-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll

17-Oct-2026



 

 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ )

 

ସମ୍ବଲପୁର ସହରର ପ୍ରସିଦ୍ଧ ଗୋବିନ୍ଦତୋଳା ଦୁର୍ଗାପୂଜା ର ପୂଜାର୍ଚନା ସହ କଳସ ଅଧିବାସ ତଥା ବିଲ୍ୱବରଣ ଓ ନବପତ୍ରିକା ଆବାହନ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଗତକାଲି ଅପରାହ୍ନ ରେ ଗୋବିନ୍ଦତୋଳା ଛକ ର ଦୁର୍ଗାପୂଜା ମଣ୍ଡପ ରୁ ଦୂଲଦୁଲି, ଘଣ୍ଟଶଙ୍ଖସହ କଳସ ଶୋଭାଯାତ୍ରା ବାହାରିଥିଲା। ବିଭିନ୍ନ ପ୍ରକାର ଆତସବାଜି ରେ ଅଂଚଳ ପ୍ରକମ୍ପିତ ହୋଇଥିଲା l ଏଥିରେ ସହରର ଶତାଧିକ ମହିଳା ଓ ପୁରୁଷ ଶ୍ରଦ୍ଧାଳୁ ଅଂଶଗ୍ରହଣ କରିଥିଲେ।

ଏହି କଳସ ଯାତ୍ରା ଗୋବିନ୍ଦତୋଳା ବସ୍ତି ରେ ପହଂଚି ଧର୍ମେନ୍ଦ୍ର ପଟ୍ଟନାୟକ ଙ୍କ ଘରେ ଥିବା ବେଳ ଗଛ ମୂଳେ ବିଲ୍ଵ ବରଣ ପୂଜା କରାଯାଇଥିଲା l ରାସ୍ତା ରେ ରାଧା କୃଷ୍ଣ, ବୀର ହନୁମାନ, ଗ୍ରାମଦେବୀ ଓ ମହାପ୍ରଭୁ ଶିବ ଙ୍କ ମନ୍ଦିର ରେ ବରଣ ପୂଜା କରାଯାଇ ଥିଲା l ସ୍ଥାନୀୟ ମହାନଦୀ ଓ ହରଡ଼ ଜୋର ର ସଙ୍ଗମ ଘାଟରେ ପାରମ୍ପରିକ ପୂଜା ଓ ଅସ୍ତ୍ର ଶସ୍ତ୍ର ପୂଜା ସହ କଳସ ବୁଡେଇ ଜଳ ଆଣି ବିଧି ଅନୁଯାୟୀ ମା’ ଭୁବନେଶ୍ୱରୀ ଙ୍କର ମଣ୍ଡପ ରେ ସ୍ଥାପନା କରାଯାଇଥିଲା।

ପୂଜକ ଜଗଦୀଶ ଦାସ,ଆଶ୍ରିତ ଷଡ଼ଙ୍ଗୀ ଙ୍କ ତତ୍ୱାବଧାନ ରେ ତଥା ପୂଜା ଦାୟିତ୍ୱ ରେ ଥିବା ଦୀପକ ପଣ୍ଡା ଓ ଗୌରୀ ଦାସ ପଣ୍ଡା ଙ୍କ ତତ୍ୱାବଧାନ ରେ ପୂଜାକାର୍ଯ୍ୟ ସମ୍ପନ୍ନ ହୋଇଥିଲା l ଏହି ଅବସରରେ ଦୁର୍ଗାପୂଜା କମିଟି ର ସଭାପତି ପ୍ରସନ୍ନ ପାଢ଼ୀ, ସମ୍ପାଦକ ସଞ୍ଜୟ ସାହୁ, ରମାକାନ୍ତ ବେରିହା, ପ୍ରଦୀପ ପାଢ଼ୀ, ସୂର୍ଯ୍ୟ ପାଣିଗ୍ରାହୀ, ରାଜାରାମ ପାଢ଼ୀ, ରାଜୁ ଶର୍ମା, ସଞ୍ଜୟ ତ୍ରିପାଠୀ, ଅଜୟ ସାହୁ, ବସନ୍ତ ଦାସ, ସୁରଜ ସୁନାର,ଫିରୋଜ ପଣ୍ଡା, ଦିଲୀପ ଠାକୁର, ଜିତୁ ପଣ୍ଡା, ପପ୍ପୁ ଶର୍ମା ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ l ଏହି ଅବସରରେ କର୍ତ୍ତା ଶୈଳେନ୍ଦ୍ର ପଣ୍ଡା ଓ ତାଙ୍କ ସହଧର୍ମିଣୀ, ବ୍ରତଧାରୀ ନଅ ଜଣ ବ୍ରାହ୍ମଣ ଅନିଲ ନାୟକ, ଦାଶରଥି ପଣ୍ଡା, ପ୍ରକାଶ ପଣ୍ଡା, ଟୁଲୁ ବଡ଼ପଣ୍ଡା, ଆଲୋକ ପଣ୍ଡା, ପ୍ରତୀକ ପଣ୍ଡା, ବିଶ୍ୱଜିତ ପଣ୍ଡା,ରୁଦ୍ର ଷଡ଼ଙ୍ଗୀ ପ୍ରମୁଖ ସାମିଲ ଥିଲେ l କଳସଧୀବାସ ପରେ ମଣ୍ଡପ କୁ ଆସୁଥିବା ଶୋଭାଯାତ୍ରା କୁ ସ୍ୱାଗତ କରି ଘର ଅଗଣାରେ ମୁରୁଜ ଦେଇ କଳସ ଓ ଦୀପ ରେ ସ୍ୱାଗତ କରି ସମ୍ମାନ ଜଣାଉ ଥିବା ଦୃଶ୍ୟ ଅତି ଆକର୍ଷଣୀୟ ଥିଲା l  

ଆଜି ମାଁ ଭୁବନେଶ୍ୱରୀ ଙ୍କର ମଣ୍ଡପ ରେ ମହା ସପ୍ତମୀ ପୂଜା ଅନୁଷ୍ଠିତ ହୋଇଥିଲା l ଏଥିସହ ମୁଖ ଦର୍ଶନ, ପ୍ରାଣ ପ୍ରତିଷ୍ଠା, ମାଁ ଙ୍କର ଶୋଢସ ଉପଚାର ପୂଜା, ମହା ଆଳତି, ହୋମ ଯଜ୍ଞ ଅନୁଷ୍ଠିତ ହୋଇଥିଲା l ମାଁ ଙ୍କର ମୁଖ ଦର୍ଶନ ସମୟରେ ମାଁ ଙ୍କର ଆଗମନ, ଜଣେ ଶ୍ରଦ୍ଧାଳୁ ଙ୍କୁ ଆସିଲା ବରୁଆ l

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା