-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ

13-Oct-2026



ବଲାଙ୍ଗୀର (ପ୍ରେରଣା ଖବର): ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ବଲାଙ୍ଗୀର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଦର ବ୍ଲକ୍ ଅଧିନସ୍ଥ ବିଭିନ୍ନ ଏସ ଏଚ ଜି , ସ୍କୁଲର ଛାତ୍ରଛାତ୍ରୀ ମାନେ ରଙ୍ଗୋଲି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଏଥି ସହିତ ବଲାଙ୍ଗୀର ସଦର ବ୍ଲକ ଅନ୍ତର୍ଗତ ସମସ୍ତ ସମବାୟ ସମିତିର କର୍ମଚାରୀ ଓ ସଦସ୍ୟ ଏବଂ ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ । ରଙ୍ଗୋଲି ପ୍ରତିଯୋଗିତା  ପରେ ଅନୁଷ୍ଠିତ  ସଭାରେ ବଲାଙ୍ଗୀର ସଦର ବ୍ଲକ ର ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରୀତମ କୁମାର ତନ୍ତୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କୃତୀପ୍ରତିଯୋଗୀ ମାନଙ୍କୁ ମାନପତ୍ର ସହ ବିଜୟ ଅର୍ଥରାଶି ଓ ଟ୍ରଫି ପୁରସ୍କୃତ କରିଥିଲେ । ରଙ୍ଗୋଲି ପ୍ରତିଯୋଗିତାରେ ସେଞ୍ଚୁରିଆନ୍ ବିଶ୍ୱବିଦ୍ୟାଳୟର ବି

ବି ଏସ ସି ନର୍ସିଂ ର ଅଙ୍କିତ ପ୍ରଧାନ ଓ ଗ୍ରୁପ୍ ପ୍ରଥମ ସ୍ଥାନ ହାସଲ କରିଥିଲେ ଓ ପୁରସ୍କୃତ ହୋଇଥିଲେ । ଦ୍ବିତୀୟ ସ୍ଥାନ ଅଧିକାର କରିଥିଲେ ସ୍କୁଲ୍ ଅଫ୍ ନର୍ସିଂ ସେଞ୍ଚୁରିଆନ୍ ର ଜି ଏନ୍ ଏମ୍ ର ସୁନନ୍ଦା ଓ ସାଥୀ । ତୃତୀୟ ସ୍ଥାନ ଅଧିକାର କରିଥିଲେ ଜୟ ବଜରଙ୍ଗୀ ଏସ ଏଚ ଜି ଖୁଜେନପାଲି ର ସଦସ୍ୟ ମାନେ । ସଭାରେ ଅନ୍ୟତମ ଅତିଥି ଭାବେ ବଲାଙ୍ଗୀର ସହକାରୀ ନିବନ୍ଧକ ଯାଜ୍ଞସେନି ସେଠୀ ଓ  ଅରୂପାନନ୍ଦ ପଣ୍ଡା ମଞ୍ଚାସୀନ ଥିଲେ। ଚୁଡ଼ାପାଲି ସମବାୟ ସମିତି ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଗୋପବନ୍ଧୁ ସାହୁ ମଞ୍ଚ ପରିଚାଳନା କରିଥିଲେ ।  କୁଡ଼ାସିଂହା ସମବାୟ ସମିତି ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଆଶିଷ କୁମାର ସାହୁ  ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like