-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ

14-Oct-2026



ବରପାଲି(ସୁଦାମ ଦୀପ): ବରଗଡ ଜିଲ୍ଲା ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନୀନ ଦୁର୍ଗାପୂଜା କମିଟୀ ତରଫରୁ ଗତ ତା ୧୪.୧୦.୨୦୨୬ ଦିନ ସନ୍ଧ୍ୟାରେ ସ୍ଥାନୀୟ ଦୁର୍ଗା ମଣ୍ଡପ ଠାରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଯାଇଅଛି। ଏହି ସମ୍ମିଳନୀରେ ଚଳିତ  ୨୦୨୬ ବର୍ଷର ଦୁର୍ଗାପୂଜା ମହୋତ୍ସବ ପାଳନ

କରିବାକୁ ଯାଉଛି, ହାରାହାରି ୭ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ପ୍ରସ୍ତାବିତ ବଜେଟ ଲକ୍ଷ୍ଯ ରଖା ଯାଇଛି। ଜଗନ୍ନାଥ ନଗରର ସର୍ବ ସାଧାରଣଙ୍କର ଅକୁଣ୍ଠ ସାହାଯ୍ଯ ସହଯୋଗରେ ଏହି ଯାତ୍ରା ସମ୍ପନ୍ନ ହେବ ଓ ପ୍ରତ୍ୟେକ ଦିନ ଅନ୍ନ ଭୋଗର ବ୍ୟବସ୍ଥା କରା ଯାଇଛି।ଏହି ଦୁର୍ଗା ପୂଜାରେ ପ୍ରତ୍ୟେକ ଦିନ ମନୋରଞ୍ଜନ କାର୍ଯ୍ୟକ୍ରମ ରଖା ଯାଇଛି। ଭଶାଣୀ ଯାତ୍ରାରେ ଆଞ୍ଚଳିକ ଲୋକନୃତ୍ଯକୁ ପ୍ରାଧାନ୍ୟ ଦିଆ ଯାଇଛି।ଚଳିତ ବର୍ଷ ପୂଜାରେ ଓଡିଶାର ସ୍ଵନାମଧେୟ ଅତିଥି,ରାଜନେତା, ପଦାଧିକାରୀ ମାନଙ୍କୁ ନିମନ୍ତ୍ରିତ କରି ଆସିବା ପାଇଁ ସ୍ଵିକାରୋକ୍ତି ପ୍ରକାଶ କରିଛନ୍ତି। ଏହି ପୃଜାରେ ଅତ୍ଯନ୍ତ ଜନ ସମାଗମ ହେବାପାଇଁ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୋଲିସ ଓ

ପ୍ରଶାସନଙ୍କୁ ଅନୁରୋଧ କରା ଯାଇଛି ବୋଲି ସାମ୍ବାଦିକ ସମ୍ମିଳନୀରରେ  ସାର୍ବଜନୀନ କମିଟୀର ସଭାପତି ଶ୍ରୀ ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ ଏବଂ ସାଧାରଣ ସଂପାଦକ ଯଦୂମଣୀ ତ୍ରିପାଠୀ ସୂଚନା ଦେଇଥିଲେ।ଏଥିରେ ପୂଜା କମିଟୀର ସମସ୍ତ କର୍ମ କର୍ତ୍ତା ଉପସ୍ଥିତ ଥିଲେ । ପରେ ବରଗଡ ଏସ୍.ଡି.ପି.ଓ. ଏ.ବି. ଶିଳ୍ପା (IPS) ଓ ବରପାଲି ଥାନାର ଅଧିକାରୀ ଆଇ .ଆଇ .ସି. ପ୍ରମୋଦ କୁମାର ସାହୁ ପହଞ୍ଚି ପ୍ରେସମିଟରେ ରହି ଆଇନ ଶୃଙ୍ଖଳା ବିଷୟରେ ସଚେତନ କରାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like