-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||     

HOME   ଜିଲ୍ଲା

କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା

18-Oct-2026



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): କେନ୍ଦ୍ରୀୟ  ରଜକ ସମାଜ କମିଟିର  ଉପ ସଭାପତି ଉମେଶ ସେଠଙ୍କ  ନେତୃତ୍ଵରେ ଆଜି ରାଜ ଭବନ ପରିସରରେ ଅଭିଷେକ କକ୍ଷରେ ନୂତନ ଭାବେ  ଯୋଗଦାନ  କରିଥିବା  ମହାମହିମ ରାଜ୍ୟପାଳ ଶ୍ରୀମାନ ବ୍ରଜ ମୋହନ ରାମ ଓ ତାଙ୍କ ପତ୍ନୀ ଲିଲା ଦେବୀଙ୍କୁ  ପୁଷ୍ପଗୁଚ୍ଛ, ଉପଢୌକନ ତଥା (ଧୋବା) ରଜକ  ସମାଜ ପକ୍ଷରୁ ମୁକୁଟ "ତାଜ "ଅର୍ପଣ କରି ରାଜ୍ ଭବନ ଠାରେ  ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ  ସମ୍ବର୍ଦ୍ଧିତ କରାଗଲା। ଅନ୍ୟ ମାନଙ୍କ ମଧ୍ୟରେ ଏହି  ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ ନୂଆପଡା ଜିଲ୍ଲାର ନେତୃତ୍ୱ ନେଇଥିଲେ ଦିଲ୍ଲୀପ ନିର୍ମଲକର, ସମ୍ବଲପୁର ଜିଲ୍ଲା ସଭାପତି  ରମେଶ ଚନ୍ଦ୍ର ସେଠ,ସୋନପୁର ଜିଲ୍ଲା ସଭାପତି  ତଥା ଡୁଙ୍ଗୁରିପାଲି ବ୍ଲକ ସମାଜ ପ୍ରତିନିଧି ରତ୍ନାକର ସେଠ , ନୂଆପଡା ଜିଲ୍ଲାର ହେମଲାଲ ଉଜିର,ସରପଞ୍ଚ ମୋତିଲାଲ  ଉଜିର,  ଯୋଗେଶ  ନିର୍ମଲକର, ଛତିଶଗଡ ରାଜ୍ୟ ସଭାପତି ସୂରଜ ନିର୍ମଲକର, ଛତିଶଗଡ ପ୍ରଦେଶ ଯୁବା ଅଧ୍ୟକ୍ଷ ଆମ୍ବେ ବାଘମାର,ଦୁର୍ଗ ଜିଲ୍ଲା ଛତିଶଗଡ଼ ଅଧ୍ୟକ୍ଷ ଧନେଶ୍ଵର ନିର୍ମଲକର, ମହାସମୁନ୍ଦ ଜିଲ୍ଲା ଅଧ୍ୟକ୍ଷ ସନ୍ତୋଷ  କୌନଜିଆ, ରାଜନନ୍ଦଗାଁ  ଅଧ୍ୟକ୍ଷ ଚୈତ ରାମ ନିର୍ମଲକର ଓ  ରାୟପୁର ଜିଲ୍ଲା  ଛତିଶଗଡ଼ ଅଧ୍ୟକ୍ଷ ବରୁଣ  ନିର୍ମଲକର, ପ୍ରେମଲାଲ ସେଠ, କୋଶଲ ସାମ୍ବାଦିକ ସଙ୍ଘ ସଭାପତି ବିପ୍ର ଚରଣ ସାହୁ  ପ୍ରମୁଖ ସମ୍ବର୍ଦ୍ଧନା ଉତ୍ସବ ଯୋଗଦାନ କରିଥିଲେ।  ନୂତନ ରାଜ୍ୟପାଳ ମହୋତ୍ସବ ଙ୍କୁ  ପରବର୍ତ୍ତୀ ସମୟରେ ଓଡିଶା ଓ  ଛତିଶଗଡ ରାଜ୍ୟ ମଧ୍ୟରେ ରାଷ୍ଟ୍ରୀୟ ଧୋବା ସମ୍ମିଳନୀ କରାଯିବାକୁ ନିଷ୍ପତ୍ତି ନିଆଯାଇଛି ଓ  ରାଷ୍ଟ୍ରୀୟ ସମ୍ମିଳନୀ ରେ  ମହାମହିମ ରାଜ୍ୟପାଳ ଯୋଗଦାନ କରିବାକୁ  ଓଡିଶା ଓ  ଛତିଶଗଡ ରଜକ ଧୋବା ସଂଘ ପକ୍ଷରୁ  ନିମନ୍ତ୍ରଣ କରାଯାଇଛି। ଏ ଦିଗରେ ପରବର୍ତ୍ତୀ ସମୟରେ  ସାକ୍ଷାତ  ଆଲୋଚନା କରି ସମ୍ମିଳନୀରେ ଯୋଗଦାନ କରିବାକୁ  ସଦୟ ସମ୍ମତି ପ୍ରଦାନ କରିଛନ୍ତି। ଏ ସଂକ୍ରାନ୍ତରେ ଓଡିଶା, ଛତିଶଗଡ ରଜକ ସମାଜ ପକ୍ଷରୁ ରାୟପୁର ଛତିଶଗଡ଼ ଠାରେ  ଏକ  ସାମ୍ବାଦିକ ସମ୍ମିଳନୀ କରାଯାଇ  ତାରିଖ  ସ୍ଥାନ  ନିର୍ଦ୍ଧାରଣ କରାଯିବାକୁ  ରଜକ  ସେବା ସଂଘ ପକ୍ଷରୁ ସୂଚନା ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026

You Might Also Like