-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା

26-Oct-2026



ବଲାଙ୍ଗୀର(ପ୍ରେରଣା ଖବର):  ୧ ନଭେମ୍ବର ବଲାଙ୍ଗୀର ଦିନ୍ ପାଳନ ପୂର୍ବରୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ହେଉଥିବା କାର୍ଯ୍ୟକ୍ରମଗୁଡିକ ଚାଲିଛି । ଆଜି ବଲାଙ୍ଗୀରିଏନବୀରାଙ୍ଗନା ଅନୁଷ୍ଠାନ ପକ୍ଷରୁ ସ୍ଥାନୀୟ ପିପିଏକାଡେମୀଠାରେ ନୃତ୍ୟପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଂଗୀତା, ଦିବ୍ୟା, ମିନତି, ହେପି, ଅନୀମା, ମୌସୁମୀ, ପ୍ରିୟା, ଶ୍ରୀୟା, ପ୍ରିୟଙ୍କା, ପଙ୍କଜିନୀ(ପିଙ୍କି)ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ପ୍ରତିଯୋଗୀତାରେ ୩୦ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । ଅତିଥି ଭାବରେ ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ଅଧ୍ୟକ୍ଷ ଗୋପାଳଜୀ ପାଣିଗ୍ରାହୀ, ଗୋପାଳ ପ୍ରଧାନ,ଲୋଟସ ଷଢଙ୍ଗୀ ଯୋଗ ଦେଇଥିବା ବେଳେ ବିଚାରକ ଭାବରେ ସଂଗୀତା, ଜିତ, ଚରଣ ପ୍ରମୁଖ ଯୋଗଦେଇଥିଲେ । ପଙ୍କଜୀନୀ ପୋଢ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।
ଠିକ ସେହିପରି ବଲାଙ୍ଗୀରଦିନ୍ ଷ୍ଟେଜକମିଟି ପକ୍ଷରୁ ଏଙ୍କରମାନଙ୍କ ପାଇଁ ଅଡିସନ ଟେଷ୍ଟ କରାଯାଇଥିଲା । ସ୍ଥାନୀୟ ପିପିଏକାଡେମୀ ହାଇସ୍କୁଲ ଠାରେ ଷ୍ଟେଜ କମିଟିର ସଂଯୋଜିକା ସରିତା ଦାସ,ଅଧ୍ୟକ୍ଷ ରାମନାରାୟଣ ଦାସ, ସହଅଧ୍ୟକ୍ଷ ଶ୍ରାବଣୀ ମେହେରଙ୍କ ଉଦ୍ୟମରେ ଆୟୋଜିତ କାର୍ଯ୍ୟକ୍ରମରେ ବିଚାରକ ଭାବରେ ମଧୁସୂଦନ ନାୟକ,ନୀରୁପମା ଉଦ୍‌ଗାତା ଓ ବୀରେନ୍ଦ୍ର ପାଣ୍ଡେ ଦାୟିତ୍ୱ ତୁଲାଇଥିଲେ । ଅଡିସନ ଟେଷ୍ଟରେ ପ୍ରାୟ ୫୦ଜଣ ପାର୍ଟିସିପେଣ୍ଟ ଯୋଗ ଦେଇ ଥିଲେ । ଆୟୋଜକ କମିଟିର ଗୌରଚନ୍ଦ୍ର ପୁରୋହିତ, ପ୍ରତାପ ରଥ, ନୂତନ ଦାସ, ଅନୁପ୍ରିୟା ମିଶ୍ର,ହରିଓମ ପଟେଲ,ବୀନୋଦ କାଲସାଏ,ଋତୁରାଜ ପ୍ରଧାନ, ଆଶିଷ, ପିଣ୍ଟୁ,ପୂଜା ସାହୁ ଉପସ୍ଥିତ ରହିଥିଲେ । ମିଲି ବାରିକ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ବିଚାରକମାନେ ପ୍ରତିଯୋଗୀଙ୍କ ମଧ୍ୟରୁ ୬ଜଣଙ୍କୁ ଏଙ୍କରିଙ୍ଗ ପାଇଁ ଚୟନ କରିଛନ୍ତି ବୋଲି କମିଟି ସୂତ୍ରରୁ ସୂଚନା ଦିଆଯାଇଛି ।
ସଂଧ୍ୟାରେ ବଲାଙ୍ଗୀରଦିନ୍ ଆୟୋଜକ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଥିଲା ଓ ପ୍ରସ୍ତୁତିର ଅଗ୍ରଗତୀନେଇ ସମୀକ୍ଷା କରାଯାଇଥିଲା । ଆୟୋଜକ କମିଟିର ଅଧ୍ୟକ୍ଷ ଗୋପାଳଜୀ ପାଣିଗ୍ରାହୀ, ଅର୍ଥକମିଟିର ଅଧ୍ୟକ୍ଷ କିଶୋରକୁମାର ରଥ,ମିଡିଆ କମିଟିର ସଂଯୋଜକ ଲୋଟସ ଷଢଙ୍ଗୀ,ଅର୍ଥକମିଟିର ବିଧୂଭୂଷଣ ତ୍ରୀପାଠୀ,ଗୌରଚନ୍ଦ୍ର ପୁରୋହିତ, ଷ୍ଟେଜ କମିଟିର ସଂଯୋଜିକା ସରିତା ଦାସ, ସାଂସ୍କୃତିକ କମିଟିର ସଂଯୋଜକ ଗୋପାଳ ପଧାନ,ସୋମନାଥ ମିଶ୍ର,ସଂଜୀବ ସାହୁ,ଅଭିଷେକ ଦାସ ,ବିକାଶ ସା, ଗୋବିନ୍ଦ ଶତପଥି, ଦୀନେଶ ଶର୍ମା,ବିନୋଦ କାଲସାଏ ଙ୍କ ସମେତ ସମସ୍ତ କମିଟିର ସଂଯୋଜକ, ଅଧ୍ୟକ୍ଷ/ସହ ଅଧ୍ୟକ୍ଷଗଣ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026

You Might Also Like