-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||     

HOME   ଜିଲ୍ଲା

ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ

13-Oct-2026



ଆଗଲପୁର, (ପ୍ରେରଣା ଖବର) ଆଜି ଆଗଲପୁର ବ୍ଲକ୍ ର ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲୁଷ୍ଟର ସ୍ତରୀୟ ସୁରଭି କାର୍ଯକ୍ରମ ବହୁ ଧୁମ୍ ଧାମରେ ପାଳିତ ହୋଇ ଯାଇଛି। ଆଜିର ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ସ୍ଥାନୀୟ ସି ଆର୍ ସି ସି ଶ୍ରୀଯୁକ୍ତ ଚନ୍ଦ୍ରକାନ୍ତ ବେହେରା ଙ୍କ ସଭାପତିତ୍ବରେ ସଭା କାର୍ଯ ଆରମ୍ଭ କରା ଯାଇଥିଲା। ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ଦିଲୀପ ବେହେରା ଓ ଗୁଡ଼ିମୁଣ୍ଡା ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ଶୁକ୍ରୁ ଧାରୁଆ ମଞ୍ଚ ପରିଚାଳନା କରିଥିଲେ। ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଆଗଲପୁର ବିଜ୍ଞାନ ମହା ବିଦ୍ୟାଳୟ ର ଇଂରାଜୀ ଅଧ୍ୟାପକ ଶ୍ରୀ ରାଜେଶ୍ ରାଏ ଯୋଗ ଦେଇଥିଲେ। ଓ ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ଶିବାନୀ ମେହେର ଯୋଗ ଦେଇଥିଲେ। ଛାତ୍ର ସଂସଦ ଙ୍କ ଦ୍ଵାରା ବିଭିନ୍ନ ପ୍ରତିଯୋଗିତା କରା ଯାଇଥିଲା। ପ୍ରତିଯୋଗିତା ରେ ବିଜୟୀ ହୋଇଥିବା ଛାତ୍ର ଛାତ୍ରୀ ଙ୍କୁ ପ୍ରଥମ ଦ୍ଵିତୀୟ ଓ ତୃତୀୟ ପୁରସ୍କାର ଡିଆ ଯାଇଥିଲା। ମାନପତ୍ର ଓ ଟ୍ରଫି ଦେଈ ଛାତ୍ର ଛାତ୍ରୀ ଙ୍କୁ ପୁରସ୍କୃତ କରା ଯାଇଛି।

ଛତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସଙ୍ଗୀତ ଓ ନୃତ୍ତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ବହୁ ସୁନ୍ଦର ଭାବରେ ଛାତ୍ର ଛାତ୍ରୀ ନିଜ ନିଜ ପ୍ରତିଭା ଦେଖାଇଥିଲେ l ଶେଷରେ ଉଦଯାପନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ଆଗଲପୁର ଥାନା ଅଧିକାରୀ ଶ୍ରୀ ସୁମିତ ଫିରୋଜ ଏକ୍କା ଯୋଗ ଦେଇଥିଲେ l ତାଙ୍କ ସହିତ ଆଗଲପୁର ଫାୟାର ଅଧିକାରୀ ଶ୍ରୀ ଲକ୍ଷ୍ମଣ ପଧାନ୍ ମଧ୍ୟ ଯୋଗ ଦେଇଥିଲେ l ମୁଖ୍ୟ ଅତିଥି ମାନେ ଛାତ୍ର ଛାତ୍ରୀ ଙ୍କୁ ପୁରସ୍କାର ବିତରଣ କରିଥିଲେ। କ୍ଲଷ୍ଟ୍ରର ର ସମସ୍ତ ବିଦ୍ୟାଳୟ ର ଶିକ୍ଷକ ଭାବେ ଉପସ୍ଥିତ ରହି ସାହାଯ୍ୟ ଓ ସହଯୋଗ କରିଥିଲେ। କାର୍ଯକ୍ରମ ଶେଷରେ ପ୍ରଧାନ ଶିକ୍ଷକ ଶ୍ରୀ ଦିଲୀପ ବେହେରା ଓ ସୁକ୍ରୁ ଧାରୁଆ ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026

You Might Also Like