-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||     

HOME   ଜିଲ୍ଲା

ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର

24-Oct-2026



ବରଗଡ(ତୁଳସୀ ଚରଣ ଦାଶ): ବରଗଡ଼ ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଓ ଉଭୟ ସହରାଞ୍ଚଳ ସ୍ୱାସ୍ଥ୍ୟ ସେବା କେନ୍ଦ୍ର ( UPHC 1 & 2 ) ର ଯୁଗ୍ମ ପ୍ରଚେଷ୍ଟାରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଓ ଆୟୁଷ୍ମାନ ଵୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର ଆଜି ସଂଘ ସଭାଗୃହରେ ଅନୁଷ୍ଠିତ ହୋଇଯାଇଅଛି I ଜିଲ୍ଲା ବରିଷ୍ଠ ନାଗରିକ ସଂଘ ସଭାପତି ଶ୍ରୀ କେଦାର ମିଶ୍ର ଓ ସମ୍ପାଦକ ଶ୍ରୀ ଗୋବିନ୍ଦ ଦାଶ ଅନ୍ୟ କର୍ମକର୍ତ୍ତାଙ୍କ ସହ ଉଭୟ UPHC ର ଦୁଇ ଜଣ ଡାକ୍ତର, ଚାରି ଜଣ ସ୍ୱାସ୍ଥ୍ୟ କର୍ମୀ, କମ୍ପୁଟର ସେବା ସଂସ୍ଥା ଓ ଶିବିର ସଂଯୋଜକ ଙ୍କୁ ସ୍ୱାଗତ କରିଥିଲେ I
     ଏହି ଜରାରୋଗ ସ୍ୱାସ୍ଥ୍ୟ ଶିବିର  ରେ ରକ୍ତଚାପ, ମଧୁମେହ ଆଦି ସାମଗ୍ରୀକ ପରୀକ୍ଷା ଓ ଯାଞ୍ଚ ଚାରିଜଣ ସ୍ୱାସ୍ଥ୍ୟ କର୍ମୀ ପ୍ରଥମେ କରି ପରାମର୍ଶ ପାଇଁ ପଠାଉ ଥିଲେ I ସେମାନେ ହେଲେ ରୋହିଣୀ ଚାନ୍ଦ, ପଂକଜିନି ଗଇଂଟା , ରଞ୍ଜୁ ପ୍ରଧାନ ଓ ଶଶୀମୁଖୀ ସାହୁ I
 ଡାକ୍ତର ଆୟୁଷ୍ମାନ ସାହୁ, UPHC 2 ଓ ଡାକ୍ତର କେ ସାଇ ରାମ ରଞ୍ଜନ,UPHC 1 ଉଭୟ ମୁଖ୍ୟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱବଧାନ ରେ ପ୍ରତ୍ୟେକ ବରିଷ୍ଠଙ୍କୁ ପରୀକ୍ଷା ରିପୋର୍ଟ ଅନୁସାରେ ପରାମର୍ଶ ଓ ଔଷଧ ଦେବାର ବ୍ୟବସ୍ଥା ଥିଲା I
ତୃତୀୟ ପର୍ଯ୍ୟାୟ ରେ ସତୁରି ବର୍ଷରୁ ଊର୍ଧ୍ୱ ବରିଷ୍ଟଙ୍କ ଆୟୁଷ୍ମାନ ଵୟୋ ବନ୍ଦନା କାର୍ଡର ଅନ ଲାଇନ ରେଜିଷ୍ଟ୍ରେସନ ବି   ଶ୍ରୀ ରମାକାନ୍ତ ସାହୁ ଓ ତାଙ୍କର ସହଯୋଗୀ କରୁଥିଲେ I
  ପୁରା ଶିବିର କାର୍ଯ୍ୟକ୍ରମର ସଂଯୋଜନା, ଜନ ସ୍ୱାସ୍ଥ୍ୟ ଅଫିସର ଶ୍ରୀ ଚନ୍ଦ୍ରକାନ୍ତ ପଣ୍ଡା ଅତି ସୁନ୍ଦର ଭାବରେ ସଞ୍ଚାଳନ କରୁଥିଲେ I ଏହି ଶିବିରରେ ଆମର  ତିରିଶରୁ ଊର୍ଧ୍ୱ ସଭ୍ୟ ପରାମର୍ଶ ଲାଭ କଲେ ଓ ଏଗାର ଜଣଙ୍କ ଆୟୁଷ୍ମାନ କାର୍ଡ ରେଜିଷ୍ଟ୍ରେସନ ହୋଇଛି I ସଂଘର ସହଯୋଗ ଓ ପ୍ରସ୍ତୁତିକୁ ପ୍ରଶଂସା କରି ଖୁବ ଶୀଘ୍ର କେବଳ ମହିଳା ମାନଙ୍କ ପାଇଁ ଏପରି ଶିବିର କରାଯିବା ପାଇଁ ଉଭୟୟୁ ପି ଏଚ ସି  ମୁଖ୍ୟ ଓ ଶ୍ରୀ ପଣ୍ଡା ଘୋଷଣା କରିଥିଲେ I
         ---------×××----------


News Comment




Photo in News

Advertisment
Lastest News
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026

You Might Also Like