-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||     

HOME   ଜିଲ୍ଲା

ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ

21-Oct-2026



ଭୁବନେଶ୍ୱର(ପ୍ରେରଣା ଖବର): ଅଗ୍ରଣୀ  ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ବି.ଏମ୍. ଫାଉଣ୍ଡେସନ ପକ୍ଷରୁ ନିକଟରେ ଏଠାରେ ନବ ଉତ୍ସବ ମହା ସମାରୋହରେ ଆୟୋଜନ କରାଯାଇଛି। ଏହି ଉପଲକ୍ଷେ ଉତ୍ସବ ସ୍ଥଳ ୟୁନିଟ୍-୪ସ୍ଥିତ ହୋଟେଲ୍ ଓଷ୍ଟ୍ରା କୁ ଖୁବ ସୁନ୍ଦର ଭାବେ ସଜା ଯାଇଥିବା ଦେଖାଯାଇଥିଲା। “ମହିଳାଙ୍କ ପାଇଁ, ମହିଳାଙ୍କ ଦ୍ୱାରା” ବିଷୟବସ୍ତୁ  ଉପରେ ଆଧାରିତ  ଏହି କାର୍ଯ୍ୟକ୍ରମରେ ମହିଳା ମାନଙ୍କ ଦ୍ୱାରା ନବରାତ୍ର ଅବସରରେ ଦାଣ୍ଡିଆ ନାଚର ଅପୂର୍ବ ଓ ଅନନ୍ୟ ପରିବେଷଣ ଦେଖିବାକୁ ମିଳିଥିଲା। ରଙ୍ଗାରଙ୍ଗ  ଉତ୍ସବମୁଖର ପରିବେଶ ମଧ୍ୟରେ ଅନୁଷ୍ଠିତ ଦାଣ୍ଡିଆ ସନ୍ଧ୍ୟାରେ  ଲାଇଟ୍ ଟ୍ରଷ୍ଟ ଓ କୁଟି କିଡ୍ସ କଲଚରାଲ୍ ସେଣ୍ଟରର  ସଦସ୍ୟା ମାନେ ଧୁମ ଧାମରେ ‘ଗର୍ବା କୁଇନ୍ ଷ୍ଟେଜ୍ ଶୋ’ ମଞ୍ଚସ୍ଥ କରିଥିଲେ। ଏହି ଅବସରରେ ଆୟୋଜିତ ‘ଗର୍ବା ଏମ୍ପ୍ରେସ୍’, ‘ବେଷ୍ଟ ଡ୍ରେସ୍‌ଡ୍ ଦିଭା’, ‘ଟ୍ୱିର୍ଲିଂ କୁଇନ୍’, ‘ଗ୍ରେସଫୁଲ୍ ଗ୍ରୁଭର୍’ ଓ

‘ଗର୍ବା ଷ୍ଟାର୍’ ଆଦି ପ୍ରତିଯୋଗିତାରେ ବିଜେତା ମହିଳା ମାନଙ୍କୁ ସ୍ୱତନ୍ତ୍ର ଉପାଧିରେ ଭୂଷିତ କରାଯାଇଥିଲା।

କାର୍ଯ୍ୟକ୍ରମରେ ଓଡ଼ିଶା  ରାଜ୍ୟ  ପାଇକ ଆଖଡ଼ା ମହାସଂଘର ସଭାପତି ଡ଼ଃ ପ୍ରକାଶ ଶ୍ରୀଚନ୍ଦନ, ପରିଚୟ ଫାଉଣ୍ଡେସନ୍‌ର ପ୍ରତିଷ୍ଠାତ୍ରୀ ଡ଼ଃ ରୋଜାଲିନ ପାଟ୍ଟଶାଣୀ  ଏବଂ ବି.ଏମ୍. ଫାଉଣ୍ଡେସନ୍‌ର ଅଧ୍ୟକ୍ଷ ଡ଼ଃ ବ୍ରଜ ପଣ୍ଡା ପ୍ରମୁଖ ବରେଣ୍ୟ ଅତିଥି ଭାବରେ ଯୋଗଦେଇ ନାରୀ ଶକ୍ତି ଜାଗରଣ ଓ ମହିଳା ସଶକ୍ତିକରଣ ଉପରେ ଗୁରୁତ୍ୱାରୋପ କରିଥିଲେ।

ବି.ଏମ୍. ଫାଉଣ୍ଡେସନ୍‌ର ପ୍ରତିଷ୍ଠାତ୍ରୀ ସମ୍ପାଦକ ମୀରା ମିଶ୍ର ଏବଂ କୁଟି କିଡ୍ସ କଲଚରାଲ୍ ସେଣ୍ଟରର ପ୍ରତିଷ୍ଠାତ୍ରୀ ସଞ୍ଜୁକ୍ତା ପଣ୍ଡାଙ୍କର  ସକ୍ରୀୟ ତତ୍ତ୍ୱାବଧାନରେ ଉତ୍ସବଟି ବେଶ ସଫଳ ହୋଇଥିଲା। ମିସି କୁଇନି ପଣ୍ଡା ସାଂସ୍କୃତିକ ସନ୍ଧ୍ୟାକୁ ସୁଚାରୁ  ରୂପେ ସଂଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026

You Might Also Like