-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-

12-Oct-2026



(ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ମହାନଦୀ ଯୋଗ ବିହାର ସ୍ଥିତ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ରେ  ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ସୁବର୍ଣ୍ଣପୁର ଶାଖା ଦ୍ୱାରା ବିଶିଷ୍ଟ ସାରସ୍ଵତ ସ୍ରଷ୍ଟା, ବୈଦିକ ବିଦ୍ୱାନ ବ୍ରଜ ବିହାରୀଙ୍କ ର ୧୦୬ତମ ଜୟନ୍ତୀ ସମାରୋହ, ଡକ୍ଟର ସନ୍ତୋଷ କୁମାର ପାଢ଼ୀ ଙ୍କ ଅଧ୍ୟକ୍ଷତାରେ ରେ ଅନୁଷ୍ଠିତ ହୋଇ ଯାଇଛି । ଏହି ଉତ୍ସବ ରେ ମୁଖ୍ୟବକ୍ତା ଭାବେ ଅଧ୍ୟାପକ ସନ୍ଦିପ କୁମାର କଅର, ମୁଖ୍ୟ ଅତିଥି ଡ. ଭବାନୀ ଶଙ୍କର ପଟେଲ , ସ୍ୱତନ୍ତ୍ର ଅତିଥି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଗିରିଜା ଶଙ୍କର ରଥ , ସମ୍ମାନୀତ ଅତିଥି ଭାବରେ ପରିଷଦର ଉପଦେଷ୍ଟା ଶ୍ରୀ ଗୋରେଖନାଥ ସାହୁ ଏବଂ ଡକ୍ଟର ଜ୍ୟୋତିରଞ୍ଜନ ବହିଦାର ଯୋଗ ଦେଇ  ତପସ୍ଵୀ ବ୍ରଜ ବିହାରୀ ଙ୍କର ଜୀବନି ଓ ସାହିତ୍ୟ ଉପରେ ବିସ୍ତୃତ ଭାବରେ ଆଲୋଚ଼ନା କରି, ବ୍ରଜବିହାରୀ ଙ୍କର ଅପ୍ରକାଶିତ ପାଣ୍ଡୁଲିପି କୁ  ପ୍ରକାଶିତ କରିବାସହ ଉଚ୍ଚ ଶିକ୍ଷା ପାଠ୍ୟ ଖସଡ଼ାରେ  ସ୍ଥାନିତ କରିବାପାଇଁ, ମିଳିତ ଭାବେ ପ୍ରଚେଷ୍ଟା କରି  ସରକାରଙ୍କର ଦୃଷ୍ଟି ଆକର୍ଷଣ କରିବା ପାଇଁ ମତପ୍ରକାଶ କରିଥିଲେ । ସଭାରେ ଶ୍ରୀମତୀ ମଞ୍ଜୁଶ୍ରୀ ବାବୁ ସ୍ୱାଗତ ସଙ୍ଗୀତ ଓ ଶ୍ରୀ ଯଜ୍ଞେଶ୍ଵର ପୂଝାରୀ ଉଦ୍ ଯାପନୀ ସଙ୍ଗୀତ ଗାନ କରିଥିଲେ । ସମ୍ପାଦକ କବି ଆର୍ତ୍ତତ୍ରାଣ ବାବୁ ସଭାକୁ  ସଂଯୋଜନା କରିଥିବା ବେଳେ ବ୍ରଜ ବିହାରୀ ଙ୍କ ସହିତ ବିତାଇଥିବା  ସମୟର କିଛି ଅଭୁଲା ସ୍ମୃତିକୁ ମଧ୍ୟ ଉପସ୍ଥାପନ କରିଥିଲେ । ଧନ୍ୟବାଦ ଅର୍ପଣ କରିଥିଲେ ଡକ୍ଟର ଦେବାଶିଷ ପାଣ୍ଡିଆ । ଅଧ୍ୟାପିକା ମୀନା ମାହାଣା ,ଡ. ପ୍ରଫୁଲ୍ଲ କୁମାର ରଥ, ଡ.ଅନିରୁଦ୍ଧ କୁର୍କୁରିଆ, ଡ଼ ଦ୍ୱିତୀକୃଷ୍ଣ ପଣ୍ଡା,  ଜ୍ୟୋତିରଞ୍ଜନ ପଟ୍ଟନାୟକ, ଡସୌରଉ ରଞ୍ଜନ ଖମାରୀ,ଦେବ କିଶୋର ଦାନୀ,ସଚ୍ଚିଦା ନନ୍ଦ ନାୟକ ଯୋଗୀନ୍ଦ୍ର ପଣ୍ଡା, ଦୟାନିଧି ସେଠୀ, ମଦନମୋହନ ଦାନୀ, ଶୁଭେନ୍ଦୁ ମେହେର, ସୁବାସ ଧରୁଆ, ମୃତ୍ୟୁଞ୍ଜୟ ଦାସ, ହିମାଂଶୁ  ପଣ୍ଡା, ପଙ୍କଜ ମେହେର,ବିଭୂତି ଶତପଥି ପ୍ରମୁଖ ସହଯୋଗକରିବା ସହିତ ଆଲୋଚ଼ନାରେ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like