-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*

12-Oct-2026



 

(ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ନିଉଁ ଟାଉନ୍ ହଲ୍ ଠାରେ ବିଗୁଲ ଟିଭି ର ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ ସହ ବିଗୁଲ ପ୍ରଭା ସାପ୍ତାହିକ ଖବର କାଗଜ ର ଉନ୍ମୋଚନ ହୋଇ ଯାଇଛି l ଏହି ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଶ୍ରୀ ମୁକେଶ ମହାଲିଙ୍ଗ, ସମ୍ମାନିତ ଅତିଥି ଭାବରେ ସୋନପୁର ବିଧାୟକ ଶ୍ରୀ ନିରଞ୍ଜନ ପୂଜାରୀ, ବୀର ମହାରାଜ ପୁର ବିଧାୟକ ଶ୍ରୀ ରଘୁ ନାଥ ଜଗଦଲା, କଣ୍ଟାମାଳ ବିଧାୟକ ଶ୍ରୀ କହ୍ନେଇ ଚରଣ ଡ଼ାଙ୍ଗ, ଜିଲ୍ଲା ପରିଷଦ ସଭ୍ୟ ମଧୁ ସୁଦନ ଓତା, ସୋନପୁର ବ୍ଲକ ଅଧ୍ୟକ୍ଷ ଶ୍ରୀ ପ୍ରହଲ୍ଲାଦ ନାଏକ୍, ଉଲୁଣ୍ଡା ବ୍ଲକ ଅଧ୍ୟକ୍ଷl ଶାନ୍ତି ଲତା ମିଶ୍ର, ବୀର ମହାରାଜ ବ୍ଲକ୍ ଉପାଧ୍ୟକ୍ଷ ଶ୍ରୀ ନାରାୟଣ ଲୁହା, ଏ ଡି ଏମ୍ ଓ ଡ଼ା, ଦୁର୍ଗା ଦତ୍ତ ଦାଶ ଯୋଗ ଦେଇ ବିଗୁଲ ଟିଭି ଚ୍ୟାନେଲ ମାଧ୍ୟମ ରେ ଲୋକ ଙ୍କ ପାଖକୁ ସବୁ ଖବର ପହଞ୍ଚି ପାରିଛି ଓ ସମସ୍ୟା ସମାଧାନ ଦିଗରେ ଏହା ଉପରେ ଅସଂଖ୍ୟ ଦର୍ଶକ ଙ୍କ ଆଶା ଭରଷା ରହି ଆସିଛି ବୋଲି ମନ୍ତ୍ରୀ କହିଛନ୍ତି l ସଭା କୁ ଅଭିନାଶ ହୋତା ସଂଯୋଜନା କରିଥିବାବେଳେ ଜୁନିଅର୍ ଫିଲ୍ମ ହିରୋ ଶ୍ରୀୟଂସ ପ୍ରସାଦ ରଥ, ଦେବାଶିଷ୍ ରଥ,  ଯୁବ ଉଦ୍ୟୋଗୀ ମମତା ଦାସ ଓ ବିଭିନ୍ନ ପ୍ରତିଭା ଙ୍କୁ ମନ୍ତ୍ରୀ ଙ୍କ ଦ୍ଵାରା ସମ୍ବର୍ଧିତ କରାଯାଇଥିଲା l ବିଗୁଲ ଟିଭି ଚ୍ୟାନେଲ ର ଅଧ୍ୟକ୍ଷ ସନ୍ତୋଷ ମିଶ୍ର ଙ୍କ ପ୍ରତ୍ୟକ୍ଷ ତତ୍ୱା ବଧାନ ରେ ଅନୁଷ୍ଟିତ ଏହି କାର୍ଯ୍ଯ କ୍ରମ ରେ ରୁମକୁ ଝୁମାନା, ପଏଁରୀ କଳାକାର ଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l ଶେଷରେ ରେମ୍ପ ଶୋ ପ୍ରଦର୍ଶନ କରା ଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା