-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||     

HOME   ଜିଲ୍ଲା

ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର

13-Oct-2026



ଟିଟିଲାଗଡ(ପ୍ରେରଣା ଖବର)- ଟିଟିଲାଗଡ ସହରର ସିବିଏସ୍ଇ ଅନୁବନ୍ଧିତ  ଓମ୍ ଭ୍ୟାଲି ଶିକ୍ଷାନୁଷ୍ଠାନ ପାଇଁ ଏକ ଗୌରବପୂର୍ଣ୍ଣ ମୂହୁର୍ତ୍ତ ଅଟେ | 
ଶିକ୍ଷାନୁଷ୍ଠାନର ଦଶମ ଶ୍ରେଣୀ  'ଖ ' - ବିଭାଗର ଛାତ୍ର ପ୍ରିତମ ସାହୁଙ୍କୁ  ଭାରତ ବିକାଶ ପରିଷଦ ଦ୍ୱାରା ସର୍ବଶ୍ରେଷ୍ଠ ଛାତ୍ର (ଶିକ୍ଷାବର୍ଷ ୨୦୨୬) ପୁରସ୍କାରରେ ପୁରସ୍କୃତ କରାଯାଇଛି | ଏହି ପୁରସ୍କାର ତାଙ୍କୁ ଉତ୍ତମ ଶିକ୍ଷା ,ଉତ୍ତମ ଚରିତ୍ର , ଅନୁଶାସନ , ଶାନ୍ତିଶୃଙ୍ଖଳା  ପାଇଁ ପ୍ରଦାନ କରାଯାଇଛି । ସେହିପରି ଓମ ଭ୍ୟାଲି ସ୍କୁଲର ଶିକ୍ଷୟିତ୍ରୀ ଏ. ଶୈଳଜାଙ୍କୁ ତାଙ୍କର ଉତ୍ତମଶିକ୍ଷାଦାନ ,ଅନୁଷ୍ଠାନ ପାଇଁ ନିଜକୁ ପ୍ରତ୍ୟେକ କାର୍ଯ୍ୟରେ ଉତ୍ସର୍ଗ ଓ ସେବା  ମନୋଭାବ ପାଇଁ ଶ୍ରେଷ୍ଠ ଶିକ୍ଷୟିତ୍ରୀ ସମ୍ମାନରେ ଭାରତ ବିକାଶ ପରିଷଦ ଦ୍ବାରା ସମ୍ମାନିତ କରାଯାଇଛି।
ଏହା ସ୍ପଷ୍ଟ   ଏବଂ  ପ୍ରତିପାଦିତ  ଯେ ଓମ୍ ଭ୍ୟାଲି ଶିକ୍ଷାନୁଷ୍ଠାନ   ବିଦ୍ୟାର୍ଥୀ ମାନଙ୍କୁ ଉନ୍ନତ  ମାନର ଶିକ୍ଷା ପ୍ରଦାନ ସହିତ ଶୀକ୍ଷାର୍ଥୀମାନଙ୍କର ସାମଗ୍ରିକ ବିକାଶ ପାଇଁ ସର୍ବଦା ଚେଷ୍ଟିତ  | ଏହା  ତା'ର  ଜ୍ଜ୍ବଳନ୍ତ ଉଦାହରଣ ଅଟେ | ବିଦ୍ୟାଳୟର  ପ୍ରତିଷ୍ଠାତା ଲାୟନ୍ ଶ୍ରୀ ଦୀପକ୍ କୁମାର ସାହୁ , ପରିଚାଳନା ନିର୍ଦ୍ଦେଶିକା ଵିଭାରାଜ ଗୁପ୍ତା  , ନିର୍ଦ୍ଦେଶକ ଶଶାଙ୍କ ଶେଖର ସାହୁ ,  ଅନୁଷ୍ଠାନର ସମସ୍ତ  କମିଟି ସଦସ୍ୟ ,  ମୁଖ୍ୟ ଉପଦେଷ୍ଟା
ଡ଼. ରବୀନ୍ ଚନ୍ଦ୍ର   ପରମାଣିକ , ଅଧ୍ୟକ୍ଷ  ' ଏମ୍ ନାଗା ମାଲେଶ୍ଵର ରାଓ  ଙ୍କ ତତ୍ତ୍ବାବଧାନ ଯୋଗୁଁ ଏବଂ  ଅନୁଷ୍ଠାନର  ସମସ୍ତ ଶିକ୍ଷକ  ଶିକ୍ଷୟିତ୍ରୀ ଙ୍କ ଉତ୍ତମ ମାର୍ଗଦର୍ଶନ ପାଇଁ ଛାତ୍ର ଛାତ୍ରୀ ମାନେ ନିରନ୍ତର ଭାବରେ ସଫଳତାର  ଶିଖରକୁ ଛୁଇଁବାରେ ସଫଳ ହେଉଛନ୍ତି । ଏଥିପାଇଁ ଅନୁଷ୍ଠାନରେ  ଆନନ୍ଦର ଲହରୀ ଖେଳିଯାଉଛି |  ପ୍ରିତମ୍ ସାହୁ ଙ୍କୁ ଓମ୍ ଭ୍ୟାଲି ଶିକ୍ଷାନୁଷ୍ଠାନ ପରିବାର ତରଫରୁ ଅନେକ ଅନେକ  ଅଭିନନ୍ଦନ ସହ ତାଙ୍କର  ଉଜ୍ଜ୍ବଳ ଭବିଷ୍ୟତ କାମନା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026

You Might Also Like