-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି

13-Oct-2026



ବଲାଙ୍ଗୀର (ପ୍ରେରଣା ଖବର): ଲୋକଙ୍କୁ ଦ୍ୱାରଦେଶରେ ନ୍ୟାୟ ପ୍ରଦାନ ତଥା ସାଧାରଣ ଲୋକଙ୍କ ସୁବିଧା ପାଇଁ ସରକାର ବିଭିନ୍ନ ସ୍ଥାନରେ କୋର୍ଟ, କଚେରି ଓ ତହସିଲ ଅଫିସ ମାନ ସ୍ଥାପନ କରିଛନ୍ତି । କିନ୍ତୁ ଏହି ତହସିଲ ଗୁଡ଼ିକ ବର୍ତ୍ତମାନ ଲୋକଙ୍କ ସୁବିଧା ପରିବର୍ତ୍ତେ ଅନେକ ଅସୁବିଧାର କାରଣ ପାଲଟିଛି । ଦୀପତଳ ଅନ୍ଧାର ଭଳି ବଲାଙ୍ଗୀର କଲେକ୍ଟ୍ଏଟ  ପରିସରରେ ଥିବା ବଲାଙ୍ଗୀର ତହସିଲ ଅଫିସ ଳକୁ ଉଦାହରଣ ହିସାବରେ ନିଆଯାଇପାରେ । ଏହି ତହସିଲ ଉପରେ ନିର୍ଭର କରୁଥିବା ଲୋକେ ବିଭିନ୍ନ ପ୍ରମାଣ ପତ୍ର, ମିଉଟେସନ,  ଜମିଜମା ସଂକ୍ରାନ୍ତୀୟ ବିଭିନ୍ନ ନକଲ ପାଇବା ପାଇଁ ନାନା ହଇରାଣ ହେଉଛନ୍ତି । ଏଠାରେ ଥିବା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ୍ ଙ୍କ ଅଫିସ୍ ବର୍ତ୍ତମାନ ଉପଜିଲ୍ଲାପାଳଙ୍କ ଅଫିସକୁ ସ୍ଥାନାନ୍ତର ହେଲା ପରେ ଓକିଲମାନଙ୍କୁ କୋର୍ଟରୁ ସେଠାକୁ  ଅଯଥାରେ ଧାଁ ଦୌଡ଼ କରିବାରେ ସମୟ ଅପଚୟ ସହ ନାନା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି । ଡିଷ୍ଟ୍ରିକ୍ଟ ରେକର୍ଡ ରୁମରେ କପି  ଓ ମ୍ୟୁଟେସନ ପାଇଁ ଆବେଦନ କରିଥିବା ଓକିଲମାନଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡ଼ୁଛି । ସବ୍ କଲେକ୍ଟର ରେକର୍ଡ ରୁମ ଥିଲେବି ନଥିଲା ପରି । ତେଣୁ ଏସବୁ ଅବ୍ୟବସ୍ଥାକୁ ନେଇ  ଓକିଲମାନଙ୍କ ମଧ୍ୟରେ ଅସନ୍ତୋଷ ଘନେଇବାରେ ଲାଗିଛି । ତେଣୁ ବଲାଙ୍ଗୀର ତହସିଲର ଏପରି ଅଚଳାବସ୍ଥାର ପରିବର୍ତ୍ତନ ନହେଲେ ଆଗାମୀ ଦିନରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ବିରାଟ ଜନଆନ୍ଦୋଳନ ମୁଣ୍ଡ ଟେକିବ ବୋଲି ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ସଭାପତି ବାସୁଦେବ ରଥ ଚେତାବନୀ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like