-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି

16-Oct-2026



ରିପୋର୍ଟ : ଜୟ କୁମାର ମହାରଣା

ବିକାଶ ରଣା ସଭାପତି ଓ ଶିଖା ଛତ୍ରିଆ ସାଧାରଣ ସମ୍ପାଦକ ନିର୍ବାଚିତ 

କଣ୍ଟାମାଳ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଦର ପଞ୍ଚାୟତ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କ ବିପୁଳ ବିଜୟ ହୋଇଛି  l  ମୋଟ ୧୦ ଟିରୁ ୧୦ଟି ଆସନ ରେ ଏବିଭିପି ପ୍ରାର୍ଥୀ ତାଙ୍କ ନିକଟତମ ବିସିଜେଡି ପ୍ରାର୍ଥୀଙ୍କୁ ପରାସ୍ତ କରି କ୍ଲିନ ସୁଇପ କରିଛି  l  କଲେଜ ପକ୍ଷରୁ ଘୋଷିତ ଛାତ୍ର ସଂସଦ ନିର୍ବାଚନ ଫଳାଫଳ ଅନୁସାରେ ସଭାପତି ପଦବୀରେ ବିସିଜେଡି ପ୍ରାର୍ଥୀ ଶୁଭମ କୁମାର ପଲିଆ ୩୨୩ଖଣ୍ଡ ଭୋଟ ପାଇ ଥିବା ବେଳେ ଏବିଭିପି ପ୍ରାର୍ଥୀ ବିକାଶ ରଣା ୪୦୮ଖଣ୍ଡ ଭୋଟ ପାଇ ୮୫ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି  l  ଅନ୍ୟତମ ସଭାପତି ପ୍ରାର୍ଥୀ ସଦାନନ୍ଦ କର୍ମୀ ମାତ୍ର ୪୫ଟି ଭୋଟ ପାଇ ଅମାନତ

ହରାଇଛନ୍ତି  l  ସାଧାରଣ ସମ୍ପାଦକ ରେ ଶିଖା ଛତ୍ରିଆ ୪୧୧ଖଣ୍ଡ ଭୋଟ ପାଇ ତାଙ୍କ ନିକଟତମ ପ୍ରାର୍ଥୀ ରାହୁଲ ମୁଦୁଲି ଙ୍କୁ ୪୭ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରି ବିଜୟୀ , ଉପସଭାପତି ରେ ଏବିଭିପି ପ୍ରାର୍ଥୀ ଶ୍ରୀତମ ସାହୁ ୪୨୦ଖଣ୍ଡ ଭୋଟ ପାଇ ନିକଟତମ ପ୍ରତିଦ୍ବନ୍ଦୀ ତପସ୍ୱିନୀ କୁମ୍ଭାର ଙ୍କୁ ୬୫ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରି ବିଜୟୀ ହୋଇଛନ୍ତି  l ସେହିପରି ସାଂସ୍କୃତିକ ସମ୍ପାଦକ ରେ ଏବିଭିପି ର ସୁଶୀଲ ନାଗ ୪୧୪ଟି ଭୋଟ ପାଇ ନିକଟତମ ପ୍ରତିଦ୍ବନ୍ଦୀ ବିସିଜେଡି ର ବିଜୁ କୁମ୍ଭାର ଙ୍କୁ ୫୩ଖଣ୍ଡ ଭୋଟ ବ୍ୟବଧାନରେ ଓ କ୍ରୀଡା ସମ୍ପାଦକ ରେ ଏବିଭିପିର ଆକାଶ କୁମାର ସାହୁ ୪୭୪ଖଣ୍ଡ ଭୋଟ ପାଇ ନିକଟତମ ପ୍ରାର୍ଥୀ ଜଗା ମହାନନ୍ଦ ଙ୍କୁ ୧୭୨ଖଣ୍ଡ ଭୋଟ ବ୍ୟବଧାନରେ ହରାଇ ବିଜୟୀ ହୋଇଥିବା ପ୍ରକାଶ ।  ସେହିପରି ସହ ସାଧାରଣ ସମ୍ପାଦକ, ପ୍ରଥମ ବର୍ଷ, ଦ୍ୱିତୀୟ ବର୍ଷ, ତୃତୀୟ ବର୍ଷ ର ପ୍ରତିନିଧି ଓ ଛାତ୍ରୀ ପ୍ରତିନିଧି ଆଦି ୫ପଦବୀ ରେ ଯଥାକ୍ରମେ ରବୀନ୍ଦ୍ର ସାହୁ, ମାନସ ପ୍ରଧାନ, ଚନ୍ଦନ ବାଥ୍ରୋଡ଼, ଆଲୋକ ନାଏକ ଓ ନିରୁପମା ଭୋଇ ଆଦି ଏବିଭିପି ପ୍ରାର୍ଥୀ ଅପ୍ରତିଦ୍ବନ୍ଦି

ଭାବେ ପୂର୍ବରୁ ନିର୍ଦ୍ୱନ୍ଦ୍ବ ରେ ନିର୍ବାଚିତ ହୋଇଛନ୍ତି l  ଏହି ନିର୍ବାଚନରେ କଲେଜ ର ମୋଟ ୮୬୫ଜଣ ଭୋଟର ଥିବାବେଳେ ସେଥିମଧ୍ୟରୁ ମୋଟ ୭୮୫ଜଣ ନିଜର ମତଦାନ ସାବ୍ୟସ୍ତ କରିଥିବା କଲେଜ ସୂତ୍ରରୁ ଘୋଷିତ ତଥ୍ୟରୁ ଜଣାଯାଇଛି l  ଏବିଭିପି ପ୍ରାର୍ଥୀଙ୍କ ଏହି ବିପୁଳ ବିଜୟ ପରେ ବାଣ ରୋଷଣୀ ସହ ଏକ ବିଜୟ ଶୋଭାଯାତ୍ରା ରେ ବହୁ ଛାତ୍ରଛାତ୍ରୀ ଓ ବିଜେପି କର୍ମକର୍ତ୍ତା ଯୋଗଦେଇଥିଲେ  l  କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ କହ୍ନାଇ ଚରଣ ଡାଙ୍ଗ ସମସ୍ତ ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇବା ସହ କଲେଜର ଉନ୍ନତି ପାଇଁ ସମ୍ମିଳିତ ଭାବେ କାମ କରିବାକୁ ପରାମର୍ଶ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like