-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||     

HOME   ଜିଲ୍ଲା

ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ

21-Oct-2026



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରାଞ୍ଚଳ ପାଲିପଡ଼ା ଠାରେ ମା ସମ୍ବଳେଶ୍ୱରୀଙ୍କ ପୂଜା ଅବସରରେ ବିନିକା ନଗର ସଭାପତି ଧ୍ରୁବଚରଣ ହାତୀଙ୍କ ଅଧ୍ୟକ୍ଷତାରେ ସମାଜର ମହାସଭା ଓ ବନ୍ଧୁ ମିଳନ  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ସମାଜର ପରମ୍ପରା,ସଂସ୍କୃତି,ଜାତିର ରୀତିନୀତି,ଏକତା,ଶିକ୍ଷା, ସ୍ୱାସ୍ଥ୍ୟ,ଯାଦବ ସମାଜକୁ ସରକାରୀ ସହାୟତା,କୌଳିକ ବୃତ୍ତିକୁ ପ୍ରୋତ୍ସାହନ ଆଦି ବିଭିନ୍ନ ବିଷୟ ଗୁଡିକ ଉପରେ ଆଲୋଚନା ହୋଇଥିଲା I ଆଗାମୀ ଦିନରେ ସରକାର ଯଦି ଯାଦବ ସମାଜକୁ ଅବହେଳା କରିବେ ତାହେଲେ ଯାଦବ ସମାଜ ରାଜରାସ୍ତାକୁ ଓଲ୍ଲାଇବାକୁ ବାଧ୍ୟ ହେବ ବୋଲି ଚେତାବନୀ ଦିଆଯାଇଛି I ଏଥିରେ ଅଖିଳ ଭାରତୀୟ ଯାଦବ ସମାଜ ସମ୍ପାଦକ ତଥା ବରଗଡ଼ ଜିଲ୍ଲା ଯାଦବ ସମାଜ ସଭାପତି ରାଜୁ ଘିବିଲା, ସୁବର୍ଣ୍ଣପୁର ଜିଲ୍ଲା ଯାଦବ ସମାଜ ଯୁବ ସଭାପତି ତପନ ଜୁଆଡି,ଜିଲ୍ଲା ଯୁବ ସମ୍ପାଦକ,  ନିର୍ମଳ ଷାଣ୍ଡ,ବିନିକା ଯାଦବ ସମାଜ ପୂଜା ସଭାପତି ଦେବରାଜ ଗରିଆ,ପୂଜା ସମ୍ପାଦକ କୃଷ୍ଣଚନ୍ଦ୍ର ବନଛୋର, ବରିଷ୍ଠ କାର୍ଯ୍ୟକର୍ତ୍ତା ଶଙ୍ଖନାଦ ସାଲମା,ଗୋପବନ୍ଧୁ ଭୁଏ, ଉମାକାନ୍ତ ଦୀପ,ପଦ୍ମଲୋଚନ କାଲସେ,ଧନୁ ବଗର୍ତି,ବଳ ଦୀପ, ବ୍ରଜବିହାରୀ ବାଗ,ସନ୍ତୋଷ ସାଣ୍ଢ,ସମଲେଶ୍ୱରୀ ମନ୍ଦିର ପୂଜକ ପୁରନ୍ଦର ଗରିଆ, ବନ ବିହାରୀ ରାଜହଂସ,ଆଲୋକ ରାଜହଂସଙ୍କ ସମେତ  ପଡୋଶୀ ଜିଲ୍ଲାର ସଭାପତି ସମ୍ପାଦକ ମାନେ ଉପସ୍ଥିତ  ରହିଥିଲେ l ବୃନ୍ଦାବନ ଦୀପ ମଞ୍ଚ ପରିଚାଳନା କରିଥିବା ବେଳେ ମନଗଡୁ ଯୁଆଡି ଧନ୍ୟବାଦ ଅର୍ପଣ କରିଥିଲେ I ତେବେ ଏହି ବନ୍ଧୁ ମିଳନ ସମାବେଶରେ ବିନିକା ସହରାଞ୍ଚଳ ଓ ବ୍ଲକ ସ୍ତରୀୟ ସମସ୍ତ ଯାଦବ ସମାଜର  ଭାଇମାନେ ସାମିଲ ହୋଇଥିବା ବେଳେ ଜିଲ୍ଲା ତଥା ଜିଲ୍ଲା ବାହାରୁ ଶତାଧିକ ଯାଦବ ସମାଜର ସଦସ୍ୟ ମାନେ ଉପସ୍ଥିତ ରହିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026

You Might Also Like