-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ 

14-Oct-2026



ବଲାଙ୍ଗିର(ପ୍ରେରଣା ଖବର): ଆସନ୍ତା ତା.୧୬.୧୦.୨୦୨୬ ବଲାଙ୍ଗିର ର ପୁରାତନ ସାଂସ୍କୃତିକ ତଥା ସାମାଜିକ ଅନୁଷ୍ଠାନ ଗାନ୍ଧି ପାଠାଗାର (ପୂଜା ମଣ୍ଡପ)ର ନବନିର୍ମିତ ପୂଜା ମଣ୍ଡପ ର ଉଦ୍‌ଘାଟନୀ ଉତ୍ସବ ପାଳନ କରାଯିବ । ଏହି ପୂଜା ମଣ୍ଡପ ର ଉଦ୍‌ଘାଟନ ଉତ୍ସବରେ ମାନ୍ୟବର ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂଦେଓ ମୁଖ୍ୟ ଅତିିଥି ରୂପେ ଯୋଗଦାନ କରି ନବ ନିର୍ମିତ ପୂଜା ମଣ୍ଡପ କୁ ଉଦ୍‌ଘାଟନ କରିବେ । ଉକ୍ତ ଉତ୍ସବରେ ବଲାଙ୍ଗିର ପୌର ପରିଷଦ ଅଧ୍ୟକ୍ଷା ଲିକା ସାହୁ ଏବଂ କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ ବେହେରା ସମ୍ମାନିତ ଅତିଥି ରୂପେ ଯୋଗଦାନ କରିବେ ବୋଲି ଗାନ୍ଧି ପାଠାଗାର ର ସଭାପତି ପ୍ରକାଶ କୁମାର ନେପାକ ସୂଚନା ଦେଇଛନ୍ତି । ଏହି ନୂତନ ମଣ୍ଡପ ମାନ୍ୟବର ବିଧାୟକ କଳିକେଶ ନାରାୟଣ ସିଂଦେଓ  ଏବଂ ପୌରାଧ୍ୟକ୍ଷା ଲିକା ସାହୁଙ୍କ ଉଦ୍ୟମରେ ଆର୍ଥିକ ସହାୟତା ଦିଆଯାଇ ନୂତନ ମଣ୍ଡପ ନିର୍ମାଣ କାର୍ଯ୍ୟ କରାଯାଇଛି ବୋଲି ସମ୍ପାଦକ ପ୍ରଦୀପ ସାହୁ ତାଙ୍କୁ ଧନ୍ୟବାଦ ଦେଇଛନ୍ତି । ଆସନ୍ତା ତା.୧୬.୧୦.୨୦୨୬ ଦିବା ଘ.୮ ରୁ ପ୍ରତିଷ୍ଠା ପୂଜା, ଦିବା ଘ.୪ ରେ ବିଲ୍ୱବରଣ ଏବଂ ସନ୍ଧ୍ୟା ଘ.୭ ସମୟରେ ନୂତନ ମଣ୍ଡପର ଉଦ୍‌ଘାଟନ କରାଯିବ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ରାତି ଘ.୮ ରୁ ଆରମ୍ଭ ହେବ । ପ୍ରତିଷ୍ଠା ପୂଜାରେ ପାଠାଗାର ସଭାପତି ପ୍ରକାଶ ନେପାକ ଏବଂ ସହଧର୍ମିଣୀ ଭାରତୀ ନେବାକ ତଥା ଉପସଭାପତି ସନ୍ତକ ବହିଦାର ଏବଂ ସହଧର୍ମିଣୀ ମମତାମୟୀ ଦାସ କର୍ତ୍ତା ଓ ଉପକର୍ତ୍ତା ର ଦାୟିତ୍ୱ ସମାପନ କରିବେ । ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମ ପାଇଁ ବିଭିନ୍ନ କମିଟିମାନ ଗଠନ କରାଯାଇଛି । ଅଭ୍ୟର୍ଥନା କମିଟିର ଅଧ୍ୟକ୍ଷ ଭଗବାନ ବଗର୍ତ୍ତି, ବରିଷ୍ଠ ସଭ୍ୟ ସୂର୍ଯ୍ୟ ପୁରୋହିତ, ମୋହିନି ମିଶ୍ର, ସତ୍ୟନାରାୟଣ ବେହେରା, ଅଶୋକ ଚାନ୍ଦ, ହରି ପଣ୍ଡା, ମଧୁ ସୁଦନ ନାୟକ, ଭବାନୀ ଶତପଥି ପ୍ରମୁଖ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିବେ । ଚଳିତ ବର୍ଷ ୫୯ତମ ସାର୍ବଜନୀନ ଦୁର୍ଗା ପୂଜା ୧୬.୧୦.୨୬ ଷଷ୍ଠି ତିଥିରୁ ଆୟୋଜନ କରାଯିବ । ଦୁର୍ଗାପୂଜା କମିଟିର ସଭାପତି ପ୍ରକାଶ କୁମାର ନେପାକ, ଉପସଭାପତି ସନ୍ତକ ବହିଦାର, ସମ୍ପାଦକ ପ୍ରଦୀପ ସାହୁ, କୋଷାଧ୍ୟକ୍ଷ ଜିତେନ୍ଦ୍ର ନାଗ ଦାୟିତ୍ୱ ନେଇ ଥିବା ବେଳେ ରିଆଜ ଖାନ, ହୃଦୟ ରଂଜନ ସାହୁ, ରାଜେନ୍ଦ୍ର ପାଣି, ଦୁର୍ଗା ସାହୁ, ଅବଦୁଲ ରଜାକ୍‌, ସଂଜୟ ଗଡତ୍ୟା, ରାଜେନ୍ଦ୍ର ମିଶ୍ର, ଦାଶରଥି ସାହୁ, ଶୁଶାନ୍ତ ଶ୍ରୀଚନ୍ଦନ, ସଂଗ୍ରାମ ବହିଦାର, ଅଜିତ ପଣ୍ଡା ପ୍ରମୁଖ କାର୍ଯ୍ୟକାରୀ କମିଟି ସଭ୍ୟ ରହିଛନ୍ତି । ଚଳିତ ବର୍ଷ ପୂଜା କର୍ତ୍ତା ରୂପେ ଚିତ୍ତ ରଂଜନ ସାହୁ ଓ ସହ ଧର୍ମିଣୀ ସସ୍ମିତା ସାହୁ ତଥା ଉପକର୍ତ୍ତା ରୂପେ ଦୁର୍ଗା ଚରଣ ସାହୁ ଓ ତାଙ୍କ ଧର୍ମପତ୍ନୀ କାର୍ଯ୍ୟ ତୁଳାଇବେ । ପୂଜା କମିଟିରେ ସ୍ୱସ୍ତିକ ସାଗର ସାହୁ, ସୋମଦେବ ସାହୁ, ମନିଷ ସାହୁ, ସ୍ୱୟଂ ମଟାରୀ ସହଯୋଗ କରିବେ । ଚଳିତ ବର୍ଷ ପଣ୍ଡିତ ଶୁକଦେବ ତ୍ରିପାଠୀ ଓ ସାଥୀ ମା ଙ୍କର ପୂଜା କାର୍ଯ୍ୟ ପାଇଁ ନିୟୋଜିତ ହୋଇଛି ।  ଉକ୍ତ ଉଦ୍‌ଘାଟନୀ ଉତ୍ସବରେ ବଲାଙ୍ଗିର ଜନସାଧାରଣ, ସମସ୍ତ ପୂଜା ମଣ୍ଡପ, କ୍ଲବ ତଥା ଧର୍ମାନୁଷ୍ଠାନ ଯୋଗଦାନ କରିବା ପାଇଁ ଗାନ୍ଧି ପାଠାଗାର ସମ୍ପାଦକ ପ୍ରଦୀପ ସାହୁ ଅନୁରୋଧ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like