-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)

15-Oct-2026



ବିନିକା(ହିମାଂଶୁ ଶେଖର ପୁଟେଲ)ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି ।ଶେଷରେ ବିନିକା ସିଦ୍ଧାର୍ଥ ଡିଗ୍ରୀ ଛାତ୍ର ସଂସଦ ନିର୍ବାଚନରେ ବିଜୁ ଛାତ୍ର ଜନତା ଦଳର ଉଭୟ ପ୍ରାର୍ଥୀ ସଭାପତି ଓ ସମ୍ପାଦକ ପଦରେ ବାଜିମାତ କରିଛନ୍ତି ।ମିଳିଥିବା ସୂଚନା ଅନୁସାରେ ଆଜି ସକାଳ ୮ଘଣ୍ଟା ଠାରୁ ଅପରାହ୍ନ ୨ଘଣ୍ଟା ପର୍ଯ୍ୟନ୍ତ ଶାନ୍ତିପୂର୍ଣ୍ଣ ଭାବେ ମତଦାନ ଚାଲିଥିଲା ମତଦାନ ପରେ ଦିନ ୨ଟାରେ ଗଣତି କରାଯାଇଥିଲା ।ତେବେ କଲେଜର ସର୍ବମୋଟ  ୮୦୯ଜଣ ଛାତ୍ରଛାତ୍ରୀଙ୍କ ଭୋଟ ମଧ୍ୟରୁ ୬୬୭ଭୋଟ ପଡ଼ିଥିଲା ସଭାପତି ଦୌଡ଼ରେ ଥିବା ବିସିଜେଡି ପ୍ରାର୍ଥୀ ଆୟୁଷ୍ମାନ ସାହୁ ୪୬୩ଭୋଟ ପାଇ  ବିଜୟୀ ହୋଇଥିବା ବେଳେ ତାଙ୍କ ନିକଟତମ ପ୍ରାର୍ଥୀ ଏବିଭିପିର ରୋହନ ମୁଣ୍ଡା ୧୮୪ ଭୋଟ ପାଇ ପରାଜିତ ହୋଇଥିଲେ।ସେହିପରି ସାଧାରଣ ସମ୍ପାଦକ ପଦ ପାଇଁ ବିସିଜେଡି ଦଳର ବାବୁଲୁ ରଣା ୩୨୭ଖଣ୍ଡ ଭୋଟ ପାଇ ବିଜୟୀ ହୋଇଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଏବିଭିପିର ଆଶୁତୋଷ ନାଏକ ୩୨୨ଖଣ୍ଡ ଭୋଟ ପାଇଥିଲେ। ସଭାପତି ନିର୍ବାଚନରେ ୮ଟି ଭୋଟ ନାକଚ ହୋଇଥିବା ବେଳେ ସମ୍ପାଦକ ନିର୍ବାଚନରେ ୧୭ଟି ଭୋଟ ନାକଚ ହୋଇଥିଲା ।ସର୍ବମୋଟ ୧୪ରାଉଣ୍ଡ ଗଣତି କରାଯାଇଥିଲା ।ଅନ୍ୟ ପକ୍ଷରେ ପୂର୍ବରୁ ନିର୍ଦ୍ୱନ୍ଦରେ ଉପ ସଭାପତି ଭାବେ ଶ୍ରୀତମ ସାହୁ,ସହ ସମ୍ପାଦକ ପଦବୀରେ ଶୁଭେନ୍ଦୁ ମେହେର,ନାଟ୍ୟ ସଂସଦ ସମ୍ପାଦକ ଭାବେ ଆକାଶ କୁମାର ମୁଣ୍ଡା ମନୋନୀତ ହୋଇଥିବା ଜଣାପଡ଼ିଛି ।ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ବିସିଜେଡିର ବିଜୟୀ ସଭାପତି,ସମ୍ପାଦକଙ୍କ ସହ ତାଙ୍କ ସାଥୀଙ୍କ ତରଫରୁ ସହରରେ ବିଜୟୀ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା।ଏଥିରେ ତାଙ୍କର ସମର୍ଥକ ସମସ୍ତ ଛାତ୍ରଛାତ୍ରୀ ମାନେ ସାମିଲ ହୋଇ ଉତ୍ସବ ମନାଇଥିବା ଦେଖିବାକୁ ମିଳିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like