-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||     

HOME   ଜିଲ୍ଲା

ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)

18-Oct-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଥିବା ମାହେଶ୍ୱରୀ ପୀଠରେ ରବିବାର ଦେବୀଙ୍କ ସ୍ନାନ ଯାତ୍ରା ଓ ମହାଷ୍ଟମୀ ପୂଜା ଧୂମଧାମରେ ପାଳିତ ହୋଇଯାଇଛି।ପ୍ରକାଶ ଥାଉ କି ଯେ ଦେବୀଙ୍କ ପୀଠରେ ଚଳିତ ମାସ ପୁଅ ଜୁଇନ୍ତିଆ ଠାରୁ ଆରମ୍ଭ ହୋଇଥିବା ଷୋହଳ ପୂଜା ଆଜି ଅନ୍ତିମ ଦିନରେ ପହଞ୍ଚିଥିଲା ।ଏହି ପରିପ୍ରେକ୍ଷୀରେ ଫୁଲମୁଠି ଗ୍ରାମ ଠାରେ ଅନୁଷ୍ଠିତ ମାହେଶ୍ୱରୀଙ୍କ ପୂଜା ଅନ୍ୟତମ ।ଆଜି ଅପରାହ୍ନରେ ଦେବୀ ମାହେଶ୍ୱରୀ ଓ ବାଡ଼ି ଦେବତାଙ୍କୁ ମନ୍ଦିର ଦେହେରୀ ଯଥାରିତ ପୂଜାର୍ଚ୍ଚନା କରିବା ପରେ ଜୟ ଜୟ ଧ୍ବନିରେ ମନ୍ଦିରରୁ ବାଡ଼ି ଦେବତା,ଛତରକୁ  ବାହାର କରାଯାଇଥିଲା ଏହି ଅବସରରେ ମନ୍ଦିର ସମ୍ଭୂଖ ପରିସରରେ କଳାହାଣ୍ଡିର ଘୁମୁରା ବାଦ୍ୟ ଏବଂ କୁକିଆର ବାଡ଼ି ଖେଳ ଉପସ୍ଥିତ ଶ୍ରଦ୍ଧାଳୁ ଭକ୍ତଙ୍କୁ ବାନ୍ଧି ରଖିଥିଲା । ବରୁଆର ନୃତ୍ୟର ତାଳେ ତାଳେ ବାଡ଼ି ଦେବତା ଯେତେବେଳେ ମନ୍ଦିର ଗମ୍ଭୀରା ଭିତରୁ ବାହାରିଲେ ସେତେବେଳେ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତଙ୍କ ଜୟଧ୍ଵନି ଓ ମହିଳାଙ୍କ ହୁଳହୁଳୀରେ ମନ୍ଦିର ପରିସର ପ୍ରକମ୍ବିତ ହୋଇଥିଲା ଦେବୀଙ୍କ ଦର୍ଶନ କରିବାର ସୁଯୋଗ ପାଇଥିଲେ ଶ୍ରଦ୍ଧାଳୁ ଭକ୍ତ ।ହୁଳହୁଳି ସହ ଘଣ୍ଟବାଦ୍ୟର ତାଳେ ତାଳେ ବାଡ଼ି ଦେବତା,ଛତରକୁ ଏକ ବିରାଟ ଶୋଭାଯାତ୍ରାରେ ମନ୍ଦିର ସେବାୟତ ମାନେ ସ୍ନାନ ପାଇଁ ପୁଣ୍ୟତୋୟା ପାପକ୍ଷୟ ଅଭିମୁଖେ ଯାଇଥିଲେ ।ବାଡ଼ି ଦେବତା ସ୍ନାନ ସାରି ଫେରିବା ବେଳେ ଉରଲେ ସ୍ଥିତ ରଘୁନାଥ ମନ୍ଦିର ପ୍ରାଙ୍ଗଣରେ ଗ୍ରାମବାସୀଙ୍କ ତରଫରୁ ବିଧି ରୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଥିଲା ।ପରେ ବାଡ଼ି ଦେବତା ନିଜ ଗ୍ରାମ ଅଭିମୁଖେ ଫେରି ଘର ଘର ପୂଜା ପାଇଥିଲେ ।ଏହି ଅବସରରେ ଭାଇର ଶୁଭ ମଙ୍ଗଳ ପାଇଁ ଉପବାସ କରିଥିବା ଭଉଣୀ ମାନେ ମା ମାହେଶ୍ୱରୀ ଦେବୀଙ୍କ ଠାରେ ପୂଜାର୍ଚ୍ଚନା ପୂର୍ବକ ଭାଇ ହାତରେ ଜୁଇନ୍ତିଆ ବାନ୍ଧିଥାନ୍ତି।ବ୍ଲକର ଡ଼ଭଲା, ଅରିଗାଁ,ବଲାରଙ୍ଗା,ଭଣ୍ଡାର,ଗୁଲୁଣ୍ଡା,କର୍ତଙ୍ଗ ପ୍ରଭୃତି ସ୍ଥାନରେ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026

You Might Also Like