-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ

14-Oct-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ପିଏମ ଶ୍ରୀ ପିଆର ହାଇସ୍କୁଲ ପରିସରରେ ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ୧୭ ବର୍ଷରୁ କମ୍ ବାଳକ ଓ ବାଳିକା ଚାମ୍ପିୟାନସିପ୍ ୨୦୨୬ ଉଦଯାପିତ ହୋଇଯାଇଛି।ଏହି ଉଦଯାପନୀ ସମାରୋହରେ ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ ଶେଖର ମିଶ୍ରଙ୍କ ସଭାପତିତତ୍ବରେ ବଲାଙ୍ଗୀର ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ)ପବିତ୍ର ମୋହନ ବେହେରା ମୁଖ୍ୟ

ଅତିଥି ଭାବେ ଯୋଗଦେଇଥିଲେ।ସମ୍ମାନିତ ଅତିଥି ଭାବେ ବଲାଙ୍ଗୀର ପୌରପରିଷଦ ଅଧ୍ୟକ୍ଷା ଲିକା ସାହୁ,ଅବସରପ୍ରାପ୍ତ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ ତଥା ପ୍ରତିଯୋଗିତାର ପର୍ଯ୍ୟବେକ୍ଷକ ପ୍ରଦୀପ କୁମାର ନାଗ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରବୀର କୁମାର ପଣ୍ଡା,ରୀନା କୁମାରୀ ବେହେରା,ସେବାଶ୍ରୀ ଭୋଇ, ଓଡ଼ିଶା ଥାଙ୍ଗ-ଟା ଆସୋସିଏସନର ସଭାପତି ଜ୍ଞାନ ରଞ୍ଜନ ମହାନ୍ତି,ଜିଲ୍ଲା ଫେନ୍ସିଂ ଆସୋସିଏସନର ସାଧାରଣ ସମ୍ପାଦକ ସୁମିତ ରଞ୍ଜନ ପୁରୋହିତ,ସମାଜସେବୀ ଶରଦ କେଜ୍ରିୱାଲ,ବୌଦ୍ଧ ଡିପିଇଓ ଆନନ୍ଦ କୁମାର ବେହେରା, ପିଏମ ଶ୍ରୀ ପି.ଆର. ହାଇସ୍କୁଲର ପ୍ରଧାନଶିକ୍ଷକ ସନ୍ତୋଷିନୀ ସେଠୀ ପ୍ରମୁଖ ଯୋଗଦେଇ କ୍ରୀଡ଼ାବିତମାନଙ୍କୁ ଉତ୍ସାହିତ କରିଥିଲେ।ରାଜ୍ୟ ଶାରୀରିକ ଶିକ୍ଷା ସହକାରୀ ନିର୍ଦ୍ଦେଶକ ଜ୍ୟୋତି ପ୍ରସାଦ ପରିଡ଼ା ଚାମ୍ପିୟାନସିପର ବିବରଣୀ ଉପସ୍ଥାପନ କରିଥିବା ବେଳେ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ପାତ୍ର ସ୍ୱାଗତ ଅଭିଭାଷଣ ରଖିଥିଲେ।କାର୍ଯ୍ୟକ୍ରମ ଶେଷରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରବୀର କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।ଶେଷରେ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପ୍ରମାଣପତ୍ର ସହ ଟ୍ରଫି ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା।ଏହି ପ୍ରତିଯୋଗିତାରୁ ଚୟନ ହୋଇଥିବା ପ୍ରତିଯୋଗୀମାନେ ଜାତୀୟ ସ୍ତରୀୟ ଖେଳରେ ଅଂଶଗ୍ରହଣ କରିବେ ବୋଲି ରାଜ୍ୟ

ଶାରୀରିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ପରିଡ଼ା ସୂଚନା ଦେଇଥିଲେ।ଅନ୍ୟପଟେ କ୍ରିକେଟ ପ୍ରତିଯୋଗିତାରେ ସୁନ୍ଦରଗଡ଼କୁ ହରାଇ କଟକ ସେମିଫାଇନାଲରେ ପ୍ରବେଶ କରିଛି।ସେହିପରି ଅନ୍ୟ ଏକ ରୋମାଞ୍ଚକର ମ୍ୟାଚ୍‌ରେ କେନ୍ଦୁଝରକୁ ପଛରେ ପକାଇ ଭୁବନେଶ୍ୱର ଫାଇନାଲରେ ନିଜ ସ୍ଥାନ ପକ୍କା କରିଛି।ଆସନ୍ତା କାଲି ସକାଳ ୮ ଟାରେ ଟାଉନ ବାଳକ ହାଇସ୍କୁଲ ପଡ଼ିଆରେ କଟକ ଓ ଭୁବନେଶ୍ୱର ମଧ୍ୟରେ ଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହେବ।ଏହାସହ ସ୍ଥାନୀୟ ପି.ଆର. ହାଇସ୍କୁଲ ଇଣ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ ବ୍ୟାଡମିଣ୍ଟନ ପ୍ରତିଯୋଗିତାରେ ଆଜି ୬୯ଟି ମ୍ୟାଚ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like