-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା

12-Oct-2026



ବରପାଲି : (ସୁଦାମ ଦୀପ)ବରଗଡ଼ ଜିଲ୍ଲା ବରପାଲି ବ୍ଲକ୍ ଅନ୍ତର୍ଗତ ଆଗଲପୁର ସରକାରୀ ଉଚ୍ଚ ବିଦ୍ୟାଳୟକୁ ଯୁକ୍ତଦୁଇ ସ୍ତରକୁ ଉନ୍ନୀତ କରିବା ସହ ଉଚ୍ଚମାଧ୍ୟମିକ ଶିକ୍ଷାନୁଷ୍ଠାନ ଭାବେ ମାନ୍ୟତା ପ୍ରଦାନ କରାଯାଇଛି। ଏହା ଫଳରେ ଆଗଲପୁର ସମେତ ଆଖପାଖ ଅଞ୍ଚଳର ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷା ହାସଲ କରିବାର ସୁଯୋଗ ବୃଦ୍ଧି ପାଇବ।  ଆଗଲପୁର ହାଇସ୍କୁଲକୁ ଯୁକ୍ତଦୁଇ ସ୍ତରକୁ ଉନ୍ନୀତ କରିବା ପାଇଁ ଅଞ୍ଚଳବାସୀ ଦୀର୍ଘଦିନ ଧରି ଦାବି କରିଆସୁଥିଲେ। ଏହି ଦାବିକୁ ନେଇ ସ୍ଥାନୀୟ ଲୋକଙ୍କ ଉଦ୍ୟମ ଓ ନିରନ୍ତର ପ୍ରଚେଷ୍ଟା ଶେଷରେ ସଫଳ ହୋଇଛି । ସୂଚନା ଅନୁଯାୟୀ, ସମ୍ପୃକ୍ତ ସଚିବଙ୍କ ନିର୍ଦ୍ଦେଶକ୍ରମେ ବରଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ ଜିଲ୍ଲାପାଳଙ୍କ ଅନୁମୋଦନ ସହ ଏ ସମ୍ପର୍କିତ ପ୍ରସ୍ତାବ ପଠାଇଥିଲେ। ଏହି ପ୍ରସ୍ତାବକୁ ବିଚାରକୁ ନେଇ କେନ୍ଦ୍ର ଶିକ୍ଷା ବିଭାଗର ପ୍ରକଳ୍ପ ଅନୁମୋଦନ ପରିପ୍ରେକ୍ଷୀରଓଡିଶା ସରକାର ଙ୍କ ପତ୍ର ସଂଖ୍ୟା 7933/Access/26 ତା 21.07.2026 ସରକାରୀ ଉଚ୍ଚ ବିଦ୍ୟାଳୟ ଆଗଲପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ପରିଣତ ହୋଇଥିଲା । ପରବର୍ତ୍ତୀ ସମୟରେ ଓସେପା ନିର୍ଦ୍ଦେଶକ ୨୦୨୬-୨୭ ଶିକ୍ଷାବର୍ଷରୁ ଏହାକୁ କାର୍ଯ୍ୟକାରୀ କରିବା ନେଇ ବିଜ୍ଞପ୍ତି ଜାରି କରିଥିଲେ। ଏଥିସହ ଓସେପାର ଭାରପ୍ରାପ୍ତ ନିର୍ଦ୍ଦେଶକ ଗତ ସେପ୍ଟେମ୍ବର ୫ ତାରିଖରେ ଏହାର କାର୍ଯ୍ୟକାରିତା ନିମନ୍ତେ ବରଗଡ଼ ଜିଲ୍ଲାପାଳଙ୍କୁ ନିର୍ଦେଶ କରିଥିଲେ। ଆଗଲପୁର ହାଇସ୍କୁଲର ଏହି ଉନ୍ନତିକରଣକୁ ନେଇ ଅଞ୍ଚଳବାସୀ ରାଜ୍ୟ ସରକାର ଓ ବିଜେପୁର ବିଧାୟକ ସନତ କୁମାର ଗଡ଼ତିଆଙ୍କୁ କୃତଜ୍ଞତା ଜଣାଇଛନ୍ତି । ଏ ନେଇ  ସ୍ଥାନୀୟ ସରପଞ୍ଚ ରିଙ୍କି ଭୋଇ, ବରପାଲି ବ୍ଲକ ଅଧ୍ୟକ୍ଷା ରୀନା ଥଇତ, ଜିଲ୍ଲା ପରିଷଦ ସଭ୍ୟ ଅନନ୍ତ ସେଠ୍, ତିଳେଇମାଲ ସରପଞ୍ଚ ସରୋଜିନୀ ମିଶ୍ର,  ତିନିକାନୀ ସରପଞ୍ଚ ଲକ୍ଷ୍ମୀ ଧନୁକା, ଚନ୍ଦ୍ରକାନ୍ତି ବାଗ, ଗୋବିନ୍ଦ ଜୁଆଡ଼ି, ବଳରାମ ବିଶ୍ୱାଳ, ସୁକାନ୍ତ ପଧାନ, ଶେଷଦେବ ବିଶ୍ୱାଳ ପ୍ରମୁଖ ଧନ୍ୟବାଦ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like