-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି

12-Oct-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବିଜୁ ଜନତା ଦଳ ପକ୍ଷରୁ ଚଳିତ ଅକ୍ଟୋବର ମାସ ୨ତାରିଖ ଗାନ୍ଧୀ ଜୟନ୍ତୀରୁ ମାସେ ବ୍ୟାପୀ ଜନସମ୍ପର୍କ ପଦଯାତ୍ରା ରାଜ୍ୟର କୋଣ ଅନୁକୋଣରେ ଆରମ୍ଭ ହୋଇଛି। ଏହି ପଦଯାତ୍ରା ନଭେମ୍ବର ୨ ତାରିଖ ଯାଏଁ ଚାଲିବ। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଭୁବନେଶ୍ୱର ୫୨ ନମ୍ବର ୱାର୍ଡରୁ ଏହାର ଶୁଭାରମ୍ଭ କରିଛନ୍ତି ।ଏହି ପରିପେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୀରମହାରାଜପୁର,ଉଲୁଣ୍ଡା ଓ ବିନିକା ବ୍ଲକରେ ପଦଯାତ୍ରାକୁ କିପରି ସଫଲ କରାଯିବ ସେନେଇ ଏକ ପ୍ରସ୍ତୁତି ବୈଠକ ଉଲୁଣ୍ଡା ପୌଢ଼ତିକିରା ଠାରେ ସୋମବାର ଅପରାହ୍ନରେ ଅନୁଷ୍ଟିତ ହୋଇଯାଇଛି ।ଏଥିରେ  ବୀରମହାରାଜପୁର ବିଧାନସଭାର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ ।ଏହି ପ୍ରସ୍ତୁତି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଶମ୍ଭୁନାଥ ଖଣ୍ଡଗିରି,ବିନୋଦ ବିହାରୀ ନାଏକ,ସତ୍ୟରଞ୍ଜିତ ମିଶ୍ର,ଦ୍ବାରିକାନାଥ ସାହୁ,ସୋମନାଥ ମିଶ୍ର,ସୁବାସ ଭୋଇଙ୍କ ସମେତ ବହୁ ବିଜେଡି ନେତା ଉପସ୍ଥିତ ରହି ବକ୍ତବ୍ୟ ରଖିଥିଲେ।ସେମାନେ କହିଥିଲେ ଯେ କେନ୍ଦ୍ରର ନୂଆ MMDR (ଖଣି ଓ ଖଣିଜ ସଂଶୋଧନ) ଆଇନ ୨୦୨୬କୁ ବିରୋଧ କରିବା ସହିତ ଏହି ଆଇନ ଦ୍ୱାରା ଓଡ଼ିଶାର ୧ ଲକ୍ଷ କୋଟି ଟଙ୍କାର ବକେୟା ମିଳିବ ନାହିଁ ଓ ରାଜ୍ୟର ଅର୍ଥନୈତିକ ଅଧିକାର ଛଡାଇ ନିଆଯାଇଛି ବୋଲି କହିଥିଲେ ।ସେହିପରି ବିଜେପି ସରକାରର ୨୭ ମାସର ପ୍ରତିଶ୍ରୁତି ପୂରଣ ହୋଇନାହିଁ। ଚାଷୀ,ଯୁବକ,ଛାତ୍ର,ମହିଳା, ଆଦିବାସୀ,ଦଳିତ ସମସ୍ତେ ପ୍ରତାରିତ ହୋଇଛନ୍ତି। ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଓ ମହିଳା ନିର୍ଯାତନା ବଢୁଛି।
 ମେଟ୍ରୋ ପ୍ରକଳ୍ପ ବନ୍ଦ,ରାସ୍ତା ଖରାପ, ପାଠ୍ୟ ପୁସ୍ତକରେ ଭୁଲ, ଭତ୍ତା ଓ ଆବାସ ଯୋଜନାରେ ଅଚଳାବସ୍ଥା। ତେଣୁ ହେବାକୁ ଯାଉଥିବା ଏହି ପଦଯାତ୍ରାରେ ଦଳର କର୍ମୀମାନେ ଘରକୁ ଘର ବୁଲି ଲୋକଙ୍କୁ ସଚେତନ କରିବେ ବୈଠକରେ ନିଷ୍ପତି ନିଆଯାଇଥିଲା ।ପଦଯାତ୍ରା ବେଳେ ଲୋକଙ୍କ ସହିତ ଯୋଡ଼ି ହେବାକୁ ଦଳର ସଂଗଠନକୁ ମଜଭୁତ କରିବାକୁ ଶ୍ରୀ ବେହେରା ଉପସ୍ଥିତ କର୍ମୀ ମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ପ୍ରସ୍ତୁତି ବୈଠକରେ ବୀରମହାରାଜପୁର ବିଧାନ ସଭା କ୍ଷେତ୍ରର ସମସ୍ତ ଗ୍ରାମରୁ ଶତାଧିକ କର୍ମୀ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା