-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)

14-Oct-2026



ବିନିକା(ହିମାଂଶୁ ଶେଖର ପୁଟେଲ)ଆସନ୍ତାକାଲି ଅର୍ଥାତ ଗୁରୁବାର ଛାତ୍ର ସଂସଦ ନିର୍ବାଚନ।ହେଲେ ଆଜି ସକାଳେ କଲେଜ ମୁଖ୍ୟ ଫାଟକ ଗେଟରେ ଧଳା ରଙ୍ଗର କପଡ଼ାରେ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ ଦିଆଯାଇଥିବା ଏକ ପୋଷ୍ଟର ଦେଖିବାକୁ ମିଳିଥିଲା।ଯାହାକି ଏହି ଶୀର୍ଷ କାତର ଘଟଣାକୁ ନେଇ ସାରା ଜିଲ୍ଲାରେ ଆଲୋଡ଼ନ ସୃଷ୍ଟି କରିଥିବା ଜଣାପଡ଼ିଛି ।ସୂଚନା ଯୋଗ୍ୟଜେ ଦୀର୍ଘ ୮ବର୍ଷ ପରେ ସାରା ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଛି। ଏହି ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ସ୍ଥିତ ସିଦ୍ଧାର୍ଥ ଡିଗ୍ରୀ ମହାବିଦ୍ୟାଳୟରେ ମଧ୍ୟ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି।ଆସନ୍ତାକାଲି ଗୁରୁବାର ଛାତ୍ର ସଂସଦ ନିର୍ବାଚନ ଥିବା ବେଳେ ହଠାତ ଆଜି ସକାଳେ ମୁଖ୍ୟ ଫାଟକ ଗେଟରେ ଧଳା ରଙ୍ଗର କପଡ଼ାରେ ପେନ ସାହାଯ୍ୟରେ "ପ୍ରିନ୍ସିପାଲ ଛାତ୍ର ନିର୍ବାଚନରେ ଏକ ନିର୍ଦ୍ଦିଷ୍ଟ ଦଳକୁ ସମର୍ଥନ କରୁଛି। ଏଣୁ ତୁମେ ଛାତ୍ର ସଂସଦ ନିର୍ବାଚନରୁ  ଦୂରେଇ ରୁହ ନହେଲେ ତୁମକୁ ହତ୍ୟା କରାଯିବ ବୋଲି ଧମକ ଦିଆଯାଇଛି" l ଏହି ଶୀର୍ଷ କାତର ଲେଖା ରାସ୍ତାରେ ଯାଆ ଆସ ଲୋକେ ଦେଖିବା ପରେ ଘଟଣା ସ୍ଥଳରେ ବହୁ ଲୋକଙ୍କ ଭିଡ଼ ଜମିଥିଲା।ଅଧ୍ୟକ୍ଷ ମଧ୍ୟ ଆସିଥିଲେ ।ପୋଲିସ ପହଞ୍ଚି ଘଟଣାସ୍ଥଳରୁ ପୋଷ୍ଟରକୁ ଜବତ କରିଛି।ତେବେ କିଏ ଓ କାହିଁକି ଏଭଳି ହତ୍ୟା ଧମକ ଦେଇଛି କାରଣ ଅସ୍ପଷ୍ଟ ରହିଛି ।ପୋଲିସ ପହଞ୍ଚି ପୋଷ୍ଟର ଜବତ କରିଛି।ଘଟଣା ପରେ ମୁଖ୍ୟ ଫାଟକ ସମ୍ମୁଖରେ ପୋଲିସ ଜଗି ରହିଥିଲା ।ଏନେଇ ଅଧ୍ୟକ୍ଷଙ୍କୁ ଯୋଗାଯୋଗ କରିବାରୁ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ନିୟମ ଅନୁଯାୟୀ ନିର୍ବାଚନ ପରିଚାଳନା କରାଯାଉଛି ।କଲେଜରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀ ମାନେ ଶାନ୍ତି ଶୃଙ୍ଖଳା ବଜାୟ ରଖିଛନ୍ତି ଏବଂ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ପ୍ରାର୍ଥୀ ମାନେ ମଧ୍ୟ ଶୃଙ୍ଖଳିତ ଅଛନ୍ତି । ଡ଼ରାଇବା ପାଇଁ ଅଣ ଛାତ୍ରଙ୍କ ଦ୍ଵାରା ଏହି କାମ ହୋଇଥାଇ ପାରେ ବୋଲି ଆଶଙ୍କା କରାଯାଉଛି।ତେବେ ଯାହା ହେଉନା କାହିଁକି ଏହି ଶୀର୍ଷ କାତର ପ୍ରସଙ୍ଗ ଓ ଧମକ ଲେଖା ପୋଷ୍ଟରକୁ ନେଇ ପୋଲିସ ତରଫରୁ ତଦନ୍ତ ଜାରି ରହିଛି।ଅନ୍ୟପଟେ ଛାତ୍ର ସଂସଦ ନିର୍ବାଚନ କିପରି ଶୃଙ୍ଖଳିତ ଭାବେ ହେବ ସେନେଇ ନିର୍ବାଚନ ରଣାଙ୍ଗନରେ ଥିବା ପ୍ରାର୍ଥୀ ଏବଂ କଲେଜ ଷ୍ଟାଫ ମଧ୍ୟରେ ଜରୁରୀ ବୈଠକ ହୋଇଥିବା ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like