-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||     

HOME   ରାଜ୍ୟ

ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ

24-Oct-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା  ୩୨୬୨ ପକ୍ଷରୁ ସଚେତନତା ସୃଷ୍ଟି କରିବା ପାଇଁ ଭୁବନେଶ୍ୱରଠାରେ ଏକ ବିଶାଳ ମାରାଥନ୍ ସଫଳତାର ସହ ଆୟୋଜିତ ହୋଇଯାଇଛି। 

ଏହି କାର୍ଯ୍ୟକ୍ରମକୁ ଭୁବନେଶ୍ୱରର ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିଜର ପ୍ରେରଣାଦାୟୀ ବକ୍ତବ୍ୟ ସହ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।

ଏହି ସଚେତନତା ମାରାଥନ୍‌ଟି ଭୁବନେଶ୍ୱରର  ରାମମନ୍ଦିର ଛକରୁ ଆରମ୍ଭ ହୋଇ ରୋଟାରୀ ଭବନଠାରେ ପହଞ୍ଚି ଶେଷ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ରୋଟାରୀ ଡିଷ୍ଟ୍ରିକ୍ଟ ଗଭର୍ଣ୍ଣର ଅନିଲ ସାମଲ, ପ୍ରାକ୍ତନ ରୋଟାରୀ ଡିଷ୍ଟ୍ରିକ୍ଟ ଗଭର୍ଣ୍ଣର ଜୟଶ୍ରୀ ମହାନ୍ତି, ଯଜ୍ଞାଂଶିଷ ମହାପାତ୍ରଙ୍କ ସମେତ ବହୁ ସଂଖ୍ୟାରେ ରୋଟାରିଆନ୍, ରୋଟାରାକ୍ଟର୍ସ ଏବଂ ସ୍ଥାନୀୟ ଜନସାଧାରଣ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ।ଏହି ମାରାଥନ୍‌କୁ 'ରୋଟାରୀ କ୍ଲବ୍ ଅଫ୍ ଭୁବନେଶ୍ୱର ମିଡୋଜ୍' (Rotary Club of Bhubaneswar Meadows) ପକ୍ଷରୁ ଆୟୋଜନ କରାଯାଇଥିଲା। କ୍ଲବ୍ ସଭାପତି ବିକାଶ ଗରବଡ଼ୁ, ସମ୍ପାଦକ ଦୀପକ ଜେନା ଏବଂ ଅନ୍ୟାନ୍ୟ କର୍ମକର୍ତ୍ତାମାନେ ଏହି କାର୍ଯ୍ୟକ୍ରମର ସୁଚାରୁ ପରିଚାଳନା ଏବଂ ସଂଯୋଜନା କରିଥିଲେ।ମାରାଥନ୍ ଶେଷରେ ପୋଲିଓ ମୁକ୍ତ ସମାଜ ଗଠନ ଏବଂ ସଚେତନତା ବୃଦ୍ଧି ପାଇଁ ଏକ ସୁନ୍ଦର ଓ ପ୍ରେରଣାଦାୟୀ ସନ୍ଦେଶ ଦିଆଯାଇଥିଲା। ବିଶ୍ୱରୁ ପୋଲିଓର ସମ୍ପୂର୍ଣ୍ଣ ନିରାକରଣ ପାଇଁ ରୋଟାରୀର ନିରନ୍ତର ପ୍ରଚେଷ୍ଟା ଏବଂ ସଂକଳ୍ପକୁ ସମସ୍ତ ବକ୍ତା ଉଚ୍ଚ ପ୍ରଶଂସା କରିଥିଲେ ||


News Comment




Photo in News

Advertisment
Lastest News
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026

You Might Also Like