାର୍ତ୍ତା ପ୍ରଦାନ କରିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like