-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା

13-Oct-2026



ଦ୍ୱିତୀୟ ଦିନରେ କଡ଼ା ଟକ୍କର

ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଠାରେ ଚାଲିଥିବା ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ବ୍ୟାଡମିଣ୍ଟନ,ଫେନ୍ସିଂ,ଥାଙ୍ଗ-ଟା ଓ ବାଳିକା କ୍ରିକେଟ ପ୍ରତିଯୋଗିତାର ଦ୍ୱିତୀୟ ଦିନରେ ବିଭିନ୍ନ ମ୍ୟାଚ୍‌ଗୁଡ଼ିକ ଅତ୍ୟନ୍ତ ରୋମାଞ୍ଚକର ଭାବେ ଅନୁଷ୍ଠିତ ହୋଇଯାଇଛି।​ପି.ଆର. ହାଇସ୍କୁଲ ଇଣ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ ବ୍ୟାଡମିଣ୍ଟନ ପ୍ରତିଯୋଗିତାର ଚାରୋଟି କୋର୍ଟ ରେ ଚାରୋଟି ବର୍ଗରେ ୧୪ ବର୍ଷରୁ କମ ବାଳକ ଓ ବାଳିକା ବିଭାଗ ଓ ୧୭ ବର୍ଷରୁ କମ ବାଳକ ଓ ବାଳିକା ବିଭାଗରେ ସାରା ରାଜ୍ୟରୁ ପ୍ରତିନିଧିତ୍ୱ କରିଥିବା

ଖେଳାଳି ମାନଙ୍କ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା।ଏହି ଟୁର୍ଣ୍ଣାମେଣ୍ଟ ଲିଗ କମ୍ ନକଆଉଟ ଭିତ୍ତିରେ ଅନୁଷ୍ଠିତ ହେଉଅଛି।ତିନିଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚ ରେ ଆଜି ଗୋଟିଏ ବର୍ଗରୁ ୨୦ଟି ଲେଖାଏଁ ଏହିପରି ୮0ଟି ମ୍ୟାଚ ଅନୁଷ୍ଠିତ ହୋଇଥିଲା।ଡ.ରମେଶ ଚନ୍ଦ୍ର ସ୍ୱାଇଁ,ହେମନ୍ତ ପ୍ରଧାନ ଙ୍କ ସମେତ ରାଜ୍ୟ ରୁ ଆସିଥିବା ୨0ଜଣ ଅଫିସିଆଲ ଏହି ଖେଳ କୁ ପରିଚାଳନା କରୁଛନ୍ତି।ସେହିପରି ଟାଉନ୍ ହାଇସ୍କୁଲ ପଡ଼ିଆରେ ଖେଳାଯାଇଥିବା ୧୭ ବର୍ଷରୁ କମ୍ ବାଳିକା କ୍ରିକେଟରେ ଭୁବନେଶ୍ୱର,ସୁନ୍ଦରଗଡ଼, ବଲାଙ୍ଗୀର,ନୂଆପଡା ଦଳ ବିଜୟୀ ହୋଇଥିବା ବେଳେ ସେହିପରି ମିଶନ ପଡ଼ିଆ ଠାରେ ହୋଇଥିବା ଖେଳରେ କେନ୍ଦୁଝର, କଟକ, ପୁରୀ, ମୟୂରଭଞ୍ଜ ଦଳ ବିଜୟୀ ହୋଇଛନ୍ତି।​ଅନ୍ୟପଟେ ପି.ଆର. ହାଇସ୍କୁଲ ପରିସରରେ ଫେନ୍ସିଂରେ ୧୭ ବର୍ଷରୁ କମ୍ ବାଳକ ବିଭାଗରେ ବଲାଙ୍ଗୀରର ଗଡ଼ତିଆ,ସୌମ୍ୟ ପ୍ରଧାନ,ଆକାଶ ପ୍ରଧାନ ଓ ଭୁବନେଶ୍ୱରର ପ୍ରମଜିତ ଭେସ୍ରା ଓ ସତର ବର୍ଷରୁ କମ ବାଳିକା ବିଭାଗର ଝରଣା ସେଠ,ଖୁସି ବରାଡ,ଲିନା ସେଠ,ମୁସ୍କାନ ନାଗ ମେଡାଲ ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି ସେହିପରି ଥାଙ୍ଗ-ଟା ପ୍ରତିଯୋଗିତାରେ ବିଭିନ୍ନ ଜିଲ୍ଲାର ପ୍ରତିଯୋଗୀ ମାନେ ନିଜ ନିଜର କ୍ରୀଡ଼ା କୌଶଳ ପ୍ରଦର୍ଶନ କରି ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି।ଆଜିର ଥାଙ୍ଗ-ଟା ମ୍ୟାଚ ଆବାହକ ଭାବେ ବୌଦ୍ଧ ଡ଼ିପିଇଓ ଆନନ୍ଦ ବେହେରା,ଡ଼. ଜ୍ଞାନ ରଞ୍ଜନ ମହାନ୍ତି,ବ୍ୟାସଦେବ ପାତ୍ର,ମନୋଜ ଖୁସୱାନା, ଫେନସିଂ ଅଫିସିଆଲ୍ ଭାବେ କରିସ୍ମା ରାଉତ,ସୁକାନ୍ତ ସେଠ,ରୋଶନ ସାହୁ,ଅନ୍ଵେଷା ରାଉତ,ବୁଦ୍ଧିରାଜ ବିଶ୍ୱାଳ, ପୁରନ୍ଦର ସେଠ, ସତ୍ୟନାରାୟଣ ପଟେଲ,ସସ୍ମିତା ଗଡ଼ତିଆ,ସ୍ୱପ୍ନା ସେଠ,ବିନୋଦ ମହାପାତ୍ର, ଶୁଭେନ୍ଦ୍ର ମହାନ୍ତି(ଟୁକୁ),ଜିତୁ

ନାଏକ କ୍ରିକେଟ ଅଫିସିଆଲ ଭାବେ ମୋଜେସ ବେହେରା, ରାଜେନ୍ଦ୍ର ସେଠ,ଜ୍ୟୋତି କମଲ, ଶରତ ଚନ୍ଦ୍ର ସାହୁ,ଗଜନୀ ଶ୍ରୀନିବାସନ,ରଜତ ଦାସ, ସୁରେସ୍ୱର ପ୍ରଧାନ,ମିଳନ ଓଝା, ସ୍ୱରାଜ ଚୌଧୁରୀ,ବୀରେନ୍ଦ୍ର ବେହେରା,ଆକାଶ ସାହୁ,ଦିଲୀପ ବେହେରା,ସୁରେଶ ଭୂୟାଁ,ଶାନ୍ତନୁ ରାଉତ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଖେଳ ପରିଚାଳନା କରିଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ ଶେଖର ମିଶ୍ର,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରବୀର କୁମାର ପଣ୍ଡା,ରୀନା କୁମାରୀ ବେହେରା,ସେବାଶ୍ରୀ ଭୋଇ,ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ପ୍ରଦୀପ ପାତ୍ର,ସମଗ୍ର ପ୍ରତିଯୋଗିତାର ପର୍ଯ୍ୟବେକ୍ଷକ ଭାବେ ଓଏସଏସଏ ପ୍ରଦୀପ କୁମାର ନାଗ ପ୍ରମୁଖ ତଦାରଖ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like