-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||     

HOME   ଜିଲ୍ଲା

ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ

26-Oct-2026



ବରପାଲି:  ବରଗଡ ଜିଲ୍ଲା ବରପାଲି ଅଞ୍ଚଳବାସୀଙ୍କ ଦୀର୍ଘ ବର୍ଷ ର ଦାବି ପୂରଣ ହେବାକୁ ଯାଉଛି l ବରପାଲିରୁ କୁମ୍ଭାରୀ ଯାଉଥିବା ରାସ୍ତାରେ ବୁରୋଗାଡ ନଦୀ ଉପରେ ପ୍ରାୟ ୨୮ କୋଟି ଟଙ୍କା ବ୍ୟୟରେ ଏକ ହାଇ ଲେଭେଲ ବ୍ରିଜ ନିର୍ମାଣ ହେବା ପାଇଁ ମଞ୍ଜୁର ହୋଇଛି l ଏହି ପ୍ରକଳ୍ପ ଅଂଚଳର ଯୋଗାଯୋଗ କରୁଥିବା ବ୍ୟବସ୍ଥା ସୁଦୃଢ଼ କରିବା ସହ ଯାତାୟାତ ସମସ୍ୟା ର ସମାଧାନ ଦିଗରେ ଏକ ଗୁରୁତତ୍ୱପୂର୍ଣ

ପଦକ୍ଷେପ ହେବ ବୋଲି ଅଞ୍ଚଳବାସି ଆଶା ପ୍ରକାଶ କରିଛନ୍ତି l ବର୍ଷା ସମୟରେ ଜଳସ୍ତର ବୃଦ୍ଧି ପାଇବାରେ ଯାତାୟତରେ ବାଧା ସୃଷ୍ଟି ହେଉଥିବା ସମସ୍ୟାର ସମାଧାନ ଦୂର ହେବା ସହ ଅଞ୍ଚଳବାସିଙ୍କ ଆଶ୍ୱସ୍ତି ମିଳିବା ସହ ଦୈନଦିନ ଯାତାୟାତ ଅଧିକ ସୁଗମ ହେବ ବୋଲି ଆଶା କରାଯାଉଛି l ବ୍ରିଜ ନିର୍ମାଣ ହେଲେ ଛାତ୍ର, ଛାତ୍ରୀ,  ବ୍ୟବସାୟୀ, ସାଧାରଣ ଲୋକଙ୍କ ଯାତାୟତରେ ସୁବିଧା ହେବା ସହ ଅଞ୍ଚଳ ଆର୍ଥିକ ଓ ସାମାଜିକ ବିକାଶ କୁ ମଧ୍ୟ ଗତି ମିଳିବାଏହି ଖବର ପ୍ରସାରିତ ହେବା ପରେ ବିଶେଷ କରି ବରପାଲି, କୁମ୍ଭାରି, ରେମତା ଓ ଏହାର ଆଖପାଖ ଅଞ୍ଚଳରେ ଖୁସିର ଦେଖିବାକୁ ମିଳୁଛି l ଅଞ୍ଚଳ ବାସି ଖୁସି ପ୍ରକାଶ କରିବା ସହ ବିଜେପୁର ବିଧାୟକ ସନତ କୁମାର ଗଡତିଆ ଏବଂ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି l ପ୍ରାଣନାଥ ପ୍ରଧାନ, ନାରାୟଣ ଭୋଇ, ନୀଳମଣି ବରିହା, ଶଙ୍କର ମଲ୍ଲିକ, ଧ୍ରୁବ ଚରଣ ସାହୁ, ରମେଶ ମାଝୀ, ପ୍ରମୁଖ ବିଧାୟକ ଙ୍କୁ ଧନ୍ୟବାଦ ଜଣାଇଛନ୍ତି l ଉକ୍ତ ବ୍ରିଜ୍ ନନିର୍ମାଣ ଶୀଘ୍ର ଆରମ୍ଭ କରି ସମୟ ସିମା ମଧ୍ଯରେ ଶେଷ ହେଲେ ବରପାଲି ଅଞ୍ଚଳର ବିକାଶର ନୂତନ ଅଧ୍ୟାୟ ଯୋଡ଼ି ହେବ ବୋଲି ମତ ପ୍ରକାଶ ପାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026

You Might Also Like