-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||     

HOME   ଜିଲ୍ଲା

ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି

24-Oct-2026



ଟିଟିଲାଗଡ଼(ପ୍ରେରଣା ଖବର)- ଟିଟିଲାଗଡ଼ ସହରରେ ରାଧାକୃଷ୍ଣ ମନ୍ଦିର ନିକଟସ୍ଥ ଅଣ୍ଡରବ୍ରିଜ୍ ଦେଇ ଯାଇଥିବା ଗୁରୁତ୍ୱପୂର୍ଣ୍ଣ ରାସ୍ତାକୁ ବନ୍ଦ କରିବା ପ୍ରସ୍ତାବକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ରାସ୍ତାକୁ ବନ୍ଦ ନ କରି ଏକ ବକ୍ସ-ଟାଇପ୍ ଅଣ୍ଡରପାସ୍ ରାସ୍ତା ନିର୍ମାଣ କରିବା ଦାବିରେ ‘ଟିଟିଲାଗଡ଼ ନାଗରିକ ମଞ୍ଚ’ ପକ୍ଷରୁ ବଲାଙ୍ଗୀର ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହଦେଓଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।  

ଦାବିପତ୍ର ଅନୁଯାୟୀ, ରେଳ ଲାଇନ୍ ଟିଟିଲାଗଡ଼ ସହରକୁ ଦୁଇ ଭାଗରେ ବିଭକ୍ତ କରିଛି। ଦୀପକ ସମାଦ୍ଦାରଙ୍କ ବାସଭବନ ନିକଟରୁ ରାଧାକୃଷ୍ଣ ମନ୍ଦିର ଅଣ୍ଡରବ୍ରିଜ୍ ଆଡ଼କୁ ଯାଇଥିବା ଏହି ରାସ୍ତାଟି ସହରର ଦୈନନ୍ଦିନ ଯାତାୟାତ ସହିତ ମହାଶିବରାତ୍ରି, ଜନ୍ମାଷ୍ଟମୀ ଭଳି ପ୍ରମୁଖ ପର୍ବପର୍ବାଣିରେ ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ।  ଯଦି ଏହି ରାସ୍ତାଟିକୁ ବନ୍ଦ କରିଦିଆଯାଏ, ତେବେ ସହରର ପ୍ରାୟ ଅର୍ଦ୍ଧେକ ଜନସଂଖ୍ୟା ଗୁରୁତର ସମସ୍ୟାର ସମ୍ମୁଖୀନ ହେବେ ଏବଂ ଜରୁରୀକାଳୀନ ଯାତାୟାତ ବାଧାପ୍ରାପ୍ତ ହୋଇ ତୀବ୍ର ଜନଅସନ୍ତୋଷ ସୃଷ୍ଟି ହେବାର ଆଶଙ୍କା ରହିଛି।  
ତେଣୁ ଜନସ୍ୱାର୍ଥକୁ ଦୃଷ୍ଟିରେ ରଖି ସାଂସଦ ତୁରନ୍ତ ଏଥିରେ ହସ୍ତକ୍ଷେପ କରି ରେଳବାଇ ଓ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିବାକୁ ମଞ୍ଚ ଅନୁରୋଧ କରିଛି। ରାସ୍ତା ବନ୍ଦ ନ କରି ସେଠାରେ ଏକ ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ କରାଗଲେ ସୁଗମ ଯାତାୟାତ ସହ ଟ୍ରାଫିକ୍ ସମସ୍ୟାର ସ୍ଥାୟୀ ସମାଧାନ ହୋଇପାରିବ ବୋଲି ନାଗରିକ ମଞ୍ଚ ପକ୍ଷରୁ ସଂଗଠନ ସମ୍ପାଦକ ମନୋଜ କୁମାର ହାତୀ ଦର୍ଶାଇଛନ୍ତି।  ଏହି ପତ୍ରର ନକଲ ବଲାଙ୍ଗୀର ଜିଲ୍ଲାପାଳ, ଟିଟିଲାଗଡ଼ ଉପଜିଲ୍ଲାପାଳ, ପୂର୍ବତଟ ରେଳପଥ ମହାପ୍ରବନ୍ଧକ (ଭୁବନେଶ୍ୱର) ଏବଂ ସମ୍ବଲପୁର ଡିଭିଜନାଲ୍ ରେଲୱେ ମ୍ୟାନେଜରଙ୍କ ଉଦ୍ଦେଶ୍ୟରେ ମଧ୍ୟ ପ୍ରେରଣ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026
  ଜିଲ୍ଲା  
ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ   24-Oct-2026
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026

You Might Also Like