-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ

14-Oct-2026



ଆଗଲପୁର (ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ନଅଗାଁ-କ କ୍ଲଷ୍ଟର ଅନ୍ତର୍ଗତ ମୁଣ୍ଡାପାଲି ପ୍ରାଥମିକ ବିଦ୍ୟାଳୟ ପରିସରରେ ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଦେବଶିଷ ସାହୁଙ୍କ ଆବାହକତ୍ୱରେ ଅନୁଷ୍ଠିତ ଉଦ୍ ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ

ଶିକ୍ଷା ଅଧିକାରୀ ଶ୍ୟାମ ମେହେର, ମୁଖ୍ୟ ବକ୍ତା ଭାବେ ପୂର୍ବତନ ଏବିଇଓ ରଜନୀକାନ୍ତ ସାହୁ, ପ୍ରଧାନ ଶିକ୍ଷକ ଈଶ୍ୱର ବେହେରା ସଭାପତିତ୍ୱ କରିଥିବା  ବେଳେ ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଏବଇଓ ଅଜିତ କୁମାର ସାହୁ, ଅବସର ପ୍ରାପ୍ତ ଶିକ୍ଷକ ରୂପାଧର ସାହୁ, ହେମନ୍ତ କୁମାର ସାହୁ, ବିଶ୍ୱନାଥ ସାହୁ, ଭରସୁଜ ସିଆରସିସି ରମେଶ ଚନ୍ଦ୍ର ତ୍ରିପାଠୀ, ରୋଥ୍ ସିଆରସିସି ସୁମନ୍ତ ସୁନା, ଲକ୍ଷ୍ମନପାଲି ସିଆରସିସି ସନୋଜ କୁମ୍ଭାର, ଝରଣି ପାଲି ସିଆରସିସି ଅନିରୁଦ୍ଧ ଭୋଇ, ସମିତି ସଭ୍ୟା ବନିତା ନାଏକ, ଶଶିଭୂଷଣ ପଧାନ, ଯାଦବ ଚନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କ ସୃଜନଶୀଳତାର ପ୍ରକୃଷ୍ଟ ମାଧ୍ୟମ ସୁରଭି ବୋଲି ମତବ୍ୟକ୍ତ କରିଥିଲେ ।। ଏଥିରେ ନଅଗାଁ-କ କ୍ଲଷ୍ଟର ର ୯ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ତଥା ନଅଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ୨୦୦ ଜଣ ଛାତ୍ରୀ ଛାତ୍ର ଭାଗ ନେଇଥିଲେ ।ମୋଟ 41ଟି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ପ୍ରଥମ ପୁରସ୍କାର ପ୍ରାପ୍ତ ଛାତ୍ରଛାତ୍ରୀ ଆସନ୍ତା ୧୫ ଓ ୧୬ ଅକ୍ଟୋବର ରେ ବ୍ଲକ୍ ସ୍ତରୀୟ ସୁରଭି ରେ ଭାଗ ନେବେ ।  କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟରୁ ଛାତ୍ରଛାତ୍ରୀ ଯୋଗଦେଇ ସାଂସ୍କୃତିକ କାର୍ଯ୍ୟକ୍ରମ, ଗୀତ, ବକ୍ତୃତା, ଚିତ୍ରାଙ୍କନ, ସୃଜନଶୀଳ ଲିଖନ, କୁଇଜ୍ ପରି ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ । ଉଦ୍ ଜାପନୀ ସଭା ରେ ଶିକ୍ଷକ ପ୍ରଶିକ୍ଷିକା ଚିନ୍ମୟୀ ସାହୁ ଓ ସ୍ୱାଗତିକା ସାହୁ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ରହି ପ୍ରଥମ ତିନୋଟି ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ପ୍ରମାଣ ପତ୍ର ସହ ପୁରସ୍କୃତ କରାଯାଇଥିଲା ।   ରମେଶ ଚନ୍ଦ୍ର ତ୍ରିପାଠୀ, ସନୋଜ କୁମ୍ଭାର, ସୁମନ୍ତ ସୁନା, ପ୍ରଦୀପ କୁମାର ଦେବତା, ବାଲେଷ୍ଟର ମେହେର, ପ୍ରୀୟବର୍ଦ୍ଧନ ସାହୁ, ସନୋଜ କୁମାର ନାଗ, ଭରତ ପଧାନ, ଚିତ୍ତରଞ୍ଜନ ବେହେରା, ଅନନ୍ୟା ପଧାନ, ଆଶା ପଧାନ, ଶମ୍ଭୁନାଥ ସାହୁ, କିଶୋର ଚନ୍ଦ୍ର ବର୍ଗେ, ନରେଶ ଭୁଏ, ସଦାନନ୍ଦ ଭୁଏ, ଅରୁଣ ଦାଶ, କିରେଶ୍ୱର୍ ଦିପ, ଲକ୍ଷ୍ମୀକାନ୍ତ ସାହୁ, ବନବସ ବାଗ, ଶିବ ପ୍ରସାଦ ହୋତା, ପ୍ରମୁଖ ବିଚାରକ ଭାବେ ଦାୟିତ୍ଵ ନେଇଥିଲେ। ଅନିଲ ମହାନନ୍ଦ ମଞ୍ଚ ସଂଯୋଜନା କରିଥିବାବେଳେ ସୁଦୀପ୍ତ ପ୍ରଧାନ ପ୍ରିତିମୟୀ ସାହୁ, ମଞ୍ଜୁଲତା ସାହୁ, ରଶ୍ମିତା ସାହୁ, ପ୍ରମୁଖ

ସହଯୋଗ କରୁଥିଲେ । କ୍ଲଷ୍ଟରର ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ସହଯୋଗ କରିଥିଲେ ଏବଂ ନଅଗାଁ କ, ମୁଣ୍ଡାପାଲି, ଗଣ୍ଡପାଲି, ହଳଦୀ ପଦର୍, ଡୁଡ଼ୁକାମୁଣ୍ଡା, ବାଇଗଣଖାରି , କଣ୍ଠିପାଲି ଆଦି ଆଖ ପାଖ ଗାଁର ଅଭିଭାବକ ମାନଙ୍କର ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା । ଶେଷରେ ସିଆର୍‌ସିସି ଦେବଶିଷ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like