-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||     

HOME   ଜିଲ୍ଲା

ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ

18-Oct-2026



ବରପାଲି(ସୁଦାମ ଦୀପ): ବରଗଡ଼ ଜିଲ୍ଲାର ବରପାଲି ବ୍ଲକ ଅନ୍ତର୍ଗତ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ଚଳିତ ଛାତ୍ର ସଂସଦ ନିର୍ବାଚନରେ ବିପୁଳ ବିଜୟ ହାସଲ କରିଛି। ମହାବିଦ୍ୟାଳୟର ସମସ୍ତ ଆସନରେ ଏବିଭିପି ସମର୍ଥିତ ପ୍ରାର୍ଥୀମାନେ ବିଜୟୀ ହୋଇ ସଂଗଠନର ଦୃଢ଼ ସ୍ଥିତିକୁ ପ୍ରମାଣିତ କରିଛନ୍ତି। ଏହି ସଫଳତାକୁ ନେଇ ଛାତ୍ରଛାତ୍ରୀ ଓ ସଂଗଠନର କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଛି। ନିର୍ବାଚନରେ ପୁନମ ନାଏକ ସଭାପତି, ବିଜୟ ସାହୁ ଉପସଭାପତି, ଆୟୁଷ ଚନ୍ଦ୍ର ରଥ ସାଧାରଣ ସମ୍ପାଦକ ଏବଂ ରିଙ୍କି ମଲ୍ଲିକ ସାଂସ୍କୃତିକ ସମ୍ପାଦକ ଭାବେ ବିଜୟୀ ହୋଇଛନ୍ତି। ଏହା ସହ ସରୋଜ ମହାନନ୍ଦ ମଧ୍ୟ ବିଜୟୀ ପ୍ରାର୍ଥୀଙ୍କ ମଧ୍ୟରେ ସାମିଲ ହୋଇଛନ୍ତି। ବିଜୟ ପରେ ନବନିର୍ବାଚିତ ଛାତ୍ର ପ୍ରତିନିଧିମାନେ ସ୍ଥାନୀୟ ବିଧାୟକ ସନତ କୁମାର ଗଡ଼ତିଆଙ୍କୁ ସାକ୍ଷାତ କରିଥିଲେ। ଏହି ସାକ୍ଷାତ ସମୟରେ ଛାତ୍ର ପ୍ରତିନିଧିମାନେ ନିର୍ବାଚନରେ ନିଜ ସଫଳତାକୁ ନେଇ ଆଲୋଚନା କରିଥିଲେ।ମହାବିଦ୍ୟାଳୟର ଶିକ୍ଷାଗତ ପରିବେଶର ଉନ୍ନତି, ଛାତ୍ରଛାତ୍ରୀଙ୍କ ସମସ୍ୟାର ସମାଧାନ ଏବଂ ସେମାନଙ୍କ ଅଧିକାର ଓ ସ୍ୱାର୍ଥର ସୁରକ୍ଷା ଦିଗରେ ନବନିର୍ବାଚିତ ପ୍ରତିନିଧିମାନେ ଗୁରୁତ୍ୱ ଦେବେ ବୋଲି ଆଶା ପ୍ରକାଶ ପାଇଛି। ଏହି ବିଜୟ ମହାବିଦ୍ୟାଳୟରେ ଏବିଭିପିର ସାଂଗଠନିକ ଶକ୍ତିକୁ ଆହୁରି ସୁଦୃଢ଼ କରିବା ସହ ଆଗାମୀ ଦିନରେ ଛାତ୍ର ସମସ୍ୟାଗୁଡ଼ିକୁ ନେଇ ସଂଗଠନର କାର୍ଯ୍ୟକ୍ରମକୁ ନୂତନ ଦିଗ ଦେବ ବୋଲି ଆଶା କରାଯାଉଛି। ଏହି ଅବସରରେ ମାନ୍ୟବର ବିଧାୟକ ସନତ କୁମାର ଗଡତିଆ ସମସ୍ତଙ୍କୁ ବିଜୟୀ ଅଭିନନ୍ଦନ ଜଣାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026

You Might Also Like

                           
  ଜିଲ୍ଲା  

ଗଣିତ ଗବେଷଣା