-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ

15-Oct-2026



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ପଞ୍ଚାୟତ ଅନ୍ତର୍ଗତ ରେକଡୋଲ ଗ୍ରାମରେ ଓଡ଼ିଶା ସରକାରଙ୍କ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଯାଇଛି। କାର୍ଯ୍ୟଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅଧୀନରେ ଆୟୋଜିତ ଏହି ଶିବିରରେ ଅଞ୍ଚଳର ମହିଳାମାନଙ୍କୁ ଟେରାକୋଟା ହସ୍ତଶିଳ୍ପ ସମ୍ପର୍କରେ ତାଲିମ ଦିଆଯାଇ ସେମାନଙ୍କୁ ଆତ୍ମନିର୍ଭରଶୀଳ କରିବା ଲକ୍ଷ୍ୟ ରଖାଯାଇଛି।ଏହି ପ୍ରଶିକ୍ଷଣ ଶିବିରକୁ ବୌଦ୍ଧ ଜିଲ୍ଲାର ସହକାରୀ ହସ୍ତଶିଳ୍ପ ନିର୍ଦ୍ଦେଶକ ଲୁଲୁମ୍ବା ସିଂ ଧରୁଆ ଏବଂ କଣ୍ଟାମାଳ ବ୍ଲକର ହସ୍ତଶିଳ୍ପ ଉନ୍ନୟନ ଅଧିକାରୀ ଆଶିଷ କୁମାର ପଣ୍ଡା ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ।ଉଦ୍‌ଘାଟନୀ ସଭାରେ ଟେରାକୋଟା ଶିଳ୍ପରେ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ମୁକୁନ୍ଦ ରଣା, ମାଷ୍ଟର ଟ୍ରେନର ଗେହ୍ଲେଇ ରଣା, ଖବରଦାତା ପ୍ରଭାତ ସାହୁ ଏବଂ ସମାଜସେବୀ ରବିନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ହସ୍ତଶିଳ୍ପର ବିକାଶ ଓ ମହିଳାଙ୍କୁ ଆତ୍ମନିର୍ଭରଶୀଳ

କରିବା ଦିଗରେ ସରକାରଙ୍କ ଏଭଳି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଗୁରୁତ୍ୱ ସମ୍ପର୍କରେ ମତବ୍ୟକ୍ତ କରିଥିଲେ।ଏହି ପ୍ରଶିକ୍ଷଣ ଶିବିରରେ ମୋଟ ୧୫ ଜଣ ମହିଳା ଅଂଶଗ୍ରହଣ କରିଛନ୍ତି। ସେମାନଙ୍କୁ ଦୀର୍ଘ ୬ ମାସ ପର୍ଯ୍ୟନ୍ତ ମାଗଣାରେ ଟେରାକୋଟା ହସ୍ତଶିଳ୍ପର ପ୍ରଶିକ୍ଷଣ ଦିଆଯିବ। ଏହି ପ୍ରଶିକ୍ଷଣ ମାଧ୍ୟମରେ ମହିଳାମାନେ ନୂତନ କଳାକୌଶଳ ଶିଖିବା ସହ ନିଜସ୍ୱ ଉଦ୍ୟୋଗ ଆରମ୍ଭ କରି ଆର୍ଥିକ ଦୃଷ୍ଟିରୁ ସ୍ୱାବଲମ୍ବୀ ହେବାର ସୁଯୋଗ ପାଇପାରିବେ ବୋଲି ଆଶା ପ୍ରକାଶ ପାଇଛି। ଗ୍ରାମାଞ୍ଚଳରେ ପାରମ୍ପରିକ ହସ୍ତଶିଳ୍ପର ସଂରକ୍ଷଣ ସହ ଏହାକୁ ଜୀବିକାର ମାଧ୍ୟମ ଭାବେ ଗଢ଼ିତୋଳିବା ଦିଗରେ ଏହି ପ୍ରଶିକ୍ଷଣ ଶିବିର ଏକ ଉଲ୍ଲେଖନୀୟ ପଦକ୍ଷେପ ବୋଲି ମତ ପ୍ରକାଶ ପାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like