-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ

13-Oct-2026



ଟିଟିଲାଗଡ(ପ୍ରେରଣା ଖବର)-  ଟିଟିଲାଗଡ଼ ସହରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଓମ୍‌ ଭ୍ୟାଲିରେ ନ୍ୟାସନାଲ କ୍ୟାଡେଟ୍ କୋରର ଏକ ସ୍ଵତନ୍ତ୍ର ପ୍ରଶିକ୍ଷଣ ଶିବିର ଗ୍ରୁପ କମାଣ୍ଡର ସମ୍ବଲପୁର କର୍ଣ୍ଣେଲ୍ ପ୍ରସାଦ କଦମଙ୍କ ନେତୃତ୍ୱରେ ୦୨/୧୦/୨୦୨୬ ଠାରୁ ଆରମ୍ଭ ହୋଇ କାର୍ଯ୍ୟକ୍ରମଟି ୧୧/୧୦/୨୦୨୬   ସମାପ୍ତି ହୋଇଯାଇଛି । ଯେଉଁଥିରେ ୧୧ ତମ ଓଡ଼ିଶା ବାଟାଲିୟନ ବଲାଙ୍ଗୀର ପକ୍ଷରୁ  କ୍ୟାଡେଟ୍‌ମାନଙ୍କୁ ଉଚ୍ଚସ୍ତରୀୟ ମିଲିଟାରୀ ପ୍ରଶିକ୍ଷଣ ଦିଆଯାଇଥିଲା। ଶିକ୍ଷାନୁଷ୍ଠାନର ସିଟିଓ ବିଶ୍ୱାମିତ୍ର ତାଣ୍ଡି,  ଏନସିସି ଶିକ୍ଷୟିତ୍ରୀ ଲିପ୍‌ସା ରାଣୀ ବାଗଙ୍କ ଯୋଗାଯୋଗରେ ଏହି  ଐତିହାସିକ ଶିବିରର ଆୟୋଜନ କରି ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନ ଆଉ ଥରେ ଶୃଙ୍ଖଳା ଏବଂ ଦେଶସେବା କ୍ଷେତ୍ରରେ ନିଜର ଅଗ୍ରଣୀ ଭୂମିକା ପ୍ରମାଣିତ କରିଛି। ଏହି ପ୍ରଶିକ୍ଷଣ ଶିବିରରେ ୧୦ ଟି ଜିଲ୍ଲାର ପ୍ରାୟ ୪୦୦ ଶହରୁ ଉର୍ଦ୍ଧ୍ବ କ୍ୟାଡ଼େଟ ଅଂଶଗ୍ରହଣ କରିଥିଲେ  ।ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ଏହି ବୃହତ୍ ଶିବିର ପାଇଁ ଉତ୍କୃଷ୍ଟ ଏବଂ ସୁରକ୍ଷିତ ଭିତ୍ତିଭୂମି ଯୋଗାଇ ଦେଇଥିଲେ, ଯାହା ସେମାନଙ୍କୁ ମାନସିକ ଓ ଶାରୀରିକ ଭାବେ ଶକ୍ତିଶାଳୀ କରି ଦେଶର ଜଣେ ଜଣେ ଦାୟିତ୍ଵବାନ ନାଗରିକ ଭାବେ ଗଢ଼ିତୋଳିବ ।

୧୧ତମ ବାଟାଲିୟନର ଅଭିଜ୍ଞ  ଏନ୍‌.ସି.ସି. ଅଧିକାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କ୍ୟାଡେଟ ମାନଙ୍କୁ ବିଭିନ୍ନ ପ୍ରକାରର କଠିନ ପ୍ରଶିକ୍ଷଣ ଦିଆଯାଇଥିଲା।
ଏହି ଶିବିରକୁ ନେଇ ଓମ୍‌ ଭ୍ୟାଲି ସ୍କୁଲ୍‌ର ଛାତ୍ରଛାତ୍ରୀ ଏବଂ କ୍ୟାଡେଟ୍‌ମାନଙ୍କ ମଧ୍ୟରେ ଅଦ୍ଭୁତପୂର୍ବ ଉତ୍ସାହ ଦେଖିବାକୁ ମିଳିଥିଲା। ସେନାର ପୋଷାକରେ ସଜ୍ଜିତ ଯୁବ କ୍ୟାଡେଟ ମାନେ  ଅତ୍ୟନ୍ତ ସୁନ୍ଦର ଦେଖା ଯାଉଥିଲେ । ଓମ ଭ୍ୟାଲି 
ଶିକ୍ଷାନୁଷ୍ଠାନର ପ୍ରତିଷ୍ଠାତା ଲାୟନ ଦୀପକ କୁମାର ସାହୁ, ମୁଖ୍ୟ ପରାମର୍ଶ ଦାତା ଡ. ରବିନ୍ ଚନ୍ଦ୍ର ପରମାଣିକ, ଅଧ୍ୟକ୍ଷ ଏମ୍ ନାଗା ମାଲେଶ୍ବର ରାଓ ଏବଂ ପରିଚାଳନା କମିଟି ଏହି ଅବସରରେ କହିଛନ୍ତି ଯେ, ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନ ପାଇଁ  ଏହା ଅତ୍ୟନ୍ତ ଗର୍ବର ବିଷୟ । ଆମେ ପିଲାମାନଙ୍କ ମଧ୍ୟରେ ଦେଶପ୍ରେମ ଏବଂ ଶୃଙ୍ଖଳା  ଭାବନାକୁ ସର୍ବଦା ପ୍ରାଥମିକତା ଦେଇଥାଉ ଏବଂ ଆଗକୁ ମଧ୍ୟ ଏଭଳି ସାହସିକ ତଥା ରାଷ୍ଟ୍ରୀୟ କାର୍ଯ୍ୟକ୍ରମର ଆୟୋଜନ ଜାରି ରଖିବୁ ।
ଏହି ଶିବିର କେବଳ କ୍ୟାଡେଟ୍‌ମାନଙ୍କୁ ସେନା ଏବଂ ସରକାରୀ ସେବାରେ କ୍ୟାରିୟର ଗଢ଼ିବା ପାଇଁ ପ୍ରସ୍ତୁତ ନୁହେ ବରଂ ସେମାନଙ୍କ ମଧ୍ୟରେ "ଏକତା ଏବଂ ଶୃଙ୍ଖଳା" ର ଏନ୍‌.ସି.ସି. ମୂଳମନ୍ତ୍ରକୁ ଅଧିକ ମଜବୁତ କରିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like